କାନାଡା ସରକାର ନେଲେ ବଡ଼ ନିଷ୍ପତି: ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୨୪।୨:କାନାଡା ଏହାର ଆପ୍ରବାସ ନିୟମାବଳୀରେ ବଡ଼ ପରିବର୍ତ୍ତନ କରିଛି। ଜାନୁଆରୀ ୩୧ରୁ କାର୍ଯ୍ୟକାରୀ ହୋଇଥିବା ନୂଆ ଇମିଗ୍ରେଶନ ଆଣ୍ଡ ରିଫ୍ୟୁଜି ପ୍ରୋଟେକ୍ସନ ରେଗୁଲେଶନ ଅଧିକାରୀମାନଙ୍କୁ ଅସ୍ଥାୟୀ ଆବାସିକ ଦସ୍ତାବିଜ୍‌ ଯଥା ଇଲେକ୍ଟ୍ରୋନିକ୍‌ ଟ୍ରାଭେଲ ଅଥରାଇଜେଶନ ଏବଂ ଟେମ୍ପରାରି ରେସିଡେଣ୍ଟ ଭିଜା ରଦ୍ଦ କରିବା କ୍ଷମତା ଦେଇଛି। ନୂଆ ନିୟମାବଳୀ ଭାରତୀୟଙ୍କ ସମେତ ଅନେକ ହଜାର ବିଦେଶୀଙ୍କୁ ପ୍ରଭାବିତ କରିପାରେ। ବିଶେଷ କରି ଛାତ୍ରୀଛାତ୍ର, କର୍ମଚାରୀ ଏବଂ ଅସ୍ଥାୟୀ ନିବାସୀ ଆଗନ୍ତୁକ ପ୍ରଭାବିତ ହେବେ ବୋଲି କୁହାଯାଉଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ କାନାଡାରେ ୪,୨୭,୦୦୦ ଭାରତୀୟ ଛାତ୍ରୀଛାତ୍ର ପଢ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

ହନୁମାନ ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ସୁକୁଡା ଗ୍ରାମରେ ନବର୍ନିମିତ ହନୁମାନ ମନ୍ଦିର ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ ହୋଇଛି।...

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ...

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର  ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା...

ଅକ୍ଷର ପଟେଲଙ୍କୁ ୧୨ଲକ୍ଷ ଜରିମାନା

ନୂଆଦିଲ୍ଲୀ, ୧୪ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ଗେମ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲକଙ୍କୁ ୧୨ ଲକ୍ଷ ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image