କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲାରେ ଗିରଫ ୮ଜଣଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରିଛି। ତଦନ୍ତ ଓ କ୍ରାଇମସିନ୍‌ ରିକ୍ରିଏଶନ ପାଇଁ ରିମାଣ୍ଡରେ ନେବାକୁ ଆବେଦଦ ହୋଇଛି। ଏହି ମାମଲାରେ ଅଦ୍ୟାବଧି ଗିରଫ ସଂଖ୍ୟା ୮ରେ ପହଞ୍ଚିଛି।
ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ଓ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ଟିମ୍‌ ଭଦ୍ରକ ନଳାଙ୍ଗରୁ ସକାଳେ ଗିରଫ ହୋଇଥିଲେ। ସେମାନଙ୍କୁ ଚାନ୍ଦବାଲି ଜେଏମଏଫସି କୋର୍ଟରେ ହାଜର କରାଯାଇଥିଲା। ପରେ ସେମାନଙ୍କୁ ଭଦ୍ରକ ଜେଲକୁ ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା...

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା...

ଭୁବନେଶ୍ୱରରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର,୧୪ା୧୧: ରାଜ୍ୟକୁ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବାକୁ ସରକାର ନୂଆ ପଦକ୍ଷେପ ନେଉଛନ୍ତି। ରାଜଧାନୀ ଭୁବନେଶ୍ୱରରୁ ଦେଶର ଅନେକ ସହରକୁ ବିମାନ ସେବା ମିଳୁଥିଲା ବେଳେ...

ଥରାଇବ ଶୀତ

ଭୁବନେଶ୍ୱର,୧୪ା୧୧(ଅନୁରାଧା ମହାରଣା)- ରାଜ୍ୟରେ ବର୍ତ୍ତମାନ କୌରସି ନିର୍ଦ୍ଧିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନାହିଁ। ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ...

ନଭେମ୍ବର ୧୮, ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୫ା୧୧: ଆସନ୍ତା ନଭେମ୍ବର ୧୮ ତାରିଖ ଏବଂ ନଭେମ୍ବର ୨୫ ତାରିଖ ଉଭୟ ସୋମବାରରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ...

ଧାନ କିଣାକୁ ନେଇ ଦ୍ୱନ୍ଦ…

ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ...

ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ: ଡଙ୍ଗା ପାଇଁ ଗଲା ଏକାବେଳେ ୫ ଜଣଙ୍କ ଜୀବନ

ଭୁବନେଶ୍ୱର, ୧୫।୧୧: କାର୍ତ୍ତିକ ପୂର୍ଣ୍ଣିମାରେ ଭସା ଯାଇଥିବା ଡଙ୍ଗା ଆଣିବାକୁ ଯାଇ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜ୍ୟର ବିଭିନ୍ନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri