ବାଣିଜ୍ୟ

ସବ୍‌ସିଡି ବିଲ୍‌ ୩.୦୧ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ଖାଦ୍ୟ ସାମଗ୍ରୀ, ସାର ଏବଂ ତୈଳ ବାବଦରେ ସରକାର ୨୦୧୯-୨୦ ଆର୍ଥତ୍କ ବର୍ଷରେ ସବସିଡି ବାବଦକୁ ୩.୦୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରିବେ। ଚଳିତ…

5 years ago

ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ୩.୩

ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷ ଲାଗି ବିୀିୟ ନିଅଣ୍ଟ ଲକ୍ଷ୍ୟକୁ ହ୍ରାସ କରାଯାଇଯାଇ ୩.୩ କରାଯାଇଛି। ଏହା ପୂର୍ବ ଆର୍ଥତ୍କ ବର୍ଷରେ ୩.୪% ରହିଥିଲା। ୨୦୧୯-୨୦ ଆର୍ଥତ୍କ…

5 years ago

ଡିଜିଟାଲ ପେମେଣ୍ଟ ବୃଦ୍ଧି ଲାଗି ପଦକ୍ଷେପ

ନୂଆଦିଲ୍ଲୀ,୬-୭: କ୍ୟାଶଲେସ ନେଣଦେଣକୁ ବଢାଇବା ଲାଗି ସରକାର ବଜେଟରେ ପଦକ୍ଷେପ ସମ୍ପର୍କରେ ଘୋଷଣା କରିଛନ୍ତି। ଏଥି ଅନ୍ତର୍ଗତ ଯେଉଁ କମ୍ପାନୀଗୁଡିକର ବାର୍ଷିକ କାରବାର ୫୦ କୋଟି ଟଙ୍କା…

5 years ago

ନିବେଶକ ହରାଇଲେ ୨.୨୨ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ସରକାରଙ୍କ ବଜେଟ ଘୋଷଣା ଦେଶର ପୁଞ୍ଜି ବଜାର ଉପରେ ପ୍ରଭାବ ପକାଇଛି। ଶୁକ୍ରବାର ବଜେଟ ଘୋଷଣା ପରେ ବମ୍ବେ ଷ୍ଟକ ବଜାରରେ ସୂଚକାଙ୍କ ୩୯୫ ପଏଣ୍ଟ…

5 years ago

ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ମିଳିବ ୭୦,୦୦୦ କୋଟି

ନୂଆଦିଲ୍ଲୀ,୬-୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ୭୦,୦୦୦ କୋଟି ଟଙ୍କାର ପୁଞ୍ଜି ସହାୟତା ପ୍ରଦାନ କରିବାକୁ ସରକାର ବଜେଟରେ ପ୍ରସ୍ତାବ ଦେଇଛନ୍ତି। ଏହା ବ୍ୟାଙ୍କଗୁଡିକୁ ସଶକ୍ତ କରିବା ଦିଗରେ ସହାୟକ…

5 years ago

ମିଡିଆ,ବିମାନ ଚଳାଚଳ, ବୀମା, ଏକକ ବ୍ରାଣ୍ଡ ରିଟେଲରେ ଏଫ୍‌ଡିଆଇ କୋହଳ ପ୍ରସ୍ତାବ

ନୂଆଦିଲ୍ଲୀ,୬-୭: ମିଡିଆ, ବିମାନ ଚଳାଚଳ, ବୀମା ଏବଂ ଏକକ ବ୍ରାଣ୍ଡ ରିଟେଲ୍‌ କ୍ଷେତ୍ରରେ ଏଫ୍‌ଡିଆଇ ନିୟମ କୋହଳ କରିବାକୁ ବଜେଟରେ ପ୍ରସ୍ତାବ ଦିଆଯାଇଛି। ଏହି କ୍ଷେତ୍ରଗୁଡିକରେ ଅଧିକ…

5 years ago

ଷ୍ଟାର୍ଟଅପ୍‌ଗୁଡିକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୬-୭: ଦେଶ ମଧ୍ୟରେ ଷ୍ଟାର୍ଟଅପଗୁଡିକୁ ସରକାର ପ୍ରୋତ୍ସାହିତ କରିବେ ବୋଲି ବଜେଟରେ ଘୋଷଣା କରିଛନ୍ତି। ଏଥି ଲାଗି ବିଭିନ୍ନ ପ୍ରୋତ୍ସାହନ ଯୋଜନା ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି।…

5 years ago

ଚଳିତ ବର୍ଷ ୩ ଟ୍ରିଲିୟନ ଡଲାର ଛୁଇଁବ ଅର୍ଥନୀତି

ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷରେ ଦେଶର ଅର୍ଥନୀତି ୩ ଟ୍ରିଲିୟନ ଡଲାର ଛୁଇଁବ। ଆଗାମୀ ଦିନରେ ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାର ବିଶିଷ୍ଟ କରିବା…

5 years ago

ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ୧.୦୫ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହା ଅନ୍ତରୀଣ ବଜେଟରେ ୯୦,୦୦୦ କୋଟି ଟଙ୍କା…

5 years ago

ରେଳ ଭିତ୍ତିଭୂମି ବିକାଶ ଉପରେ ଫୋକସ

ନୂଆଦିଲ୍ଲୀ,୬-୭: ବଜେଟରେ କେନ୍ଦ୍ର ସରକାର ରେଳ ଭିତ୍ତିଭୂମି ବିକାଶ ଉପରେ ଫୋକସ ରଖିଛନ୍ତି। ୨୦୧୮ରୁ ୨୦୩୦ ସୁଦ୍ଧା ଦେଶର ରେଳ ଭିତ୍ତିଭୂମିରେ ୫୦ ଲକ୍ଷ କୋଟି ଟଙ୍କାର…

5 years ago