ବାଣିଜ୍ୟ

ସଂଶୋଧିତ ଏନ୍‌ପିଏ ସର୍କୁଲାର ଜାରି

ମୁମ୍ବାଇ,୮-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଶୁକ୍ରବାର ସଂଶୋଧିତ ଏନ୍‌ପିଏ ସର୍କୁଲାର ଜାରି କରିଛି। ୨୦୦୦ କୋଟି ଅଥବା ଏହାଠାରୁ ଊର୍ଦ୍ଧ୍ୱ ଟଙ୍କାର ବକେୟା ଋଣ ଫେରସ୍ତ ଦେବାରେ…

5 years ago

ଆମେରିକାର ୮୦ ଧନୀ ମହିଳାଙ୍କ ମଧ୍ୟରେ ୩ ଭାରତୀୟ

ନ୍ୟୁୟର୍କ,୮।୬: ନିଜର ଦକ୍ଷତା ବଳରେ ସଫଳତା ହାସଲ କରିଥିବା ୮୦ ସବୁଠାରୁ ଧନୀ ମହିଳାଙ୍କ ମଧ୍ୟରେ ୩ ଜଣ ପ୍ରବାସୀ ଭାରତୀୟ ରହିଛନ୍ତି। ଫୋବର୍‌ସ ପକ୍ଷରୁ ଆମେରିକାର…

5 years ago

ଭିଡିଓକନ ଋଣ ମାମଲା;ଚନ୍ଦାଙ୍କୁ ନୋଟିସ

ନୂଆଦିଲ୍ଲୀ,୮-୬: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୧୮୭୫ କୋଟି ଟଙ୍କାର ଭିଡିଓକନ ଋଣ ମାମଲାରେ ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ଏମ୍‌ଡି ତଥା ସିଇଓ ଚନ୍ଦା କୋଚ୍ଚରଙ୍କୁ ପୁନର୍ବାର ଜେରା କରିବ।…

5 years ago

ଅଗଷ୍ଟରୁ ଅନ୍‌ଲାଇନରେ କିଣି ହେବ ବିଦେଶୀ ମୁଦ୍ରା

ନୂଆଦିଲ୍ଲୀ,୮-୬: ବିଦେଶ ଯିବାକୁ ଥିବା ବ୍ୟକ୍ତିବିଶେଷ ଅଥବା କ୍ଷୁଦ୍ର ବ୍ୟବସାୟୀ ଅଗଷ୍ଟରୁ ଅନ୍‌ଲାଇନରେ ବିଦେଶୀ ମୁଦ୍ରା କିଣିପାରିବେ। ଏଥିଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ଏକ ପ୍ଲାଟଫର୍ମ…

5 years ago

ଜିଏସ୍‌ପି ଉପରେ ଭାରତ ନିର୍ଭଳଶୀଳ ନୁହେଁ:ଗୋୟଲ

ନୂଆଦିଲ୍ଲୀ,୮-୬: ଆମେରିକାର ଜେନେରାଲାଇଜଡ ସିଷ୍ଟମ ଅଫ୍‌ ପ୍ରିଫରେନ୍ସେଜ(ଜିଏସ୍‌ପି) ପ୍ରତି ଭାରତ ବ୍ୟାକୁଳ କି ନିର୍ଭରଶୀଳ ନୁହେଁ। ଏହା ନିଜର ରପ୍ତାନିକୁ ପ୍ରତିଯୋଗିତାମୂଳକ କରିବାକୁ ସକ୍ଷମ ବୋଲି ବାଣିଜ୍ୟ…

5 years ago

ବିକ୍ରି ହେବ ୫୦ ରାଷ୍ଟ୍ରାୟତ୍ତ ସମ୍ପତ୍ତି

ନୂଆଦିଲ୍ଲୀ,୮-୬: ଏନ୍‌ଟିପିସି, ସିମେଣ୍ଟ କର୍ପୋରେଶନ ଅଫ୍‌ ଇଣ୍ଡିଆ, ଭାରତ ଆର୍ଥ ମୁଭର୍ସ ଏବଂ ସେଲ୍‌ ସହିତ ରାଷ୍ଟ୍ରାୟତ୍ତ କମ୍ପାନୀର ୫୦ ଜମି ଏବଂ ଇଣ୍ଡଷ୍ଟ୍ରିଆଲ ପ୍ଲାଣ୍ଟ ସବୁକୁ…

5 years ago

ଫନୀ ପ୍ରଭାବିତଙ୍କୁ ଏସ୍‌ବିଆଇ ଦେଲା ୧୨୦ କୋଟି ଟଙ୍କାର ଋଣ

ଭୁବନେଶ୍ୱର,୭-୬: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ରାଜ୍ୟର ଫନୀ ପ୍ରଭାବିତଙ୍କୁ ବର୍ତ୍ତମାନ ସୁଦ୍ଧା ୧୨୦ କୋଟି ଟଙ୍କାର ଋଣ ପ୍ରଦାନ କରିଛି। ଏହି ଋଣ ମଧ୍ୟରେ…

5 years ago

ଟାଟା ମୋଟର୍ସର ପିୟୁସି ଚେକ୍‌ ଅପ୍‌ କ୍ୟାମ୍ପ

ଭୁବନେଶ୍ୱର,୭-୬: ଟାଟା ମୋଟର୍ସ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ପିୟୁସି ଚେକ୍‌ ଅପ୍‌ କ୍ୟାମ୍ପ ଆୟୋଜନ କରାଯାଇଛି। ସବୁଜ ଏବଂ ସ୍ବଚ୍ଛ ପରିବେଶ ଉପରେ…

5 years ago

ନାଲ୍‌କୋ ପକ୍ଷରୁ ବିଶ୍ୱ ପରିବେଶ ଦିବସ

ଭୁବନେଶ୍ୱର,୭-୬: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ) ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ କମ୍ପାନୀ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଏହାର…

5 years ago

ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ୫.୫ କୋଟି ବାତ୍ୟା ସହାୟତା

ଭୁବନେଶ୍ୱର,୭-୬: ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୫.୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବ୍ୟାଙ୍କର ଏମ୍‌ଡି ତଥା ସିଇଓ ସି.ଏଚ୍‌.ଏସ୍‌ .ଏସ୍‌.…

5 years ago