ବାଣିଜ୍ୟ

ସଜହ ହେବ ବ୍ୟବସାୟ;ଇଜ୍‌ ଅଫ୍‌ ଡୁଇଂ ବିଜନେସ ର଼୍ୟାଙ୍କିଙ୍ଗରେ ଟପ୍‌ ୫୦ରେ ସ୍ଥାନ ପାଇବା ଲକ୍ଷ୍ୟ

ନୂଆଦିଲ୍ଲୀ,୨୩-୪: ବ୍ୟବସାୟୀ ସୁଗମତା କ୍ଷେତ୍ରରେ ଭାରତ ଆଉ କିଛି ଦିନ ଭିତରେ ଇତିହାସ ରଚିବାକୁ ଯାଉଛି। କେନ୍ଦ୍ର ସରକାର ଦେଶରେ ବ୍ୟବସାୟ ସୁଗମତାକୁ ଆହୁରି ସହଜ କରିବା…

5 years ago

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି ଆଶ୍ଚର୍ଯ୍ୟକର…

5 years ago

ସମସ୍ୟା ଉପରେ ଧ୍ୟାନ ଦେବାକୁ ଅର୍ଥ ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ଜେଟ୍‌ ସିଇଓ

ଜେଟ୍‌ ଏୟାରଓ୍ବେଜ ସାମ୍ନା କରୁଥିବା ସମସ୍ୟା ଉପରେ ଧ୍ୟାନ ରଖାଯିବ ବୋଲି ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀ ପ୍ରତିଶ୍ରୁତି ଦେଇଥିବା କମ୍ପାନୀର ସିଇଓ ବିନୟ ଦୁବେ ଶନିବାର…

5 years ago

ଭାରତୀୟ ପୁଞ୍ଜି ବଜାର ଉପରେ ବିଦେଶୀ ନିବେଶକଙ୍କ ଭରସା

ନୂଆଦିଲ୍ଲୀ,୨୨-୪: ଭାରତୀୟ ପୁଞ୍ଜି ବଜାର ଉପରେ ବିଦେଶୀ ନିବେଶକଙ୍କ ଭରସା ବଢୁଛି। ପ୍ରଭାବିତ ବିଶ୍ୱ ବଜାର ସ୍ଥିତିରେ ବିଦେଶୀ ନିବେଶକମାନେ ଭାରତୀୟ ପୁଞ୍ଜି ବଜାରରେ ଏପ୍ରିଲ ମାସର…

5 years ago

ବିମାନ କମ୍ପାନୀକୁ ଡୁବିବାକୁ ଦେବୁନି: ଜେଟ୍‌ କର୍ମଚାରୀ ସଂଘ

ଜେଟ୍‌ ବିମାନ କମ୍ପାନୀକୁ ଡୁବିବାକୁ ଦେବୁ ନାହିଁ ବୋଲି ଜେଟ୍‌ କର୍ମଚାରୀ ସଂଘ ରବିବାର କହିଛି। ସେହିଭଳି ବିମାନ କମ୍ପାନୀକୁ ବୁଡିବା ଭଳି କୌଣସି ସ୍ଥିିତି କିମ୍ବା…

5 years ago

ଋଣପ୍ରଦାନକାରୀଙ୍କ ‘ପ୍ଲାନ-ବି’ପ୍ରସ୍ତୁତ;ଆଇବିସି ବଦଳରେ ଡିଆର୍‌ଟି ଆପଣାଯିବ

ନୂଆଦିଲ୍ଲୀ,୨୨-୪: ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜର ଅଂଶଧନ ବିକ୍ରି କରି ବକେୟା ଋଣ ଆଦାୟ ଲାଗି ଉଦ୍ୟମ କରୁଥିବା ଏସ୍‌ବିଆଇ ନେତୃତ୍ୱାଧୀନ ଋଣପ୍ରଦାନକାରୀ ବିଡ୍‌ ପ୍ରକ୍ରିୟା ଆହ୍ବାନ…

5 years ago

ସଂଶୋଧିତ ହେବ ଆଇବିସି ନିୟମ; ଆସନ୍ତା ବର୍ଷ ଲାଗୁ କରାଯିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୨-୪: ଋଣପ୍ରଦାନକାରୀ ଏବଂ ଗ୍ରହିତାଙ୍କ ମଧ୍ୟରେ ବର୍ତ୍ତମାନ ପରିଦୃଶ୍ୟରେ ମତପାର୍ଥକ୍ୟ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି)ରେ ସଂଶୋଧନ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହାକୁ…

5 years ago

ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ;ଅଣଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତିର ତାଲିକା ପ୍ରସ୍ତୁତ କର

ନୂଆଦିଲ୍ଲୀ,୨୨-୪: କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକରୁ ପୁଞ୍ଜି ପ୍ରତ୍ୟାହାର କରାଯିବ। ଏହି ଉଦ୍ୟୋଗଗୁଡ଼ିକ ସେମାନଙ୍କ ଅଣଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତିକୁ ଚିହ୍ନଟ କରି ଏକ ତାଲିକା ପ୍ରସ୍ତୁତ…

5 years ago

ଆଉ ୫ ବର୍ଷରେ ଆର୍ଥିକ ସଂସ୍କାର ସାରିବାକୁ ହେବ: ପାନଗାରିୟା

ନ୍ୟୁୟର୍କ,୨୨-୪: ଭାରତରେ ଭାରି ମାତ୍ରାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ହେଲେ ଗଭୀର ଶ୍ରମ ବିକାଶ ପ୍ରତି ଧ୍ୟାନ ଦେବାକୁ ହେବ। ସରକାରୀ ବ୍ୟାଙ୍କଗୁଡ଼ିକର ଘରୋଇକରଣ କରିବା…

5 years ago

ଶୀର୍ଷ ୬ କମ୍ପାନୀଙ୍କ ବଜାର ପୁଞ୍ଜୀକରଣ ୯୮,୫୦୨ କୋଟି ବୃଦ୍ଧି

ନୂଆଦିଲ୍ଲୀ,୨୧-୪: ଦେଶର ସବୁଠାରୁ ମୂଲ୍ୟବାନ କମ୍ପାନୀଙ୍କ ମଧ୍ୟରେ ୬ଟିର ବଜାର ପୁଞ୍ଜୀକରଣ ଗତ ସପ୍ତାହରେ ୯୮,୫୦୨.୪୭ କୋଟି ଟଙ୍କା ବଢ଼ିଛି। ତନ୍ମଧ୍ୟରୁ ଆଇଟି ସେକ୍ଟରରେ ଅଗ୍ରଣୀ କମ୍ପାନୀ…

5 years ago