ବାଣିଜ୍ୟ

ଅର୍ଥ ଅଭାବ ଲାଗି ଛିଡା ହେଲା ଏୟାର ଇଣ୍ଡିଆର ୧୯ ବିମାନ

ନୂଆଦିଲ୍ଲୀ,୨୬-୪: ଜେଟ୍‌ ଏୟାରଓ୍ବେଜ ଭଳି ଏୟାର ଇଣ୍ଡିଆରେ ଆର୍ଥିକ ସଙ୍କଟ ଦେଖାଦେଇଛି। ଅର୍ଥର ଅଭାବ କାରଣରୁ କମ୍ପାନୀର ୧୯ ବିମାନ ଏବେ ବିମାନ ବନ୍ଦରରେ ଛିଡା ହୋଇଛି।…

6 years ago

୪୦% ବଢ଼ିବ ଇଣ୍ଟରନେଟ ୟୁଜରଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୬-୪: ଦେଶରେ କ୍ରମାଗତ ଡାଟା ଶସ୍ତା ହେଉଥିବାରୁ ୨୦୨୩ ସୁଦ୍ଧା ଇଣ୍ଟରନେଟ ୟୁଜରଙ୍କ ସଂଖ୍ୟା ପ୍ରାୟ ୪୦କ୍ଷ ବୃଦ୍ଧି ପାଇବ। ସେହିପରି ଏହି ଅବଧି ମଧ୍ୟରେ ସ୍ମାର୍ଟଫୋନଧାରୀଙ୍କ…

6 years ago

ଆଲେନ୍‌ ପକ୍ଷରୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬-୪: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ନୂତନ ଶିକ୍ଷା ଅଧିବେଶନ ପାଇଁ ସ୍ଥାନୀୟ ରେଳ ଅଡିଟୋରିୟମଠାରେ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

6 years ago

ଜିଓ ଦ୍ୱିତୀୟ ସର୍ବବୃହତ ଟେଲିକମ୍‌ କମ୍ପାନୀ

ନୂଆଦିଲ୍ଲୀ,୨୬-୪: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ଆରମ୍ଭ ହେବାର ମାତ୍ର ଅଢ଼େଇ ବର୍ଷ ମଧ୍ୟରେ ଆଉ ଏକ ସଫଳତା ହାସଲ କରିଛି। ଗ୍ରାହକ ସଂଖ୍ୟା…

6 years ago

ଋଣ ସମାଧାନ:ଆର୍‌ବିଆଇ ଦେଇପାରେ ଅତିରିକ୍ତ ୬୦ଦିନର ସମୟ

ମୁମ୍ବାଇ,୨୬-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଅସୁଲ ହେଉ ନ ଥିବା ଋଣ(ଏନ୍‌ପିଏ) ମାମଲାର ସମାଧାନ ଲାଗି ନିୟମରେ ସଂଶୋଧନ କରିବାକୁ ପ୍ରସ୍ତୁତ ହେଉଛି। ସଂଶୋଧିତ ନିୟମରେ ବକେୟା…

6 years ago

ଆଳୁ ଚାଷୀଙ୍କ ଭୋକିଲା ପେଟରେ ପେପ୍ସିକୋର ଆଇନ ଛାଟ: ଚିପ୍ସ୍‌ରେ ବ୍ୟବହୃତ କିସମ ପାଇଁ ମାଗିଲା କ୍ଷତିପୂରଣ

ଅହମ୍ମଦାବାଦ,୨୫।୪: ଦେଶରେ ଚାଷୀ ଆତ୍ମହତ୍ୟା ଏବେ ବି ଥମିନି। ଚାଷୀ ଫସଳ ଅମଳ ପାଇଁ ଋଣ ପରିଶୋଧ କରିବାକୁ ଅକ୍ଷମ ହେଉଛନ୍ତି। ଆବଶ୍ୟକତା ଅନୁସାରେ ଫସଲ ଅମଳ…

6 years ago

ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଲା

ଚେନ୍ନାଇ,୨୫-୪: ଲୋକପ୍ରିୟ ଭିଡ଼ିଓ ଆପ୍‌ ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଯାଇଛି। ବୁଧବାର ଜଷ୍ଟିସ ଏନ.କିରୁବାକରନ ଏବଂ ଜଷ୍ଟିସ ଏସ୍‌.ଏସ୍‌. ସୁନ୍ଦରଙ୍କୁ ନେଇ ଗଠିତ ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ…

6 years ago

୨୩୪୮କୋଟି ଜାଲିଆତି ମାମଲା: ଭୂଷଣ ଷ୍ଟିଲ ଅଧ୍ୟକ୍ଷଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି

ନୂଆଦିଲ୍ଲୀ,୨୫-୪: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ୨୩୪୮ କୋଟି ଟଙ୍କାର ବ୍ୟାଙ୍କ ଜାଲିଆତି ମାମଲାରେ ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ୍‌ ଲିମିଟେଡର ଅଧ୍ୟକ୍ଷ ସଞ୍ଜୟ ସିଂଘଲ ଏବଂ ତାଙ୍କ…

6 years ago

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି…

6 years ago

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜର ପୁନରୁଦ୍ଧାର ଆଶା କ୍ଷୀଣ ହେବାରେ ଲାଗିଛି। ଏହାର ବିମାନ ପୁଣିଥରେ ଉଡ଼ିବାର ସମ୍ଭାବନା ନ ଥିଲା ଭଳି ମନେ ହେଉଛି। କାରଣ ଏହି…

6 years ago