Advertisement

ବାଣିଜ୍ୟ

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡାରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ…

6 years ago
ଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନ

ଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନ

ଭୁବନେଶ୍ୱର,୧୮-୪: ଓଡ଼ିଶାରେ ପ୍ରଥମଥର ଲାଗି ଇ-ସ୍କୁଟର ଉତ୍ପାଦନ ହେବ। ଓମ୍‌ଜୟ ଇଭି ଲିମିଟେଡ ଏହି ଇ-ଯାନଗୁଡ଼ିକୁ ଉତ୍ପାଦନ କରିବାକୁ ଯୋଜନା ରହିଛି। ଯାଜପୁର ଜିଲାର ବଡଚଣାଠାରେ ମଡେଲଗୁଡିକ…

6 years ago
ନିଯୁକ୍ତି ସୁରକ୍ଷାରେ ସହାୟକ ନୁହେଁ ସଂରକ୍ଷଣବାଦ:ରାଜନନିଯୁକ୍ତି ସୁରକ୍ଷାରେ ସହାୟକ ନୁହେଁ ସଂରକ୍ଷଣବାଦ:ରାଜନ

ନିଯୁକ୍ତି ସୁରକ୍ଷାରେ ସହାୟକ ନୁହେଁ ସଂରକ୍ଷଣବାଦ:ରାଜନ

ୟୁନାଇଟେଡ ନେସନ୍ସ,୧୮-୪: ବିଶ୍ୱର ଦେଶଗୁଡିକ ଆପଣାଉଥିବା ସଂରକ୍ଷଣବାଦ ନିଯୁକ୍ତି ସୁରକ୍ଷା ଦିଗରେ ବିଶେଷ ଭାବେ ସହାୟକ ହେବ ନାହିଁ। ଅପରପକ୍ଷରେ ଅଟୋମେଶନ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଯୋଗୁ…

6 years ago
ନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନ ଚଳାଇଲା ରେଲଓ୍ବେନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନ ଚଳାଇଲା ରେଲଓ୍ବେ

ନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନ ଚଳାଇଲା ରେଲଓ୍ବେ

ଭୁବନେଶ୍ୱର,୧୮-୪: ପୂର୍ବତଟ ରେଳପଥ ପରିସୀମା ମଧ୍ୟ ଦେଇ ପୁଣି ଏକ ନୂଆ ଗ୍ରୀଷ୍ମକାଳୀନ ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କରାଯାଇଛି। ଜୁନ ମାସ ମାସ ଶେଷ ପର୍ଯ୍ୟନ୍ତ ସାନ୍ତ୍ରାଗାଛି-ଚେନ୍ନାଇ…

6 years ago
୪,୧୫୨ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ କଲା ଏଲ୍‌ଆଇସି୪,୧୫୨ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ କଲା ଏଲ୍‌ଆଇସି

୪,୧୫୨ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ କଲା ଏଲ୍‌ଆଇସି

ଭୁବନେଶ୍ୱର, ୧୮-୪: ଭାରତୀୟ ଜୀବନ ବୀମା ନିଗମ(ଏଲଆଇସି)ର ପୂର୍ବ କେନ୍ଦ୍ରୀୟ ଜୋନ ବୀମା ପ୍ରିମିୟମ ସଂଗ୍ରହ କ୍ଷେତ୍ରରେ ରେକର୍ଡ ହାସଲ କରିଛି। ଜୋନ ପ୍ରଥମ ପ୍ରିମିୟମ ଆୟ…

6 years ago
ହିରୋ ଚ୍ୟାଲେଞ୍ଜ-୨୦୧୯ ଘୋଷଣାହିରୋ ଚ୍ୟାଲେଞ୍ଜ-୨୦୧୯ ଘୋଷଣା

ହିରୋ ଚ୍ୟାଲେଞ୍ଜ-୨୦୧୯ ଘୋଷଣା

ନୂଆଦିଲ୍ଲୀ,୧୮-୪: ଇଂଲଣ୍ଡର ଲିଭରପୁଲ ଓ୍ବାଟର ପ୍ରିନ୍ସ ଡକ୍‌ରେ ଦି ହିରୋ ଚ୍ୟାଲେଞ୍ଜ-୨୦୧୯ ଗଲ୍ଫ ନାଇଟ୍‌ ଅନୁଷ୍ଠିତ ହେବ। ବିଶ୍ୱରଖ୍ୟାତି ସମ୍ପନ୍ନ ଗଲ୍ଫର ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…

6 years ago
ଏସ୍‌ବିଆଇ ଲାଇଫର ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭଏସ୍‌ବିଆଇ ଲାଇଫର ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ

ଏସ୍‌ବିଆଇ ଲାଇଫର ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ

ଭୁବନେଶ୍ୱର,୧୮-୪: ଏସ୍‌ବିଆଇ ଲାଇଫ ଇନସ୍ୟୁରାନ୍ସ ପକ୍ଷରୁ ସ୍ଥାନୀୟ ଇନଫୋସିଟି ଇନଫିନିଆ ଟାଓ୍ବାରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ ହୋଇଛି। ଏସ୍‌ବିଆଇ ଲାଇଫର ଏମ୍‌ଡି ତଥା ସିିଇଓ ସଞ୍ଜୀବ…

6 years ago
ନାଲ୍‌କୋ ପକ୍ଷରୁ ଆମ୍ବେଡକର ଜୟନ୍ତୀନାଲ୍‌କୋ ପକ୍ଷରୁ ଆମ୍ବେଡକର ଜୟନ୍ତୀ

ନାଲ୍‌କୋ ପକ୍ଷରୁ ଆମ୍ବେଡକର ଜୟନ୍ତୀ

ଭୁବନେଶ୍ୱର,୧୮-୪: ରାଷ୍ଟ୍ରାୟତ୍ତ ନାଲ୍‌କୋ ପକ୍ଷରୁ ସ୍ଥାନୀୟ ନାଲ୍‌କୋ ନଗରଠାରେ ଭାରତ ରତ୍ନ ବାବା ସାହେବ ବି.ଆର. ଆମ୍ବେଡ୍‌କରଙ୍କ ୧୨୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ନାଲ୍‌କୋ ଅଧ୍ୟକ୍ଷ…

6 years ago
ଆକର୍ଷଣୀୟ ରିହାତି ଦେଉଛି ଦୁରିଆନ୍‌ଆକର୍ଷଣୀୟ ରିହାତି ଦେଉଛି ଦୁରିଆନ୍‌

ଆକର୍ଷଣୀୟ ରିହାତି ଦେଉଛି ଦୁରିଆନ୍‌

ଭୁବନେଶ୍ୱର,୧୮-୪: ପ୍ରମୁଖ ଫର୍ନିଚର ବ୍ରାଣ୍ଡ ଦୁରିଆନ ପକ୍ଷରୁ ଆକର୍ଷଣୀୟ ରିହାତି ଘୋଷଣା କରାଯାଇଛି। ଏହି ସମୟରେ ଗ୍ରାହକମାନେ ଦୁରିଆନର ଶୋ’ରୁମରେ ଫ୍ଲାଟ ୫୦% ରିହାତି ପାଇ ପାରିବେ।…

6 years ago
ଆଦିତ୍ୟ ହ୍ୟୁଣ୍ଡାଇରେ ଫ୍ରି କାର୍‌ କେୟାର କ୍ଲିନିକ କ୍ୟାମ୍ପଆଦିତ୍ୟ ହ୍ୟୁଣ୍ଡାଇରେ ଫ୍ରି କାର୍‌ କେୟାର କ୍ଲିନିକ କ୍ୟାମ୍ପ

ଆଦିତ୍ୟ ହ୍ୟୁଣ୍ଡାଇରେ ଫ୍ରି କାର୍‌ କେୟାର କ୍ଲିନିକ କ୍ୟାମ୍ପ

ଭୁବନେଶ୍ୱର,୧୮-୪:ସ୍ଥାନୀୟ ଉତ୍ତରାସ୍ଥିତ ଆଦିତ୍ୟ ହ୍ୟୁଣ୍ଡାଇ ଶୋ’ରୁମରେ ଫ୍ରି କାର୍‌ କେୟାର କ୍ଲିନିକ ଶୁଭାରମ୍ଭ ହୋଇଛି। ଚଳିତ ମାସ ୨୧ ଯାଏ ଏହି କ୍ୟାମ୍ପ ଚାଲିବ। ହ୍ୟୁଣ୍ଡାଇ ମୋଟର୍ସ…

6 years ago