ରାସ୍ତା କଡ଼ରେ ଛିଡା ହୋଇଥିବା କାରକୁ ପିଟିଲା କାର୍‌: ଦୁଇ ଯାତ୍ରୀ ଗୁରୁତର

ବାଲିଗୁଡ଼ା:୧୬।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ୫୯ ନମ୍ବର ଜାତୀୟ ରାଜପଥ ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ କାର୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ମରାମତି ପାଇଁ ରାସ୍ତା କଡ଼ରେ ଏକ କାର୍‌ ଛିଡା ହୋଇଥିଲା। ସେତିକିବେଳେ ଦ୍ରୁତ ଗିତିରେ ଆସୁଥିବା ଅନ୍ୟ ଏକ କାର ଭାରସାମ୍ୟ ହରାଇ ଛିଡା ହୋଇଥିବା କାରକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଚଳନ୍ତା କାରରେ ଥିବା ୩ଜଣ ଯାତ୍ରୀଙ୍କ ମଧ୍ୟରୁ ୨ଜଣ ଯାତ୍ରୀ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଆହତ ଦୁଇଜଣ ବାଲିଗୁଡ଼ାର ସ୍ବରାଜ ପ୍ରିତମ ପାଢ଼ୀ(ଗୁଡୁ)ଏବଂ ରିକି ବୋଲି ଜଣାପଡିଛି। ରିକିଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଫୁଲବାଣୀ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri