ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଜଳିଗଲା କାର

ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା) ଶହୀଦନଗର ଥାନା ଅନ୍ତର୍ଗତ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସର ପାଠାଗାର ସାମ୍ନାରେ ଥିବା କାର୍‌ ଜଳିଯାଇଛି। ଏହା ଦେଖି ଚାଳକ ସଙ୍ଗେ ସଙ୍ଗେ ଓହ୍ଲାଇପଡିବାରୁ ବଡ ଧରଣର ବିପଦରୁ ବର୍ତ୍ତିଯାଇଛନ୍ତି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ବ୍ୟାଟେରୀରୁ ଶର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବା ବେଳକୁ ଗାଡିଟି ସଂପର୍ଣ୍ଣ ପୋଡି ନଷ୍ଟ ହୋଇଯାଇଥିଲା। ଉକ୍ତ ଗାଡିଟିକୁ ଜଣେ ଛାତ୍ର ନେଇ ଆସିଥିଲେ। ତେବେ ଗାଡିଟି ହୁତୁହୁତୁ ହୋଇ ଜଳିବା ସହ ଶବ୍ଦ ହେବାରୁ ତାଙ୍କ ସହ ଛାତ୍ରୀଛାତ୍ର ଭୟଭୀତ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

ଶିବାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜି ମିଳିଲା…

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ ସାହାରା ସାଜିଥିଲେ ଆଶାକର୍ମୀ । ଆଜି ଶିବାନୀଙ୍କ ଘରେ ପହଞ୍ଚି ସରକାର ବଢ଼ାଇଲେ ସହାୟତାର ହାତ।...

ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା

ଭୁବନେଶ୍ୱର,୨୬ା୧୦: ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି।...

ରାଜ୍ୟପାଳଙ୍କୁ ମୁହାଁମୁହିଁ ଚେତାବନୀ: ରାଜନୀତିରୁ…

ଭୁବନେଶ୍ୱର,୨୬।୧୦: ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ସକ୍ରିୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଅଭିଯୋଗ କରିଛନ୍ତି। ସେ...

ଭୁବନେଶ୍ୱର ଏୟାରପୋର୍ଟରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୬।୧୦: ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ। ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ...

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି...

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri