ବାଣିଜ୍ୟ

୧୦୦ କୋଟିରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି ୪୪୮ ସଂସ୍ଥା

ନୂଆଦିଲ୍ଲୀ,୧୧-୭: ଗତ ଗୋଟିଏ ବର୍ଷ ମଧ୍ୟରେ ଦେଶର ୪୪୮ ସଂସ୍ଥା ପ୍ରତ୍ୟେକ ୧୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ କରିଛନ୍ତି। ଏହି ସଂସ୍ଥାଗୁଡିକ ମିଳିତ ଭାବେ ୫.୫୬…

6 years ago

ପାସେଞ୍ଜର ଯାନ ବିକ୍ରି ୧୮% କମିଲା

ନୂଆଦିଲ୍ଲୀ,୧୧-୭: ଚଳିତ ବର୍ଷ ଜୁନମାସରେ ପାସେଞ୍ଜର ଯାନ ବିକ୍ରି ୧୭.୫୪% ହ୍ରାସ ଘଟି ୨.୨୫ ଲକ୍ଷ ୟୁନିଟ ରହିଛି। ଏହା ଗତ ବର୍ଷ ସମାନ ସମୟରେ ୨.୭୩…

6 years ago

ଜନଧନ ଜମା ୧ ଲକ୍ଷ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧୧-୭: ଜନଧନ ଯୋଜନାରେ ଖୋଲାଯାଇଥିବା ଆକାଉଣ୍ଟଗୁଡିକରେ ଜମା ପରିମାଣ ୧ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି ଯୋଜନା ୫ ବର୍ଷ ତଳେ ଆରମ୍ଭ କରାଯାଇଥିଲା। ଅର୍ଥମନ୍ତ୍ରଣାଳୟ…

6 years ago

ସେପ୍ଟେମ୍ବରରୁ ମିଳିବ ସବୁ ଭାରତୀୟଙ୍କ ସ୍ବିସବ୍ୟାଙ୍କ ତଥ୍ୟ

ନୂଆଦିଲ୍ଲୀ,୧୧-୭: କଳାଟଙ୍କା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଭାରତ ବିଭିନ୍ନ ପଦକ୍ଷେପ ନେଉଛି। ଏହି ଧାରାରେ ସ୍ବିସ ବ୍ୟାଙ୍କରେ ଜମା କରିଥିବା ସବୁ ଭାରତୀୟଙ୍କ ପ୍ରଥମ…

6 years ago

ରେଲଓ୍ବେର ହେବନି ଘରୋଇ କରଣ

ନୂଆଦିଲ୍ଲୀ,୧୧-୭: ଭାରତୀୟ ରେଲଓ୍ବେର ଘରୋଇକରଣ ହେବ ନାହିଁ। ଏ ନେଇ କୌଣସି ପ୍ରସ୍ତାବ ନାହିଁ। ଘରୋଇ ଅପରେଟରଙ୍କ ହାତରେ ଦୁଇ ଟ୍ରେନ ଦେବା ଲାଗି ରହିଥିବା ପ୍ରସ୍ତାବ…

6 years ago

ଭୂଷଣ ମାମଲାରେ ୨୮୪ଜଣଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୧-୭: ଭୂଷଣ ଷ୍ଟିଲ ବେଆଇନ୍‌ ଋଣ କାରବାର ମାମଲାରେ ସିରିୟସ ଫ୍ରଡ ଇନଭେଷ୍ଟିଗେଶନ ଅଫିସ(ଏସ୍‌ଏଫ୍‌ଆଇଓ) ପକ୍ଷରୁ ୨୮୪ ବ୍ୟକ୍ତି ଏବଂ ସଂସ୍ଥାଙ୍କ ବିରୋଧରେ ଚାର୍ଜଶିଟ ଦାଏର ହୋଇଛି।…

6 years ago

ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି ହୋଣ୍ଡା

ନୂଆଦିଲ୍ଲୀ,୧୦।୭: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଗ୍ରାହକଙ୍କ ଲାଗି ଖୁଚୁରା ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି। ଏହି ପଦକ୍ଷେପ ଅନ୍ତର୍ଗତ କମ୍ପାନୀ ଚୋଳମଣ୍ଡଳମ୍‌ ଇନଭେଷ୍ଟମେଣ୍ଟ…

6 years ago

ଅର୍ଥ ଯୋଗାଡରେ ବାହାରିଛନ୍ତି ସରକାର;ଲିଜ୍‌ ଦିଆଯିବ ଖାଲି ପଡିଥିବା ସରକାରୀ ଜମି, ଘର

ନୂଆଦିଲ୍ଲୀ,୧୦-୭: ନିବେଶ ବୃଦ୍ଧି ମାଧ୍ୟମରେ ଅର୍ଥନୀତିର ପ୍ରଗତିକୁ ଦ୍ରୁତତର କରିବା ଲାଗି କେନ୍ଦ୍ରରେ ମୋଦି ସରକାର ୨.୦ ଏବେ କାର୍ଯ୍ୟରେ ଲାଗିପଡିଛନ୍ତି। ନିବେଶ ଲାଗି ଅର୍ଥ ଆବଶ୍ୟକ…

6 years ago

୫ ଲକ୍ଷ କୋଟି ଡଲାର ଅର୍ଥନୀତି ଲକ୍ଷ୍ୟ ହାସଲ ସମ୍ଭବ:ନୀତି ଆୟୋଗ ଉପାଧ୍ୟକ୍ଷ

ନୂଆଦିଲ୍ଲୀ,୧୦-୭: ଦେଶର ଅର୍ଥନୀତି ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାରରେ ପହଞ୍ଚତ୍ପାରିବ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଆଶାବ୍ୟକ୍ତ କରିଛନ୍ତି। ତାଙ୍କ ମତରେ…

6 years ago

ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୬୫ ପଇସା କମିଛି

ନୂଆଦିଲ୍ଲୀ,୧୦-୭: ଗତ ଆର୍ଥିକ ବର୍ଷ ୨୦୧୮-୧୯ରେ ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୧୮.୪% ଅର୍ଥାତ୍‌ ୬୫ ପଇସା କମିଛି ବୋଲି ସରକାରୀ ତଥ୍ୟରୁ ଜଣାପଡିଛି।…

6 years ago