ଅସୁସ୍ଥତା ଖବରକୁ ‘ଫେକ ନ୍ୟୁଜ’ ବୋଲି କହିଲେ ବିଗ ବି, ଟୁଇଟ କରି ଜଣାଇଲେ ସତ୍ୟତା

ମୁମ୍ବାଇ,୧୬।୩: ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ତାଙ୍କ ଅସୁସ୍ଥତାର ଗୁଜବକୁ ମିଥ୍ୟା ଖବର ବୋଲି ସ୍ପଷ୍ଟ ଭାବେ ଖାରଜ କରିଦେଇଛନ୍ତି। ଏହାପୂର୍ବରୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଚିନ୍ତିତ ପ୍ରଶଂସକମାନେ ବଚ୍ଚନଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁ ଝିଥିଲେ ଯେ ତାଙ୍କ ରକ୍ତ ଜମାଟ ବାନ୍ଧିବା କିମ୍ବା ଗୋଡରେ ଥିବା ଧମନୀରେ ଅବରୋଧ ହେତୁ ତାଙ୍କର ଆଞ୍ଜିଓପ୍ଲାଷ୍ଟ କରାଯାଇଛି।
ମାର୍ଚ୍ଚ ୧୫ ସାରେ ଅମିତାଭ ବଚ୍ଚନ ଏବଂ ତାଙ୍କ ପୁଅ ଅଭିଷେକ ବଚ୍ଚନ ଥାନେର ଦାଦୋଜି କୋଣ୍ଡାଦେଭ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଟାଇଗର୍ସ ଅଫ କୋଲକାତାର ଇଣ୍ଡିଆନ ଷ୍ଟ୍ରିଟ ପ୍ରିମିୟର ଲିଗ (ଆଇଏସପିଏଲ) ଫାଇନାଲ ମ୍ୟାଚରେ ଯୋଗ ଦେଇଥିବା ଫଟୋରେ ଦେଖଇବାକୁ ମିଳିଥିଲା। ବଚ୍ଚନଙ୍କ ଅସୁସ୍ଥତା ଖବର ଆସିବାର କିଛି ଘଣ୍ଟା ପରେ ଏହି ଫଟୋ ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ...

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ...

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image