Advertisement

ବାଣିଜ୍ୟ

ଧନୀ କରିଦେବ ଏହି ସରକାରୀ ଯୋଜନା, ମାତ୍ର ଏତିକି ଟଙ୍କା ଜମା କଲେ ହୋଇଯିବେ କୋଟିପତିଧନୀ କରିଦେବ ଏହି ସରକାରୀ ଯୋଜନା, ମାତ୍ର ଏତିକି ଟଙ୍କା ଜମା କଲେ ହୋଇଯିବେ କୋଟିପତି

ଧନୀ କରିଦେବ ଏହି ସରକାରୀ ଯୋଜନା, ମାତ୍ର ଏତିକି ଟଙ୍କା ଜମା କଲେ ହୋଇଯିବେ କୋଟିପତି

ନୂଆଦିଲ୍ଲୀ,୨୯।୩: ଯେତେବେଳେ ସଞ୍ଚୟ କରିବା କଥା ଆସେ, ଲୋକମାନେ ପ୍ରାୟତଃ ଏପରି ସ୍ଥାନରେ ସେମାନଙ୍କର ଟଙ୍କା ନିବେଶ କରନ୍ତି ଯେଉଁଠାରେ ସେମାନେ ଭଲ ଲାଭ ପାଇପାରିବେ। ଯେତେବେଳେ…

4 weeks ago
ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌

ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌

ନୂଆଦିଲ୍ଲୀ,୨୯।୩ (ଅଭୟ ଦାଶ): ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ କ୍ଲାସିକ୍‌ ୬୫୦ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି…

4 weeks ago
ମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତ

ମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତ

ମୟୂରଭଞ୍ଜ ଜିଲାର ଏକ ଛୋଟ ଗଁା ଧଙ୍ଗୁଡ଼ିଶୋଳରେ ଜନ୍ମିତ ଡ. ଲୋକନାଥ ଦାଶ ବର୍ତ୍ତମାନ କେୟାର ହସ୍ପିଟାଲର ଆସୋସିଏଟ୍‌ ଭାଇସ୍‌ ପ୍ରେସିଡେଣ୍ଟ ଭଳି ଗୁରୁଦାୟିତ୍ୱ ତୁଲାଉଛନ୍ତି। ରାଜାଲୋକ…

4 weeks ago
ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲାହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା

ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା

ନୂଆଦିଲ୍ଲୀ,୨୯ା୩:ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ…

4 weeks ago
Gold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲାGold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା

Gold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା

ମୁମ୍ବାଇ,୨୮।୩: ସପ୍ତାହର ଶେଷ ବ୍ୟବସାୟ ଦିନ ଶୁକ୍ରବାର ଭାରତୀୟ ଷ୍ଟକ ବଜାରରେ ହ୍ରାସ ପରିଲକ୍ଷିତ ହେଉଛି। ବଜାରର ମୁଖ୍ୟ ସୂଚକାଙ୍କ ସେନସେକ୍ସ ପ୍ରାୟ ୧୫୦ ପଏଣ୍ଟ ହ୍ରାସ…

1 month ago
ନିଶାନ ବି-ଏମ୍‌ପିଭିର ଅନାବରଣନିଶାନ ବି-ଏମ୍‌ପିଭିର ଅନାବରଣ

ନିଶାନ ବି-ଏମ୍‌ପିଭିର ଅନାବରଣ

ନୂଆଦିଲ୍ଲୀ,୨୮।୩: ନିଶାନ ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବି-ଏମ୍‌ପିଭିର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଏହି ନୂଆ ୭ ସିଟର ‘ବି-ଏମ୍‌ପିଭି’ର…

1 month ago
କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁକଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ

କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ

ଏମ୍‌ଏସ୍‌ବି ଅଟୋମୋଟିଭ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏହାର ବ୍ୟାପକ ଡିଲରଶିପ୍‌ ନେଟ୍‌ୱର୍କ ସହିତ ଓଡ଼ିଶାର ୨ ଚକିଆ ବଜାରକୁ ନୂଆରୂପ ଦେଇଛି। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ମନସୁର ବକ୍ସ…

1 month ago
ବ୍ୟାଙ୍କ୍‌ରୁ Loan ନେଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ହେଲେ, କିଏ ପ୍ରତିଶୋଧ କରନ୍ତି ଟଙ୍କା: ଜାଣନ୍ତୁ କ’ଣ ଅଛି ନିୟମବ୍ୟାଙ୍କ୍‌ରୁ Loan ନେଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ହେଲେ, କିଏ ପ୍ରତିଶୋଧ କରନ୍ତି ଟଙ୍କା: ଜାଣନ୍ତୁ କ’ଣ ଅଛି ନିୟମ

ବ୍ୟାଙ୍କ୍‌ରୁ Loan ନେଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ହେଲେ, କିଏ ପ୍ରତିଶୋଧ କରନ୍ତି ଟଙ୍କା: ଜାଣନ୍ତୁ କ’ଣ ଅଛି ନିୟମ

ନୂଆଦିଲ୍ଲୀ,୨୭।୩: ଆଜିକାଲି ଆବଶ୍ୟକତା ପୂରଣ କରିବା ପାଇଁ Loan ବା ଋଣ ନେବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସାଧାରଣତଃ ଲୋକମାନେ ଘର କିମ୍ବା ଗାଡ଼ି…

1 month ago
ATM-UPIରୁ ବାହାର କରିପାରିବେ PF ଟଙ୍କା, ଏହି ମାସରୁ ଲାଗୁ ହେବ ନିୟମATM-UPIରୁ ବାହାର କରିପାରିବେ PF ଟଙ୍କା, ଏହି ମାସରୁ ଲାଗୁ ହେବ ନିୟମ

ATM-UPIରୁ ବାହାର କରିପାରିବେ PF ଟଙ୍କା, ଏହି ମାସରୁ ଲାଗୁ ହେବ ନିୟମ

ନୂଆଦିଲ୍ଲୀ,୨୭।୩: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) ମେ ଶେଷ କିମ୍ବା ଜୁନ ୨୦୨୫ ଆରମ୍ଭ ସୁଦ୍ଧା ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି। ଏହି ନୂତନ…

1 month ago
ଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBIଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBI

ଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBI

ନୂଆଦିଲ୍ଲୀ,୨୭।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ଦୁଇଟି ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଛି। ବୁଧବାର RBI କହିଛି ଯେ ନିୟମ ପାଳନ ନକରିବା ଯୋଗୁ…

1 month ago