ହିନ୍ଦୁ ମୁସଲମାନ ମିଳିମିଶି ନିର୍ମାଣ କରନ୍ତୁ ମନ୍ଦିର-ମସଜିଦ
ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ୫ ଜଣିଆ ଖଣ୍ଡପୀଠ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଛନ୍ତି ତାହା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ରାୟକୁ ସବୁ ମହଲରୁ ସ୍ବାଗତ...