ବାଣିଜ୍ୟ

ଡ୍ୟୁକର ନୂଆ ସମର ୨୦୧୯ କଲେକ୍ସନ

ଭୁବନେଶ୍ୱର,୨୬-୫ : ଡ୍ୟୁକ ଫ୍ୟାସନ୍ସ ଲିମିଟେଡ ପକ୍ଷରୁ ନୂଆ ସମର କଲେକ୍ସନ ୨୦୧୯ ଶୁଭାରମ୍ଭ ହୋଇଛି। ବିଭିନ୍ନ ଷ୍ଟାଇଲ ଏବଂ ରଙ୍ଗରେ ଏହି କଲେକ୍ସନଗୁଡିକ ବଜାରରେ ଉପଲବ୍ଧ।…

5 years ago

ସେଣ୍ଟ୍ରାଲ ବ୍ୟାଙ୍କ ମୁଖ୍ୟ ସତର୍କତା ଅଧିକାରୀଙ୍କ ସମ୍ବଲପୁର ଗସ୍ତ

ଭୁବନେଶ୍ୱର,୨୬-୫: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ମୁଖ୍ୟ ସତର୍କତା ଅଧିକାରୀ ପର୍ଶୁରାମ ପଣ୍ଡା ପ୍ରଥମଥର ଲାଗି ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ଏହି ଅବସରରେ ଅନୁଷ୍ଠିତ…

5 years ago

ଜୁନ ୨୩ରେ ଫିଟ୍‌ଜୀର ଏକ୍ସଟ୍ରା ରେ ଏଜ୍‌ ପରୀକ୍ଷା

ଭୁବନେଶ୍ୱର,୨୬-୫: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍‌ଜୀ ପକ୍ଷରୁ ଏକ୍ସଟ୍ରା ରେ ଏଜ ପରୀକ୍ଷା ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଜୁନ ୨୩ରେ ଅନୁଷ୍ଠିତ ହେବ। ଦ୍ୱାଦଶ ଶ୍ରେଣୀ…

5 years ago

ମୋଦିଙ୍କ ନିର୍ବାଚନୀ ପ୍ରତିଶ୍ରୁତି; ଅର୍ଥନୀତିକୁ ମିଳିବ ୧୦୦ ଲକ୍ଷ କୋଟି

ନୂଆଦିଲ୍ଲୀ,୨୬-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଖୁବଶୀଘ୍ର ଦ୍ୱିତୀୟ କାର୍ଯ୍ୟକାଳ ସମ୍ଭାଳିବାକୁ ଯାଉଛିି। ନୂଆ ସରକାର ଗଠନ ପରେ ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ପାଳନ…

5 years ago

୧ ଲକ୍ଷ ଗ୍ରାହକଙ୍କ ଅଭିଯୋଗ ଶୁଣିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୬-୫: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ଏହାର ୧ ଲକ୍ଷ ଗ୍ରାହକଙ୍କର ଅଭିଯୋଗ ଶୁଣିବ। ଆସନ୍ତା ୨୮ରେ ବ୍ୟାଙ୍କ ପକ୍ଷରୁ ସାରା ଦେଶରେ ଗ୍ରାହକ ସମ୍ମିଳନୀ ଆୟୋଜନ କରି…

5 years ago

ଓଡ଼ିଶା ପାଇଁ ଟିଡିଏସ୍‌ ଦାଖଲ ସମୟ ସୀମା ବୃଦ୍ଧି

ଭୁବନେଶ୍ୱର,୨୬-୫ : ଫନୀ ଯୋଗୁ ରାଜ୍ୟରେ ଅନେକ କ୍ଷୟକ୍ଷତି ହୋଇଥିବା ବେଳେ ଯୋଗାଯୋଗ ପ୍ରକ୍ରିୟା ବ୍ୟାହତ ହୋଇଛି। ଏହା ଫଳରେ ଟିଡିଏସ୍‌ ଡିଡକ୍ଟରମାନେ ମଧ୍ୟ ଗୁରୁତର ସମସ୍ୟା…

5 years ago

ପରିସଂଖ୍ୟାନ ବିଭାଗରେ ହେବ ପୁନର୍ଗଠନ;ଏନ୍‌ଏସ୍‌ଏସ୍‌ଓ ସହ ମିଶିଯିବ ସିଏସ୍‌ଓ

ନୂଆଦିଲ୍ଲୀ,୨୬-୫: ପରିସଂଖ୍ୟାନ ବିଭାଗର ପୁନର୍ଗଠନ ଲାଗି କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ବୟନ ମନ୍ତ୍ରଣାଳୟ କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ)କୁ ଜାତୀୟ ନମୁନା…

5 years ago

ବିଦେଶକୁ ଖସିପାରିଲେନି ନରେଶ ଗୋୟଲ

ମୁମ୍ବାଇ,୨୬-୫: ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲ ଓ ତାଙ୍କ ସ୍ତ୍ରୀ ଅନୀତା ଗୋୟଲ ବିଦେଶ ଖସିଯିବାକୁ ଉଦ୍ୟମ କରି ବିଫଳ ହୋଇଛନ୍ତି। ଶନିବାର ଗୋୟଲଙ୍କ ଦମ୍ପତିଙ୍କୁ…

5 years ago

ବଜେଟ ପ୍ରସ୍ତୁତି ନେଇ ଜେଟ୍‌ଲୀଙ୍କ ବୈଠକ

ନୂଆଦିଲ୍ଲୀ,୨୬-୫: ଏନ୍‌ଡିଏ ସରକାର କ୍ଷମତାକୁ ଫେରିବା ପରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରାଯିବ। ଏଥିଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା…

5 years ago

ଜେଟ୍‌ଲୀଙ୍କ ସ୍ଥାନରେ ଗୋୟଲ ହୋଇପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬-୫: କେନ୍ଦ୍ରରେ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଅରୁଣ ଜେଟ୍‌ଲୀ ଅର୍ଥମନ୍ତ୍ରୀ ହେବାର ସମ୍ଭାବନା ନାହିଁ। ବିଶ୍ୱସ୍ତ ସୂତ୍ର ଅନୁଯାୟୀ, ଅସୁସ୍ଥତା କାରଣରୁ ଅର୍ଥମନ୍ତ୍ରୀ ଭଳି ଏକ…

5 years ago