ବାଣିଜ୍ୟ

ଦୋକାନୀ ବ୍ୟବହାର କରିପାରିବେ ଲାପ୍‌ଟପ୍‌, କମ୍ପ୍ୟୁଟର

ସରକାର ଖୁଚୁରା ସାର ବିକ୍ରେତାଙ୍କ କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା ପାଇଁ ପିଓଏସ୍‌ ମେଶିନ ସହିତ ଡେସ୍କଟପ୍‌ କମ୍ପ୍ୟୁଟର ଓ ଲାପ୍‌ଟପ୍‌ ବ୍ୟବହାର କରିବାକୁ ଅନୁମତି ଦେବେ। ବର୍ତ୍ତମାନ…

5 years ago

ଆର୍‌ଟିଜିଏସ୍‌,ଏନ୍‌ଇଏଫ୍‌ଟିରେ ଲାଗିବନି ଚାର୍ଜ:ଗ୍ରାହକଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୭-୬: ରିଜଭର୍ର୍ ବ୍ୟାଙ୍କ ଅନ୍‌ଲାଇନରେ ଟ୍ରାଞ୍ଜାକଶନ୍‌ କରୁଥିବା ଗ୍ରାହକଙ୍କୁ ଆଶ୍ୱସ୍ତ କରି ଆର୍‌ଟିଜିଏସ୍‌ ଓ ଏନ୍‌ଇଏଫ୍‌ଟି ଉପରେ ଲାଗୁଥିବା ଶୁଳ୍କ ବା ଚାର୍ଜକୁ ପ୍ରତ୍ୟାହାର କରିନେଇଛି। ଡିଜିଟାଲ…

5 years ago

ବିଶ୍ୱକପ୍‌ ଦେଖିବା ଲାଗି ଜିଓର ଧମାକାଦାର ଅଫର୍‌: ସବୁ ମ୍ୟାଚ୍‌ର ସିଧା ପ୍ରସାରଣ ମାଗଣା

ନୂଆଦିଲ୍ଲୀ,୬।୬: କ୍ରିକେଟ୍‌ ମ୍ୟାଚ୍‌ ଲାଇଭ୍‌ ଦେଖିବାରେ ଜିଓ ସବୁଠାରୁ ଗ୍ରହଣୀୟ ସେବା ଭାବେ ପରିଗଣିତ ହୋଇଆସୁଛି। ବିଗତ ଆଇପିଏଲ୍‌ ଏବଂ ବିସିସିଆଇ ଦ୍ୱାରା ଆୟୋଜିତ ଇଣ୍ଡିଆ ସିରିଜ୍‌ରେ…

5 years ago

ପାକ୍‌ ବାୟୁସୀମା ଦେଇ ଭାରତ ଆସିଲା ଇଣ୍ଡିଗୋ ବିମାନ

ନୂଆଦିଲ୍ଲୀ,୬-୬: ପାକିସ୍ତାନ ଏହାର ବାୟୁସୀମାରୁ କଟକଣା ପ୍ରତ୍ୟାହାର କରିନେବା ପରେ ଭାରତୀୟ ଘରୋଇ ବିମାନ ଇଣ୍ଡିଗୋର ପ୍ରଥମ ବିମାନ ସୁରକ୍ଷିତ ଭାବେ ଭାରତରେ ପହଞ୍ଚତ୍ଛି। ପାକିସ୍ତାନ ଅହମ୍ମଦାବାଦ…

5 years ago

ଭାରତର ୭.୫%ବିକାଶ ହାରରେ ବିଶ୍ୱବ୍ୟାଙ୍କ କାଏମ

ନୂଆଦିଲ୍ଲୀ,୬-୬: ଭାରତର ଆର୍ଥିକ ଅଭିବୃଦ୍ଧି ହାର ଚଳିତ ଆର୍ଥିକ ବର୍ଷରେ ୭.୫% ରହିବ ବୋଲି ବିଶ୍ୱ ବ୍ୟାଙ୍କ ନିଜର ପୂର୍ବାନୁମାନରେ ଏବେ ସୁଦ୍ଧା କାଏମ ରହିଛି। ଆସନ୍ତା…

5 years ago

ଗଡ଼କରୀଙ୍କ ୧୫ ଲକ୍ଷ କୋଟିର ନିବେଶ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ

ନୂଆଦିଲ୍ଲୀ,୬-୬: କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କରୀ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଦାୟିତ୍ୱ ସମ୍ଭାଳିବା ପରେ ଆସନ୍ତା ୫ ବର୍ଷ ପାଇଁ ଆର୍ଥିକ ବିକାଶରେ ସଡ଼କ ପରିବହନ…

5 years ago

ଅନ୍ତରୀଣ ବଜେଟ ଆବଣ୍ଟନ ରହିପାରେ ଜାରି

ନୂଆଦିଲ୍ଲୀ,୬-୬: ଚଳିତ ବର୍ଷ ଫେବୃୟାରୀ ପହିଲାରେ ଉପସ୍ଥାପିତ ଅନ୍ତରୀଣ ବଜେଟରେ ଦିଆଯାଇଥିବା ଆବଣ୍ଟନକୁ ଚଳିତ ଆର୍ଥିକ ବର୍ଷ ଲାଗି ଜାରି ରଖିବାକୁ ଅର୍ଥ ମନ୍ତ୍ରଣାଳୟ ସଙ୍କେତ ଦେଇଛି।…

5 years ago

ଜି-୨୦ ଅର୍ଥମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୬-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜି-୨୦ ଦେଶର ଅର୍ଥମନ୍ତ୍ରୀ ତଥା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ସମ୍ମିଳନୀରେ ଯୋଗ ଦେବେ। ଜାପାନରେ ଆସନ୍ତା ୮ରୁ ଦ୍ୱିଦିବସୀୟ ସମ୍ମିଳନୀ ଅନୁଷ୍ଠିତ…

5 years ago

ମେ’ରେ ସର୍ଭିସ ସେକ୍ଟର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୬-୬: ଦେଶର ସେବା କ୍ଷେତ୍ର ଗତିବିଧି ବୃଦ୍ଧି ହାର ମେ’ର ଏକ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ସାଧାରଣ ନିର୍ବାଚନ ଯୋଗୁ ଏହା ପ୍ରଭାବିତ ହୋଇଛି ବୋଲି…

5 years ago

ପିଚାଇ, ଫ୍ରିଡ଼୍‌ମ୍ୟାନଙ୍କୁ ଗ୍ଲୋବାଲ ଲିଡରସିପ୍‌ ପୁରସ୍କାର

ଓ୍ବାଶିଂଟନ,୬-୬: ଗୁଗଲ ସିଇଓ ସୁନ୍ଦର ପିଚାଇ(୪୬) ଏବଂ ଆମେରିକା ଷ୍ଟକ୍‌ ଏକ୍ସଚେଞ୍ଜ ନ୍ୟାସ୍‌ଡ୍ୟାକ୍‌ ପ୍ରେସିଡେଣ୍ଟ ଆଡେନା ଫ୍ରିଡ୍‌ମ୍ୟାନଙ୍କୁ ଚଳିତ ବର୍ଷ ଲାଗି ଗ୍ଲୋବାଲ ଲିଡରସିପ୍‌ ପୁରସ୍କାର ମିଳିବ।…

5 years ago