Posted inଜାତୀୟ

ଭଗତ ସିଂହ କୋଶିୟାରୀଙ୍କ ସ୍ଥାନ ନେବେ କି କ୍ୟାପଟେନ୍‌ ଅମରିନ୍ଦର: କହିଲେ…

ମୁମ୍ବାଇ,୨।୨: ମହାରାଷ୍ଟ୍ରର ରାଜ୍ୟପାଳ କିଏ ହେବ ସେନେଇ କଳ୍ପନାଜଳ୍ପନା ମଧ୍ୟରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା କ୍ୟାପଟେନ ଅମରିନ୍ଦର ସିଂ ଗୁରୁବାର ନୀରବତା ଭାଙ୍ଗିଛନ୍ତି। ଅମରିନ୍ଦର ସିଂ କହିଛନ୍ତି, ମୁଁ ଏହା ବିଷୟରେ କିଛି ଜାଣି ନାହିଁ। ମୋତେ କୌଣସି ଯୋଗାଯୋଗ କରାଯାଇନାହିଁ। ଗଣମାଧ୍ୟମ ଜରିଆରେ ଏହି ବିଷୟରେ ଜାଣିବାକୁ ପାଇଛି ବୋଲି ଅମରିନ୍ଦର କହିଛନ୍ତି। ଗତ କିଛି ଦିନରୁ ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ, କ୍ୟାପଟେନ ମହାରାଷ୍ଟ୍ରର ବର୍ତ୍ତମାନର ରାଜ୍ୟପାଳ ଭଜତ ସିଂ କୋଶିୟାରୀଙ୍କ ସ୍ଥାନ ନେଇପାରନ୍ତି। ସୂଚନାଯୋଗ୍ୟ, ଛତ୍ରପତି ଶିବାଜୀ ମହାରାଜଙ୍କ ଉପରେ କୋଶିୟାରୀଙ୍କ ବିବାଦୀୟ ବୟାନ ପରେ ତାଙ୍କୁ ପଦରୁ ହଟାଇବାକୁ ଦାବି ଦିନକୁ ଦିନ ବଢ଼ୁଛି। ଇତିମଧ୍ୟରେ ଜାନୁଆରୀ ୨୩ରେ କୋଶିୟାରୀ ଏକ ବୟାନ ଜାରି କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ପଦବୀରୁ ମୁକ୍ତ କରନ୍ତୁ। ତାଙ୍କର ଏଭଳି ବୟାନ ପରେ ଚର୍ଚ୍ଚା ହେଉଛି ଯେ, ମହାରାଷ୍ଟ୍ରର ପରବର୍ତ୍ତୀ ରାଜ୍ୟପାଳ କିଏ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି...

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ...

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ କଶ୍ମୀର

ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ...

ମନମୋହନ ମୋର ବନ୍ଧୁ, ମାର୍ଗଦର୍ଶକ ଥିଲେ,ତାଙ୍କୁ ହରାଇବା ମୋର ବ୍ୟକ୍ତିଗତ କ୍ଷତି: ସୋନିଆ

ନୂଆଦିଲ୍ଲୀ,୨୭।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଶୁକ୍ରବାର ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ବସିଥିଲା। ଏଥିରେ ଏକ ସଂକଳ୍ପ ପାରିତ...

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍‌, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ...

‘ଅନ୍ତିମ ସଂସ୍କାର ସେହି ସ୍ଥାନରେ କର, ଯେଉଁଠି…’, କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୭।୧୨: ଶୁକ୍ରବାର କଂଗ୍ରେସ ମୁଖ୍ୟାଳୟରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସିପିପି ସଭାପତି ସୋନିଆ ଗାନ୍ଧୀ, ଲୋକସଭା ବିରୋଧୀ ଦଳର ନେତା ତଥା ସାଂସଦ ରାହୁଲ...

ନେହେରୁଙ୍କ ଠାରୁ ବାଜପେୟୀ ଯାଏ…ମୃତ୍ୟୁ ପରେ ଏହି ପ୍ରଧାନମନ୍ତ୍ରୀଙ୍କ ଏତେଦିନ ଯାଏ ରଖାଯାଇଛି ମୃତଦେହ

ନୂଆଦିଲ୍ଲୀ,୨୭।୧୨: ଡିସେମ୍ବର ୨୬ ଗୁରୁବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ତାଙ୍କର ମୃତଦେହ ଡିସେମ୍ବର ୨୮ ଶନିବାର ଦିନ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri