ବାଣିଜ୍ୟ

ଡିଜିଟାଲ ଟ୍ୟାକ୍ସ ବ୍ୟବସ୍ଥା ଲାଗି ଜି-୨୦ ଦେଶ ରାଜି

ଟୋକିଓ,୯-୬: ମଲ୍ଟିନ୍ୟାଶନାଲ ଟେକ୍ନୋଲୋଜି କମ୍ପାନୀଗୁଡ଼ିକ ପାଇଁ ଜି-୨୦ ଦେଶ ସମୂହର ଅର୍ଥମନ୍ତ୍ରୀମାନେ ଡିଜିଟାଲ ଟ୍ୟାକ୍ସ ବ୍ୟବସ୍ଥା ଆରମ୍ଭ କରିବା ଲାଗି ଶନିବାର ସହମତ ହୋଇଛନ୍ତି। ଆସନ୍ତା ବର୍ଷ…

5 years ago

ଅଣପାରମ୍ପରିକ ମାଧ୍ୟମରେ ତେଲ ବିକୁଛି ଇରାନ

ତେହରାନ,୯-୬: ଆମେରିକା ପକ୍ଷରୁ ଆର୍ଥିକ କଟକଣା ଲାଗୁ କରାଯାଇଥିବା ବେଳେ ଇରାନ ଏହାର ଗଳାବାଟ ବାହାର କରି ଅଶୋଧିତ ତେଲ ବିକୁଛି ବୋଲି କହିଛି। ଦେଶର ତୈଳ…

5 years ago

୧୦ରୁ ଏଚ୍‌-୧ବି ଭିଜାର ପ୍ରିମିୟମ ପ୍ରୋସେସିଂ

ନୂଆଦିଲ୍ଲୀ,୯-୬: ଆମେରିକା ନାଗରିକତା ଏବଂ ଆପ୍ରବାସନ ସେବା(ୟୁଏସ୍‌ସିଆଇଏସ୍‌) ଆସନ୍ତା ୧୦ରୁ ଅବଶିଷ୍ଟ ଏଚ୍‌-୧ବି ଭିଜା ଆବେଦନରୁ ପ୍ରିମିୟମ ପ୍ରୋସେସିଂ ଆରମ୍ଭ କରିବ। ଏ ସମ୍ପର୍କରେ ଶୁକ୍ରବାର ବିଳମ୍ବିତ…

5 years ago

୨୦୧୭ ତୁଳନାରେ କମ୍‌ ହୋଇଛି ୫୯୭ ଏଟିଏମ୍‌

ମୁମ୍ବାଇ,୯-୬: ଦେଶରେ ଏଟିଏମ୍‌ ସଂଖ୍ୟା ୨୦୧୭ ତୁଳନାରେ ୨୦୧୯ରେ କମିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ରିପୋର୍ଟରେ ପ୍ରକାଶ କରାଯାଇଛି। ୨୦୧୯ରେ ଏହି ସଂଖ୍ୟା ୫୯୭ କମିଛି…

5 years ago

ବିମାନ ଯାତ୍ରା ହେବ ମହଙ୍ଗା; ଆଦାୟ ହେବ ଏଭିଏଶନ ସିକ୍ୟୁରିଟି ଫି

ନୂଆଦିଲ୍ଲୀ,୯-୬: ବିମାନ ଯାତ୍ରା ପୁନର୍ବାର ମହଙ୍ଗା ହେବାକୁ ଯାଉଛି। କେନ୍ଦ୍ର ସରକାର ଏଭିଏଶନ ସିକ୍ୟୁରିଟି ଫି(ଏଏସ୍‌ଏଫ୍‌) ଆଦାୟ କରିବାକୁ ଅନୁମତି ଦେଇଛନ୍ତି। ଏବେ ବିମାନ ଯାତ୍ରୀଙ୍କୁ ପାସେଞ୍ଜର…

5 years ago

ରେଲଓ୍ବେ ଇତିହାସରେ ନୂଆ;ଚଳନ୍ତା ଟ୍ରେନରେ ମିଳିବ ମାଲିସର ମଜା

ନୂଆଦିଲ୍ଲୀ,୯-୬: ଆଗାମୀ ଦିନରେ ଚଳନ୍ତା ଟ୍ରେନରେ ଯାତ୍ରୀ ମାଲିସର ମଜା ନେଇପାରିବେ। ଭାରତୀୟ ରେଳ ଇତିହାସରେ ପ୍ରଥମଥର ଏଭଳି ପଦକ୍ଷେପ ନିଆଯିବ। ଜଣେ ବରିଷ୍ଠ ଅଧିକାରୀ ଶନିବାର…

5 years ago

ଶ୍ୟାମ ସୁନ୍ଦର ନାରଙ୍ଗ ଆଇଓବିର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୮-୬: ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଭୁବନେଶ୍ୱରସ୍ଥିତ କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ୟାମ ସୁନ୍ଦର ନାରଙ୍ଗ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ…

5 years ago

ସୁଜୁକିର ନୂଆ ଜିକ୍ସର ଏସ୍‌ଏଫ୍‌ ୨୫୦, ଜିକ୍ସର ଏସ୍‌ଏଫ୍‌

ନୂଆଦିଲ୍ଲୀ,୮-୬: ସୁଜୁକି ମୋଟର ସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ(ଏସ୍‌ଏମ୍‌ଆଇପିଏଲ) ପକ୍ଷରୁ ନୂଆ ଜିକ୍ସର ଏସ୍‌ଏଫ୍‌ ୨୫୦ ଏବଂ ଜିକ୍ସର ଏସ୍‌ଏଫ୍‌ ମଡେଲ ଓଡ଼ିଶା ବଜାରରେ ପ୍ରବେଶ କରିଛି।…

5 years ago

ରିଲିଫ ପାଣ୍ଠିକୁ ଓରିଏଣ୍ଟାଲ ଇନସ୍ୟୁରାନ୍ସର ୧ କୋଟି

ନୂଆଦିଲ୍ଲୀ,୮-୬: ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ଓରିଏଣ୍ଟାଲ ଇନସ୍ୟୁରାନ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା…

5 years ago

ରେଳ ସପ୍ତାହ ବାର୍ଷିକ ପୁରସ୍କାର ପ୍ରଦାନ;ଖୋର୍ଦ୍ଧା ରେଳ ମଣ୍ଡଳକୁ ସାମଗ୍ରିକ ଦକ୍ଷତା ସିଲ୍‌ଡ

ଭୁବନେଶ୍ୱର,୮-୬: ପୂର୍ବତଟ ରେଳପଥ ପକ୍ଷରୁ ୬୪ତମ ରେଳ ସପ୍ତାହ ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ଏଥିରେ ମୁଖ୍ୟ…

5 years ago