କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା?
ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ ଠେଲକୁଲି ଥାନାରେ  ଏକ କମ୍ପାନୀ କର୍ତ୍ତୃପକ୍ଷ ଏତଲା ଦିଆଯାଇଛି।
ଶୁକ୍ରବାର ବିସ୍ଥାପିତଙ୍କ ସମସ୍ୟାକୁ ନେଇ କମ୍ପାନୀ ଗେଟ ସମ୍ମୁଖରେ ଧାରଣା ଦେଇଥିଲେ ।
ଏହାକୁ ନେଇ ରବିବାର କମ୍ପାନୀ ପକ୍ଷରୁ ଠେଲକୁଲି ଥାନାରେ ମାମଲା ରୁଜୁ ହୋଇଛି। ଏହାକୁ ଆଧାର କରି ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ, ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ସମେତ ଅନ୍ୟ ୧୫ ଜଣଙ୍କ ନାମରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି …

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି...

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି...

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri