Posted inଜାତୀୟ

ହରିୟାଣାରେ କଂଗ୍ରେସକୁ ବଡ଼ ଝଟକା, ଦଳ ଛାଡିଲେ ବରିଷ୍ଠ ନେତା

ଚଣ୍ଡିଗଡ,୧୭।୧୦: କଂଗ୍ରେସର ବରିଷ୍ଠ ନେତା କ୍ୟାପଟେନ ଅଜୟ ସିଂ ଯାଦବ ହରିୟାଣାରେ ଦଳକୁ ଏକ ବଡ଼ ଝଟକା ଦେଇଛନ୍ତି। ସେ ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପୂର୍ବରୁ ଆଜି ସକାଳେ ଅଜୟ ଯାଦବ ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ସେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ଯାଦବଙ୍କ ଘନିଷ୍ଠ ବନ୍ଧୁ ମଧ୍ୟ।

ଅଜୟ ଯାଦବ ଏମ୍ସରେ ଲେଖିଛନ୍ତି ଯେ, ମୁଁ ଏଆଇସିସି ଓବିସି ବିଭାଗର ସଭାପତି ଏବଂ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟତା ଇସ୍ତଫା ଦେଇଛି। ମୁଁ ମୋର ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଗେର୍ର୍ଙ୍କ ନିକଟକୁ ପଠାଇଛି। ଏହି ପୋଷ୍ଟରେ ସେ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀଙ୍କୁ ଟ୍ୟାଗ କରିଛନ୍ତି।

ସେ କହିଛନ୍ତି, ଏହି ନିଷ୍ପତ୍ତି ବାସ୍ତବରେ କଷ୍ଟସାଧ୍ୟ ଥିଲା, କାରଣ ମୋ ପରିବାର ସହିତ ୭୦ ବର୍ଷ ଧରି ସମ୍ପର୍କ ରହିଥିଲା। ମୋ ବାପା ସ୍ବର୍ଗତ ରାଓ ଅଭୟ ସିଂ ୧୯୫୨ରେ ବିଧାୟକ ହୋଇଥିଲେ ଏବଂ ଏହା ପରେ ମୁଁ ପାରିବାରିକ ପରମ୍ପରା ଜାରି ରଖିଥିଲି, କିନ୍ତୁ ସୋନିଆ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ମୋ ସହ ଖରାପ ବ୍ୟବହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

ଲରେନ୍ସ ବିଷ୍ଣୋଇଙ୍କ ଗୁରୁ କିଏ? DSPଙ୍କ ତଥ୍ୟ ବଢାଉଛି ସସପେନ୍ସ

ନୂଆଦିଲ୍ଲୀ,୧୭।୧୦: ବାବା ସିଦ୍ଦିକhଙ୍କ ହତ୍ୟା ମାମଲାରେ ସମସ୍ତଙ୍କ ମୁହଁରେ କେବଳ ଗୋଟିଏ ନାମ ଅଛି, ତାହା ହେଉଛି ଲରେନ୍ସ ବିଷ୍ଣୋଇ। ବର୍ତ୍ତମାନ ଗୁଜୁରାଟର ସାବରମତି ଜେଲରେ...

ମୋଦିଙ୍କ ନିଦ ହଜାଇଲେ ଚିରାଗ ପାସଓ୍ବାନ, ୟୁପି ଉପନିର୍ବାଚନ ପୂର୍ବରୁ…

ନୂଆଦିଲ୍ଲୀ,୧୭।୧୦: ଲୋକ ଜନଶକ୍ତି ପାର୍ଟି ରାମ ଭିଲାସ ପାସୱାନ ଫୁଲପୁର ଏବଂ ମଞ୍ଝବା ଆସନରେ ପ୍ରାର୍ଥୀ ଦେବାକୁ ନିଷ୍ପତ୍ତି ନେଇଛି। ଉଭୟ ଆସନରେ ଖୁବ୍‌ଶୀଘ୍ର ଅନୁସୂଚିତ...

ଅଗରତାଲା-ଲୋକମାନ୍ୟ ତିଲକ ଟର୍ମିନସ ୮ ଡବା ଲାଇନଚ୍ୟୁତ, ହେଲ୍ପଲାଇନ ନମ୍ବର ଜାରି

ନୂଆଦିଲ୍ଲୀ,୧୭।୧୦: ଟ୍ରେନ ଦୁର୍ଘଟଣା ମାମଲା କ୍ରମାଗତ ଭାବେ ସାମ୍ନାକୁ ଆସୁଛି। ଏବେ ଡିବାଲେଙ୍ଗ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି ଯେତେବେଳେ ଅଗରତାଲା-ଲୋକମାନ୍ୟ ତିଲକ ଟର୍ମିନାସ ଡିରେଲ...

କାହିଁକି ୧୭ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସାଇନି? କାରଣ ବହୁତ ବଡ…

ଚଣ୍ଡିଗଡ଼,୧୭।୧୦: ଭାରତୀୟ ଜନତା ପାର୍ଟି (ଭାଜପା)ର ନେତା ନାୟାବ ସିଂ ସାଇନି କ୍ରମାଗତ ଦ୍ୱିତୀୟ ଥର ପାଇଁ ଗୁରୁବାର (୧୭ ଅକ୍ଟୋବର)ରେ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ...

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ...

କାନାଡ଼ାକୁ ମୁହେଁ ମୁହେଁ ଶୁଣାଇ ଦେଲା ଭାରତ: ପ୍ରମାଣ ଦିଅ ନଚେତ୍‌…

ନୂଆଦିଲ୍ଲୀ,୧୭।୧୦: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟାକୁ ନେଇ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିବୃତ୍ତି ବିରୋଧରେ ଭାରତ ଦୃଢ ବିରୋଧ କରିଥିଲା। ଟ୍ରୁଡୋ...

ଏନ୍‌କାଉଣ୍ଟର ପରେ ଏଡିଜି ଅମିତାଭ ୟଶଙ୍କର ପ୍ରଥମ ପ୍ରତିକ୍ରିୟା, କହିଲେ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ଏହି ନିର୍ଦ୍ଦେଶ

ନୂଏ,୧୭ା୧୦: ବାହରାଇଚରେ ହୋଇଥିବା ହିଂସା ସମୟରେ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ଅଭିଯୋଗ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ହିଂସା ଅଭିଯୋଗରେ ଉତ୍ତରପ୍ରଦେଶ ପୋଲିସ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri