ଶେଖ ହସିନାଙ୍କୁ ଶରଣ ଦେବ ଭାରତ? ବିଶେଷଜ୍ଞ କହିଲେ ଯଦି ଏଭଳି ହୁଏ, ତେବେ..

ନୂଆଦିଲ୍ଲୀ,୫।୮: ବାଂଲାଦେଶ ହିଂସା ମଧ୍ୟରେ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହିତ ଦେଶ ଛାଡିଦେଇଛନ୍ତି। ସୂତ୍ର ଅନୁସାରେ, ଶେଖ ହସିନା ଭାରତ ଆସିପାରନ୍ତି। ଏକ୍ସପର୍ଟଙ୍କ କହିବାନୁଯାୟୀ, ହସିନା ଦିଲ୍ଲୀ ଆସିବା ଭାରତ ପାଇଁ ସମସ୍ୟା ସୃଷ୍ଟି କରିପାରେ।

ମେଜର ଜେନେରାଲ ସଞ୍ଜୟ ମେଷ୍ଟନ କହିଛନ୍ତି, ଏବେ ଶେଖ ହସିନାଙ୍କୁ ବିରୋଧ କରାଯାଉଛି। ଦେଶରେ ଲିଡର ଯେଉଁ ପଲିସି ଲାଗୁ କରିବେ, ତାହାର ପରିଣାମ ତାଙ୍କୁ ଭୋଗିବାକୁ ପଡ଼ିଥାଏ। ତେବେ ଏହି ପ୍ରଦର୍ଶନରୁ ଜଣାପଡୁଛି ଲୋକମାନେ ଶେଖ ହସିନାଙ୍କ ଉପରେ ଅସନ୍ତୋଷ ଅଛନ୍ତି। ଖାସ୍‌ କରି ଜାନୁଆରୀରେ ହୋଇଥିବା ନିର୍ବାଚନ ପରେ ସ୍ପଷ୍ଟ ହୋଇଯାଇଥିଲା କି ଅସ୍ଥିରତା ଆସିପାରେ।

ଶେଖ ହସିନା ଦିଲ୍ଲୀ ଆସିବା ପ୍ରଶ୍ନରେ ସେ କହିଛନ୍ତି, ହଦି ସେ ଦିଲ୍ଲୀ ଆସନ୍ତି, ତେବେ ଏହା ଏକ ଇଣ୍ଟରନ୍ୟାଶନାଲ ଡିବେଟ୍‌ ହୋଇଯିବ। କିଛି ଲୋକ କହିବେ ଏହା ଭଲ, ଆଉ କିଛି କହିବେ ଏହା ଖରାପ। କାରଣ ଏହା ବାଂଲାଦେଶର ଏକ ଆଭ୍ୟନ୍ତରୀଣ ବିଷୟ। ତାଙ୍କର ଭାରତ ଆସିବା ବହୁତ ବଡ଼ ପ୍ରସଙ୍ଗ ହେବ। କାରଣ ସେଠାର ବିପକ୍ଷ ପାର୍ଟି ଆମ ଦେଶର ବିରୋଧୀ ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ମିଛ ପ୍ରଚାର କରିବାରେ ଅମିତ ଶାହା ସବୁଠୁ ଆଗରେ: ଖାର୍ଗେ

ନୂଆଦିଲ୍ଲୀ, ୨୧।୯: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଜମ୍ମୁରେ ପହଞ୍ଚିଛନ୍ତି। ସେ ଜମ୍ମୁ କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଦଳର ପ୍ରାର୍ଥୀ ତାରା ଚାନ୍ଦଙ୍କ ପାଇଁ...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୟ କରୁଛି ପାକିସ୍ତାନ: କାହିଁକି ଏମିତି କହିଲେ ଅମିତ ଶାହା

ଶ୍ରୀନଗର,୨୧।୯: ଜମ୍ମୁ କଶ୍ମୀରର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଜୋରଦାର ପ୍ରଚାର କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ମେହେନ୍ଦରରେ ପହଞ୍ଚିଛନ୍ତି।...

ଅମର ପ୍ରୀତ୍ ସିଂହ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧ା୯: ଅମର ପ୍ରୀତ୍‌ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ। ଏୟାର ମାର୍ଶଲ ଅମର ପ୍ରୀତ୍ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ସରକାର...

ମୁଖ୍ୟମନ୍ତ୍ରୀ ଅସୁସ୍ଥ

ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି।...

ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ...

ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ

ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା...

୫୮ ପୁରୁଷଙ୍କ ସହ ସମ୍ପର୍କ ରଖି ଫସିଲେ ଚାଇନାର ‘ବିୟୁଟିଫୁଲ ଗଭର୍ନର’

ବେଜିଂ,୨୧।୯: ଦକ୍ଷିଣ-ପଶ୍ଚିମ ଚାଇନାର ଜଣେ ମହିଳାଙ୍କୁ ୧୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ଅସଦାଚରଣ ପାଇଁ ଏକ ମିଲିୟନ ୟୁଆନ ଅର୍ଥାତ୍‌ ୧୮୩୦୦୦ ଆମେରିକୀୟ...

ମନ୍ଦିର ଟ୍ରଷ୍ଟ ଦେଲା ବଡ଼ ସୂଚନା, କହିଲା ଲଡୁରେ ପବିତ୍ରତା ରହିଛି

ହାଇଦ୍ରାବାଦ,୨୧ା୯: ତିରୁପତି ବାଲାଜୀଙ୍କ ପ୍ରସାଦ ଲଡୁ  ପୁଣି ଉପଲବ୍ଧ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ଦିର ଟ୍ରଷ୍ଟ କହିଛି ପ୍ରସାଦ ଲଡୁରେ ପବିତ୍ରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri