ବର୍ଣ୍ଣବୋଧ ବହି ଧରି ପ୍ରଚାର କରୁଛନ୍ତି ପ୍ରାର୍ଥୀ

ଆଳି,୧୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନଙ୍କ ପ୍ରଚାରରେ କମ୍ପୁଛି ଆଳି ବ୍ଲକର ୩୪ ପଞ୍ଚାୟତ । ପ୍ରାର୍ଥୀମାନେ ଘରକୁ ଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି । ସିଙ୍ଗିରି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଅକ୍ଷୟ ଦାସ ପଞ୍ଚାୟତରେ ନିଆରା ଢଙ୍ଗରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। ଅକ୍ଷୟ ଦାସଙ୍କ ନିର୍ବାଚନୀ ଚିହ୍ନ ଖୋଲାବହି ହୋଇଥିବାରୁ ସେ ଓ ତାଙ୍କ ସମର୍ଥକମାନେ ହାତରେ ବର୍ଣ୍ଣବୋଧ ବହି ଧରି ଘର ଘର ବୁଲି ନିଜ ସପକ୍ଷରେ କ୍ୟାମ୍ପେନିଂ କରୁଛନ୍ତି । ଏ ସଂକ୍ରାନ୍ତରେ ଅକ୍ଷୟ କୁହନ୍ତି, ଅନ୍ୟ ବହି ଅପେକ୍ଷା ବର୍ଣ୍ଣବୋଧ ସମସ୍ତଙ୍କ ପାଖରେ ପରିଚିତ । ପିଲାଟି ଦିନରୁ ଏହି ବହି ପ୍ରତି ସମସ୍ତଙ୍କ ସମ୍ମାନ ରହିଛି ା ମୁଁ ବି ସେହି ବହିର ସମ୍ମାନ ରଖି ମୋ ନିର୍ବାଚନ ପ୍ରଚାରର ମାଧ୍ୟମ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। ତୃତୀୟ ବର୍ଷର କେତେକ ଛାତ୍ରଙ୍କ ଆକ୍ରମଣରେ ଜଣେ ଦ୍ୱିତୀୟ ବର୍ଷର...

ଆଜି ପଦ୍ମ ଧରିବେ କି ସୁନନ୍ଦା? ବଢ଼ୁଛି…

ଭୁବନେଶ୍ୱର,୬।୧୧: ବୁଧବାର ଭାଜପାରେ ମିଶିବେ କି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ସୁନନ୍ଦା ବୁଧବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିବା ନେଇ ଚର୍ଚ୍ଚା...

ରାତିରେ ହୋଇଥିଲା ଶୁଟିଂ, ସକାଳେ ହୁହୁ ହୋଇ ଜଳୁଥିଲା ଷ୍ଟୁଡିଓ

ଖୋର୍ଦ୍ଧା,୬।୧୦: ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି।...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

ପାଟଣା ,୬।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମରେ ଘର ଭିତରୁବୁଧବାର ସକାଳୁ ଯୁବକଙ୍କ ସନ୍ଦେହ ଜନକ ଭାବେ ଝୁଲନ୍ତା ମୃତଦେହ ଉଦ୍ଧାର...

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୬।୧୧: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ...

ମୋବାଇଲ ନେଟୱାର୍କ ପାଇଁ ତେଜିଲା ଆନ୍ଦୋଳନ: ବିଏସଏନଏଲର ଟାଳଟୁଳ ନୀତିକୁ ବିରୋଧ

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):ଏବେ ରାଜ୍ୟ ହେଉ କି କେନ୍ଦ୍ର ସରକାର ସେ ସରକାରୀ ହେଉ କି ବେସରକାରୀ, ଆବେଦନଠାରୁ ପ୍ରାପ୍ୟ ପର୍ଯ୍ୟନ୍ତ ବିନା ଅନଲାଇନ କାର୍ଯ୍ୟରେ...

ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ

ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ...

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍‌ଏସ୍‌ଏସ୍‌ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ

ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri