ଓଟାଓ୍ବା,୨୮।୮: ସେପ୍ଟେମ୍ବର ୯ଏବଂ ୧୦ରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ସମ୍ମିଳନୀରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମିଲ ହେବେ। ଏହାକୁ ଜଷ୍ଟିନ ଟ୍ରୁଡୋ ନିଶ୍ଚିତ କରିଛନ୍ତି। ପ୍ରକାଶ ଥାଉକି, ଏହି ସମୟରେ ୟୁକ୍ରେନକୁ ଜି -୨୦ ଶିଖର ସମ୍ମିଳନୀରେ ସାମିଲ ନ କରାଯିବାରୁ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ନିକଟରେ ଜଷ୍ଟିନ ଟ୍ରୁଡୋ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ମଧ୍ୟରେ ଫୋନରେ ବାର୍ତ୍ତାଳାପ ହୋଇଥିଲା, ଯାହାର ଭିଡିଓ ଭୋଲୋଡିମିର ଜେଲେନସ୍କି ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରିଥି