Categories: ବାଣିଜ୍ୟ

କାନାରା ବ୍ୟାଙ୍କର ନୂତନ ପରିସର ଉଦ୍‌ଘାଟିତ

ଭୁବନେଶ୍ୱର,୨୭।୬: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ଅଧୀନରେ ଥିବା ଆଇଆଇଟି ଅରୁଗୁଳ ଶାଖାର ନୂତନ ପରିସର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କର୍ମାଲକର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ଜଗଦୀଶ ଚନ୍ଦର, ଭୁବନେଶ୍ୱର ମଣ୍ଡଳ ମୁଖ୍ୟଙ୍କ ସମେତ ମଣ୍ଡଳ ଅଧିକାରୀ ଓ କ୍ଷେତ୍ରୀୟ କାର୍ଯ୍ୟାଳୟର ଅଧିକାରୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।

Share