ଜଷ୍ଟିନ ଟ୍ରୁଡୋଙ୍କୁ ବଡ଼ ଝଟକା, ଇସ୍ତଫା ଦେଲେ…

ଓଟାଓ୍ବା,୧୬।୧୨: କାନାଡାର ଉପପ୍ରଧାନମନ୍ତ୍ରୀ କ୍ରିଷ୍ଟିଆ ଫ୍ରିଲାଣ୍ଡ ସୋମବାର ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି, କାନାଡା ପାଇଁ ସର୍ବୋତ୍ତମ ମାର୍ଗ ବିଷୟରେ ସେ ଆଉ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ସହ ସହମତ ନୁହଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ‘ଆମେରିକା ଫାଷ୍ଟ’ ଅର୍ଥନୈତିକ ଜାତୀୟତାବାଦକୁ ନେଇ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ସହ ତିକ୍ତତା ମଧ୍ୟରେ ତାଙ୍କ ଇସ୍ତଫା ଆସିଛି।

ଫ୍ରିଲାଣ୍ଡ ମଧ୍ୟ କାନାଡାର ଅର୍ଥମନ୍ତ୍ରୀ ଅଟନ୍ତି। ସଂସଦରେ ଅର୍ଥନୈତିକ ଅପଡେଟ୍‌ ଉପସ୍ଥାପନ କରିବାର କିଛି ଘଣ୍ଟା ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି। ସେ ଅଗଷ୍ଟ ୨୦୨୦ଠାରୁ ଅର୍ଥମନ୍ତ୍ରୀ ଭାବରେ କାର୍ଯ୍ୟରତ ଥିଲେ। ଫ୍ରିଲାଣ୍ଡ ଟ୍ରୁଡୋଙ୍କୁ ଲେଖିଥିବା ଚିଠିରେ କହିଛନ୍ତି, ଗତ କିଛି ସପ୍ତାହ ଧରି ଆପଣ ଏବଂ ମୁଁ କାନାଡା ପାଇଁ ସର୍ବୋତ୍ତମ ମାର୍ଗକୁ ନେଇ ବିବାଦରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ ବିପଦ: ୨୦୩୦ ସୁଦ୍ଧା ମୃତ୍ୟୁକୁ ସାମ୍ନା କରିବେ ୩୦ ଲକ୍ଷରୁ ଅଧିକ ଲୋକ, ସତର୍କ କଲେ ବୈଜ୍ଞାନିକ

କାନବେରା/ନୂଆଦିଲ୍ଲୀ,୨୭ା୩: ୨୦୩୦ ସୁଦ୍ଧା ୩୦ ଲକ୍ଷରୁ ଅଧିକ ଲୋକ ମୃତ୍ୟୁର ସାମ୍ନା କରିବେ। ଗୁରୁବାର ସଦ୍ୟ ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ, ବୈଜ୍ଞାନିକମାନେ ସତର୍କ ସୂଚନା...

୪.୫ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ଥରିଲା ନେପାଳ

କାଠମାଣ୍ଡୁ,୨୭।୩: ନେପାଳର ଉତ୍ତର-ପଶ୍ଚିମ ହୁମଲା ଜିଲାରେ ବୁଧବାର ସାରେ ଏକ ମଧ୍ୟମ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏଥିଯୋଗୁ କୌଣସି କ୍ଷୟକ୍ଷତିର ରିପୋର୍ଟ ଆସିନାହିଁ। ଜାତୀୟ...

ୟୁନୁସଙ୍କ ଅପେକ୍ଷାର ଅନ୍ତ, ଚିଠି ଲେଖିଲେ ମୋଦି, ହୋଇଗଲା ବଡ଼ ଡିଲ୍‌!

ଢାକା,୨୭।୩: ବାଂଲାଦେଶର ଆନ୍ତରୀଣ ସରକାର ମହମ୍ମଦ ୟୁନୁସ ଗତ କିଛି ଦିନ ଧରି ଭାରତକୁ ଅପେକ୍ଷା କରିଛନ୍ତି। ୟୁନୁସ ଜାଣନ୍ତି ଯେ ଭାରତ ସହିତ ତାଙ୍କର...

ର’କୁ ନିଷିଦ୍ଧ ଘୋଷଣା ସୁପାରିସ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୭ା୩: ଭାରତରେ ଧର୍ମୀୟ ସ୍ବାଧୀନତା କ୍ଷୁଣ୍ଣ ହେବାରେ ଲାଗିଛି। ସଂଖ୍ୟାଲଘୁମାନେ ଭେଦଭାବପୂର୍ଣ୍ଣ ବ୍ୟବହାରର ସମ୍ମୁଖୀନ ହେଉଥିବା ଦର୍ଶାଇ ଆମେରିକା ଚିନ୍ତାବ୍ୟକ୍ତ କରିଛି। ଏପରି କି ଭାରତକୁ...

ଦକ୍ଷିଣ କୋରିଆରେ ଜଙ୍ଗଲ ନିଆଁ: ଜଳିଗଲା ୩୦୦ ଘର, ୨୪ ମୃତ

ସିଓଲ,୨୭ା୩: ଦକ୍ଷିଣ କୋରିଆର ଦକ୍ଷିଣ ଭାଗ ଜଙ୍ଗଲରେ ଲାଗିଥିବା ନିଆଁରେ ଅଦ୍ୟାବଧି ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିଛି। ବନାଗ୍ନିରେ ୩୦୦ରୁ ଅଧିକ ଘର ଜଳିଯାଇଛି।...

ୟୁକ୍ରେନ ସୀମାରେ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ: ରୁଷିଆନ୍ ଟିଭି ସାମ୍ବାଦିକାଙ୍କ ମୃତ୍ୟୁ

ମସ୍କୋ,୨୬।୩: ରୁଷିଆର ମୁଖ୍ୟ ସରକାରୀ ଟିଭି ଚ୍ୟାନେଲ, ‘ଚ୍ୟାନେଲ ୱାନ’ର ଜଣେ ସାମରିକ ସମ୍ବାଦିକା ୟୁକ୍ରେନ ସୀମାରେ ମାଇନ୍ ବିସ୍ଫୋରଣରେ ଜୀବନ ହରାଇଛନ୍ତି। ଏହି ଘଟଣା...

ଯାହାବି କରନ୍ତୁ ମୁଁ ଚାଇନା ଯିବି ନାହିଁ, ଯାତ୍ରୀଙ୍କୁ ହାତ ଯୋଡି ଏମିତି କାହିଁକି କହିଲେ ପାଇଲଟ, ଜାଣନ୍ତୁ…

ଲସ ଆଞ୍ଜେଲସ,୨୬।୩: ଆମେରିକାର ଲସ ଆଞ୍ଜେଲସରୁ ଚାଇନାର ସବୁଠାରୁ ବଡ଼ ସହର ସାଂଘାଇକୁ ଉଡ଼ାଣ ଭରିବାର ଦୁଇ ଘଣ୍ଟା ପରେ ଏକ ବିମାନକୁ ଆମେରିକା ଫେରିବାକୁ...

ବଦଳିବ ବାଂଲାଦେଶର ରାଜଧାନୀ! ରାଗିଲେଣି ସାଧାରଣ ଜନତା

ଢାକା,୨୬।୩: ବାଂଲାଦେଶର ରାଜଧାନୀ ଢାକାକୁ ପରିବର୍ତ୍ତନ କରିବା ଦାବି ଜୋର ଧରିଛି। ଏହାର ମୁଖ୍ୟ କାରଣ ହେଉଛି ସହରରେ ମୌଳିକ ସୁବିଧାର ବ୍ୟାପକ ଅଭାବ। ୩୦୬ବର୍ଗ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image