କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର: ଏହି ଜିଲାରେ ବଢୁଛି ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର,୨।୪: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍‌। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖି କହିଲେ ଆଇନମନ୍ତ୍ରୀ। ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର ରଖି କହିଛନ୍ତି, ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ ରୋଗୀଙ୍କ ସଂଖ୍ୟା ବଢୁଛି। ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି। ଜମିର ଗୁଣବତ୍ତା ନଷ୍ଟ ହେଉଛି ଓ କ୍ୟାନସର୍‌ ଭଳି ରୋଗ ବ୍ୟାପୁଛି ବୋଲି ମନ୍ତ୍ରୀ କହିଛନ୍ତି। ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ ଦିଆଯାଉଛି। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ହରିଚନ୍ଦନ କହିଛନ୍ତି। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖିଲେ ଆଇନ ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଅଧା ରହିଗଲା ପ୍ରେମ କାହାଣୀ: ପ୍ରେମିକା ପିଇଲେ କୀଟନାଶକ, ପରେ ପ୍ରେମିକ ନେଲେ…

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁକ୍ତ ୨ ନାବାଳିକା...

Business Eminence Awards-2025: କଠିନ ପରିଶ୍ରମୀ ଉଦ୍ୟୋଗୀ ହେଲେ ପୁରସ୍କୃତ

ଭୁବନେଶ୍ୱର,୫।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍‌ନେସ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି...

ସରକାରୀ କର୍ମଚାରୀ ହୁଅ କି ଆଇଟି ଦିଅ: ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ

ଭୁବନେଶ୍ୱର,୪।୫: ୭୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ। ପ୍ରେସମଟ୍‌ରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରୀ କର୍ମଚାରୀ ହୁଅନ୍ତୁ...

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି...

‘ଧ୍ୱଂସ ପାଦ ଦେଶରେ ବିଜେଡି; ଏମିତି ସମୟ ଆସିବ ଶଙ୍ଖ ଚିହ୍ନ ନ ଥିବ, ଓଡ଼ିଶାରୁ ହଜିଯିବ’

ଭୁବନେଶ୍ୱର,୫।୪: ଦାଣ୍ଡରେ ପଡ଼ି ହାଟରେ ଗଡ଼ିବାକୁ ଲାଗିଲାଣି ବିଜେଡି ଅନ୍ତଃକନ୍ଦଳ। ଓ୍ବକଫ୍‌ ବିଲ୍‌କୁ ନେଇ ଦଳର ଏମ୍‌ପି ସସ୍ମିତ ପାତ୍ରଙ୍କ ଆଭିମୁଖ୍ୟ ସ୍ପଷ୍ଟ ହେବା ପରେ...

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image