ପୋଲ ଉପରେ ଓଲଟି ପଡିଲା କାର୍‌: ଦମ୍ପତି ଗୁରୁତର

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ମଙ୍ଗଳବାର ଏକ କାର୍‌ ଓଲଟି ପଡ଼ିଛି। ଫଳରେ କାର୍‌ରେ ଥିବା ଦମ୍ପତି ଗୁରୁତର ହୋଇଛନ୍ତି। ଦମ୍ପତ୍ତି କେନ୍ଦୁଝରରୁ ପଶ୍ଚିମବଙ୍ଗ ଅଭିମୁଖେ କାର୍‌ରେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। କାର୍‌ର ପଛ ଚକ ଏକ୍ସେଲ ଭାଙ୍ଗି ଯିବାରୁ ଦୁର୍ଘଟଣା ହୋଇଥିବା କୁହାଯାଉଛି। ଗୁରୁତର ଦମ୍ପତ୍ତିଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାମାନଙ୍କ ବୌଦ୍ଧିକ ବିକାଶରେ ଜେଜେ ମା’-ବାପାଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ

କେସିଙ୍ଗା ତା୮.୧୦(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କେନ୍ଦୁପଡାସ୍ଥିତ ଦ୍ରୋଣାଚାର୍ଯ୍ୟ ସ୍କୁଲରେ ଅଧ୍ୟକ୍ଷା ଅର୍ଚ୍ଚନା ଅଗ୍ରୱାଲଙ୍କ ନେତୃତ୍ୱରେ ସ୍କୁଲର ସଭାଗୃହରେ ଜେଜେ ମା’-ଜେଜେ ବାପା...

ପୋଖରୀରୁ କୁନି ହାତୀ ଛୁଆର ମୃତଦେହ ଉଦ୍ଧାର କଲା ବନବିଭାଗ

ବାରିପଦା,୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ରେଂଜ ଅଞ୍ଚଳର ଏକ ପୋଖରୀ ଭିତରୁ ହାତୀ ଛୁଆର ମୃତଦେହକୁ ବନବିଭାଗ ଉଦ୍ଧାର କରିଛି। ତିନି-ଚାରି ଦିନ...

ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ

କେନ୍ଦୁଝର,୮।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପାଟଖଳି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଖାଦ୍ୟ ଅନ୍ବେଷଣରେ ଗ୍ରାମ ନିକଟକୁ...

କାତ୍ୟାୟନୀ ବେଶରେ ମା’ ସମଲେଶ୍ବରୀ: ଜାଣନ୍ତୁ କେମିତି ମାନସିକ ପୂରଣ ସହିତ ପାଇବେ ଶୁଭଫଳ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ମଙ୍ଗଳବାର ମା’ ସମଲେଶ୍ବରୀ କାତ୍ୟାୟନୀ ବେଶରେ ଦର୍ଶନ...

ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗ: ଆସିଲା ବଡ଼ ରାୟ

କଳାହାଣ୍ଡି,୮।୧୦: କଳାହାଣ୍ଡି ଜିଲା ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ଉପରେ ହାଇକୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ଖାଲି ପଡ଼ିଥିବା ସମିତି ସଭ୍ୟ...

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର,୮।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଗୋପିନାଥପୁର ଫାର୍ମ ସାହିରେ ୨୦୨୧ରେ ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜି ଜିଲା ଦୌରଜଜ ଅଶୋକ କୁମାର ପଣ୍ଡା ଦୋଷୀ...

ଜଙ୍ଗଲରୁ ମିଳିଲା ହାତୀର ମୃତଦେହ: ଗୋଟିଏ ଦାନ୍ତ କାଟି ନେଇଥିବା ସୂଚନା

ବଲାଙ୍ଗୀର,୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ...

ଝିଅମାନେ ଭଲ ପାଠ ପଢିଲେ କରିପାରିବେ ନିଜ ଭବିଷ୍ୟତ ନିର୍ଦ୍ଧାରଣ: ବେଟି ବଚାଓ, ବେଟି ପଢାଓକୁ ଗୁରୁତ୍ୱ

ଦାରିଙ୍ଗବାଡି, ୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନ୍ତର୍ଜାତୀୟ କନ୍ୟା ଦିବସ ପାଳିତ ହୋଇଯାଇଛି। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri