ବାଣିଜ୍ୟ

ଡେଲ୍‌,ଜିପ୍‌,ଏଲ୍‌ଆଇସି ଦେଶର ଭରସାଯୁକ୍ତ ବ୍ରାଣ୍ଡ

ନୂଆଦିଲ୍ଲୀ,୫-୬: ଲାପ୍‌ଟପ୍‌ କମ୍ପାନୀ ଡେଲ୍‌ ଭାରତର ସବୁଠାରୁ ଭରସାଯୋଗ୍ୟ ବ୍ରାଣ୍ଡ। ଏହାପରେ ଗାଡ଼ି କମ୍ପାନୀ ଜୀପ ଓ ବୀମା କ୍ଷେତ୍ରର ଶୀର୍ଷ କମ୍ପାନୀ ଏଲ୍‌ଆଇସି ରହିଛି। ଟିଆର୍‌ଏର…

5 years ago

ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଳିବ ୪୦ହଜାର କୋଟି

ନୂଆଦିଲ୍ଲୀ,୫-୬: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୪୦ ହଜାର କୋଟି ଟଙ୍କା ପୁନଃପୁଞ୍ଜିକରଣ ବାବଦରେ ଦେଇପାରେ। ଋଣ ବିତରଣକୁ ଅଧିକ ସୁଦୃଢ…

5 years ago

ଜେଟ୍‌ ବନ୍ଦ ହେବା ଲାଗି ସରକାର ଦାୟୀ : ସ୍ପାଇସ୍‌ଜେଟ ଅଧ୍ୟକ୍ଷ

ନୂଆଦିଲ୍ଲୀ,୫-୬: ଘରୋଇ ଏୟାରଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅଚାନକ ବନ୍ଦ ହୋଇଯିବାକୁ ନେଇ ସ୍ପାଇସ୍‌ଜେଟ୍‌ ଅଧ୍ୟକ୍ଷ ଅଜୟ ସିଂ ମୁହଁ ଖୋଲିଛନ୍ତି। ଜେଟ୍‌ ବନ୍ଦ ହୋଇଯିବା ସମସ୍ତଙ୍କ…

5 years ago

ବଜେଟ ପ୍ରସ୍ତୁତି କାମ ଆରମ୍ଭ;୧୦ରୁ ଅର୍ଥମନ୍ତ୍ରଣାଳୟରେ ବାହ୍ୟ ପ୍ରବେଶ ବନ୍ଦ

ନୂଆଦିଲ୍ଲୀ,୫-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଜୁଲାଇ ୫ରେ ଉପସ୍ଥାପିତ ହେବାକୁ ଯାଉଛି। ଏଭଳି ସ୍ଥିତିରେ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସୋମବାରଠାରୁ…

5 years ago

ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୫-୬: ବୁଧବାର ଇଦଉଲଫିତର ପଡୁ ଥିବାରୁ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦଶ, ଚଣ୍ଡୀଗଡ, ଦିଲ୍ଲୀ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପୁଡୁଚେରୀ, ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା,ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ…

5 years ago

ଫିନୋଲେକ୍ସ ପକ୍ଷରୁ ଫନୀ ସହାୟତା

ଭୁବନେଶ୍ୱର,୪-୬: ଭାରତର ସର୍ବବୃହତ୍‌ ପିଭିସି ପାଇପ୍ସ ଏବଂ ଫିଟିଂ ନିର୍ମାଣକାରୀ କମ୍ପାନୀ ଫିନୋଲେକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ସହାୟତା ଯୋଗାଇ ଦିଆଯାଇଛି। କମ୍ପାନୀ…

5 years ago

ଆର୍‌ବିଆଇର ଆର୍ଥତ୍କ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୪-୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଆର୍ଥତ୍କ ସାକ୍ଷରତା ସପ୍ତାହ ପାଳନ କରାଯାଉଛି। ଏହା ଚଳିତ ମାସ ୩ରୁ ୭ ଯାଏ ଅନୁଷ୍ଠିତ ହେବ। ଅର୍ଥ…

5 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଆଇବିଓସିର ୧୦ ଲକ୍ଷ

ଭୁବନେଶ୍ୱର,୪-୬: ଫନୀ ପ୍ରଭାବିତଙ୍କୁ ସହାୟତା ଲାଗି ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେଶନ (ଏଆଇବିଓସି) ପକ୍ଷରୁ ୧୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେହିଭଳି…

5 years ago

ମର୍ଚ୍ଚାଣ୍ଟ ଖଣି ଲିଜ ବୃଦ୍ଧି ପ୍ରସ୍ତାବକୁ ଶିଳ୍ପର ବିରୋଧ

ନୂଆଦିଲ୍ଲୀ,୪-୬:ଅଣକ୍ୟାପ୍ଟିଭ ବା ମର୍ଚ୍ଚାଣ୍ଟ ଖଣିର ଲିଜ୍‌ ଅବଧି ବଢାଇବା ଲାଗି ଖଣିଜ ସଂଘ ଫିମି ପକ୍ଷରୁ ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗକୁ ଦିଆଯାଇଥିବା ପ୍ରସ୍ତାବକୁ ଇସ୍ପାତ…

5 years ago

୨୩୨ ରେଳ ଷ୍ଟେଶନରେ ନିର୍ମାଣ ହେବ ପୂର୍ବନିର୍ମିତ ଶୌଚାଳୟ

ଭୁବନେଶ୍ୱର,୪-୬: ସ୍ବଚ୍ଛ ଭାରତ ମିଶନ ପଦକ୍ଷେପ ଅନ୍ତର୍ଗତ ୨୩୨ ରେଳ ଷ୍ଟେଶନରେ ପୂର୍ବନିର୍ମିତ ଶୌଚାଳୟ ନିର୍ମାଣ କରାଯିବ। ଏଥି ଲାଗି ପୂର୍ବତଟ ରେଳପଥ, ରାଇଟ୍ସ ଏବଂ ମହାନଦୀ…

5 years ago