ଶକ୍ତି ମିଶ୍ରଙ୍କ ପାଇଁ ଆଗେଇ ଆସିଲେ

ଭୁବନେଶ୍ୱର,୧୨।୮(ବ୍ୟୁରୋ): କଣ୍ଠଶିଳ୍ପୀ ଶକ୍ତ ମିଶ୍ରଙ୍କ ଆରୋଗ୍ୟ ପାଇଁ ସହଯୋଗର ହାତ ବଢାଇଛି ସଂଗୀତ ଅନୁଷ୍ଠାନ ଗୋଲ୍ଡେନ୍‌ ଗୀତ ଗଜଲ ଟ୍ରଷ୍ଟ ଓ ମ୍ୟୁଜିକ୍‌ ସିଜଲର୍ସ। ଏହି ଦୁଇ ଅନୁଷ୍ଠାନ ପକ୍ଷରୁ ଏକ ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। କଣ୍ଠଶିଳ୍ପୀ ଶକ୍ତିଙ୍କ ଆରୋଗ୍ୟ କାମନା କରି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଅଗଣିତ ଦର୍ଶକ କାର୍ଯ୍ୟକ୍ରମକୁ ଉପଭୋଗ କରିବା ସହ ଅଧିକାଂଶ ଦର୍ଶକ ଶକ୍ତିଙ୍କ ଆରୋଗ୍ୟ କାମନା କରି କିଛି କିଛି ଅର୍ଥରାଶି ପ୍ରଦାନ କରିଥିଲେ। କଳାକାରଙ୍କ ସାହାଯ୍ୟରେ ମିଳିଥିବା ସମସ୍ତ ଅର୍ଥରାଶି ୮୬ହଜାର ୬ଶହ ୩୮ଟଙ୍କାକୁ ଚେକ୍‌ ମାଧ୍ୟମରେ ଶକ୍ତିଙ୍କ ଢେଙ୍କାନାଳ ସ୍ଥିତ ବାସଭବନରେ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ କଣ୍ଠଶିଳ୍ପୀ ସ୍ବୟଂ ପାଢୀ, ଶଶାଙ୍କ ଶେଖର, ଅନ୍ତରା ଚକ୍ରବର୍ତ୍ତୀ, ତାରିଖ ଆଜିଜ୍‌, ଗୌତମ ଗିରି, ମହମ୍ମଦ ଆଜିଜ୍‌, ସୀମା ମହାନ୍ତି, ମହମ୍ମଦ ନାସିର୍‌, ଶର୍ମିଳା ସିଂ ମନଲୋଭା ସଙ୍ଗୀତ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ରବିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ...

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ରବିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି...

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...

ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ...

ବର୍ଷା କ୍ଷୟକ୍ଷତି ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ: କ’ଣ ଆସିବ ନିଷ୍ପତ୍ତି

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ ବୈଠକ ଆରମ୍ଭ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ରାଜସ୍ବ, କୃଷି...

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି।...

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର...

ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍‌ଶୀଘ୍ର ଭୂତ ହିତାଧିକାରୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri