Advertisement

ଅଯୋଧ୍ୟା ରାୟ

ଶନିବାର ପୂର୍ବାହ୍ନ ୧୦.୩୦ରେ ଆସିବ ଅଯୋଧ୍ୟା ରାୟଶନିବାର ପୂର୍ବାହ୍ନ ୧୦.୩୦ରେ ଆସିବ ଅଯୋଧ୍ୟା ରାୟ

ଶନିବାର ପୂର୍ବାହ୍ନ ୧୦.୩୦ରେ ଆସିବ ଅଯୋଧ୍ୟା ରାୟ

ଅଯୋଧ୍ୟା/ନୂଆଦିଲ୍ଲୀ,୮।୧୧(ପି.ଟି.): ବହୁଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲା ରାୟ ଶନିବାର ପୂର୍ବାହ୍ନ ୧୦.୩୦ରେ ପ୍ରକାଶ ପାଇପାରେ। ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ ପୂର୍ବରୁ ମନ୍ଦିର…

5 years ago
ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍‌ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର ପ୍ରଦେଶ…

5 years ago
ଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇ

ଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇ

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କୁ ଶୁକ୍ରବାର ଭେଟିବାର…

5 years ago
ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଦେଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ିଅଯୋଧ୍ୟା ରାୟ ଆସିବା ପୂର୍ବରୁ ଦେଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଦେଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଅଯୋଧ୍ୟା,୮।୧୧: ଆସନ୍ତା ସପ୍ତାହରେ ରାମଜନ୍ମଭୂମି-ବାବ୍ରି ମସଜିଦ ରାୟ ଆସିବ। ଏହା ପୂର୍ବରୁ ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ସୁରକ୍ଷା ବ୍ୟବସ୍ଥା…

5 years ago
ରାୟ ପୂର୍ବରୁ ଆକ୍ରମଣ ଆଶଙ୍କା:ଅଯୋଧ୍ୟାରେ ପୋଲିସ ଛାଉଣୀରାୟ ପୂର୍ବରୁ ଆକ୍ରମଣ ଆଶଙ୍କା:ଅଯୋଧ୍ୟାରେ ପୋଲିସ ଛାଉଣୀ

ରାୟ ପୂର୍ବରୁ ଆକ୍ରମଣ ଆଶଙ୍କା:ଅଯୋଧ୍ୟାରେ ପୋଲିସ ଛାଉଣୀ

ଅଯୋଧ୍ୟା/ନୂଆଦିଲ୍ଲୀ,୮-୧୧(ପି.ଟି./ଆଇଏଏନ୍‌ଏସ୍‌):ଅଯୋଧ୍ୟା ମାମଲାର ବହୁ ପ୍ରତୀକ୍ଷିତ ରାୟ ଆସନ୍ତା ସପ୍ତାହରେ ପ୍ରକାଶ ପାଇବାକୁ ଥିବାବେଳେ ରାମଙ୍କ ଜନ୍ମଭୂମିରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସୃଷ୍ଟି ହୋଇଛି। ଏନେଇ ଗୋଇନ୍ଦା ସୂଚନା…

5 years ago
ଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥାଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ଅଯୋଧ୍ୟା ପ୍ରଶାସନ ପକ୍ଷରୁ ଗୁରୁବାର ସହରରେ ହାଇ ଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ…

5 years ago
ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ

ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍‌ଏସ୍‌ଏସ୍‌), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର ସହଯୋଗୀ…

5 years ago
ଅଯୋଧ୍ୟା ରାୟ ପୂର୍ବରୁ ପୋଲିସ ଆଲର୍ଟ: କଲେଜରେ ତିଆରି ହେଲା ୮ ଅସ୍ଥାୟୀ ଜେଲ୍‌ଅଯୋଧ୍ୟା ରାୟ ପୂର୍ବରୁ ପୋଲିସ ଆଲର୍ଟ: କଲେଜରେ ତିଆରି ହେଲା ୮ ଅସ୍ଥାୟୀ ଜେଲ୍‌

ଅଯୋଧ୍ୟା ରାୟ ପୂର୍ବରୁ ପୋଲିସ ଆଲର୍ଟ: କଲେଜରେ ତିଆରି ହେଲା ୮ ଅସ୍ଥାୟୀ ଜେଲ୍‌

ଲକ୍ଷ୍ନୌ,୭।୧୧: ଅଯୋଧ୍ୟା ରାୟ ପୂର୍ବରୁ ସୁରକ୍ଷା ଦୃଷ୍ଟିରୁ ଉତ୍ତରପ୍ରଦେଶ ପୋଲିସ ବିଭାଗ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ଲାଗି ଆମ୍ବେଡ଼କର ନଗରର…

5 years ago
ଅଯୋଧ୍ୟା ରାୟ ପୂର୍ବରୁ ୟୁପିକୁ ସତର୍କ କରାଇଲା କେନ୍ଦ୍ରଅଯୋଧ୍ୟା ରାୟ ପୂର୍ବରୁ ୟୁପିକୁ ସତର୍କ କରାଇଲା କେନ୍ଦ୍ର

ଅଯୋଧ୍ୟା ରାୟ ପୂର୍ବରୁ ୟୁପିକୁ ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ଆସନ୍ତା ସପ୍ତାହରେ ବହୁପ୍ରତୀକ୍ଷିତ ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ପ୍ରକାଶ ପାଇବା ଆଶା କରାଯାଉଥିଲାବେଳେ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…

5 years ago
ଅଯୋଧ୍ୟା ରାୟ ପୂର୍ବରୁ ଭାଗଓ୍ବତଙ୍କୁ ଭେଟିବେ ମଦନି: ୨ ଦିନ ପରେ ହୋଇପାରେ ମିଳିତ ଖବରଦାତା ସମ୍ମିଳନୀ !ଅଯୋଧ୍ୟା ରାୟ ପୂର୍ବରୁ ଭାଗଓ୍ବତଙ୍କୁ ଭେଟିବେ ମଦନି: ୨ ଦିନ ପରେ ହୋଇପାରେ ମିଳିତ ଖବରଦାତା ସମ୍ମିଳନୀ !

ଅଯୋଧ୍ୟା ରାୟ ପୂର୍ବରୁ ଭାଗଓ୍ବତଙ୍କୁ ଭେଟିବେ ମଦନି: ୨ ଦିନ ପରେ ହୋଇପାରେ ମିଳିତ ଖବରଦାତା ସମ୍ମିଳନୀ !

ନୂଆଦିଲ୍ଲୀ,୬।୧୧: ଅଯୋଧ୍ୟା ରାୟ ପୂର୍ବରୁ ଉତ୍ତର ପ୍ରଦେଶର ସମସ୍ତ ଜିଲାରେ ୧୪୪ ଜାରି କରାଯାଇଛି। ରାୟକୁ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଏପରିସ୍ଥଳେ ଆର୍‌ଏସ୍‌ଏସ୍‌…

5 years ago