ବାଣିଜ୍ୟ

ବ୍ୟବସାୟ ସମ୍ପ୍ରସାରଣ କରିବ ଅଶୋକ ଲେଲାଣ୍ଡ

ଭୁବନେଶ୍ୱର,୨୦।୧: ହିନ୍ଦୁଜା ଗ୍ରୁପ୍‌ର ଅଂଶ ତଥା ଦେଶର ଅଗ୍ରଣୀ ବାଣିଜି୍ୟକ ଯାନ ନିର୍ମାତା ଅଶୋକ ଲେଲାଣ୍ଡ ପୂର୍ବ ଭାରତରେ ଅର୍ଥନୈତିକ ଅଭିବୃଦ୍ଧି ତଥା ଭିତ୍ତିଭୂମି ସମ୍ପ୍ରସାରଣ କରିବାକୁ…

9 months ago

‘ବ୍ୟାଙ୍କମାନେ ରେରା ନିୟମ ଅନୁପାଳନ କରିବା ଉଚିତ୍‌’

ଭୁବନେଶ୍ୱର,୨୦।୧(ଅନୁରାଧା ମହାରଣା): ବ୍ୟାଙ୍କମାନେ ଗୃହ ର୍ନିମାଣ ପ୍ରକଳ୍ପ ଗୁଡିକର ହିସାବ ରଖିବା ବେଳେ ରେରା ନିୟମ ଅନୁପାଳନ କରିବାକୁ ପରାମର୍ଶ ଦିଆଯାଇଛି। ରିଅଲ୍‌ ଇଷ୍ଟେଟ୍‌ ରେଗୁଲାର ଅଥରିଟି…

9 months ago

ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭରେ ୧୦.୯% ବୃଦ୍ଧି

ଭୁବନେଶ୍ୱର,୨୦।୧: ଭାରତର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ପକ୍ଷରୁ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ୨୨୩ ଅକ୍ଟୋବରରୁ…

9 months ago

ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ଯଶସ୍ବୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୨୦।୧: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ଂଶସ୍ବୀ ବଉତ୍ତି ପ୍ରଦାନ କରାଯାଇଛି। ଏପଣିକି ଫାଉଣ୍ଡେଶନର ଫ୍ଲାଗସିପ୍‌ କାର୍ଯ୍ୟକ୍ରମ ଯଶସ୍ବୀର…

9 months ago

ସିପେଟ-ଏଲ୍‌ଏଆର୍‌ପିଏମ୍‌ ପକ୍ଷରୁ ‘ଇନୋଇନସାଇଟ୍‌-୨୦୨୪’

ଭୁବନେଶ୍ୱର,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬ ଜାନୁଆରୀକୁ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ଭାବେ ଘୋଷଣା କରିଛନ୍ତି। ଏହି କ୍ରମରେ ପଟିଆସ୍ଥିତ ସିପେଟ-ଏଲ୍‌ଏଆର୍‌ପିଏମ୍‌ ପକ୍ଷରୁ କର୍ମଶାଳା ଇନୋଇନସାଇଟ୍‌-୨୦୨୪ ଅନୁଷ୍ଠିତ…

9 months ago

ଝାରସୁଗୁଡ଼ାରେ ୨୩,୩୮୯.୪୩ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୨୦।୧ (ଅଭୟ ଦାଶ): ଓଡ଼ିଶା ସରକାରଙ୍କ ସହଯୋଗରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ଓଡ଼ିଶା ଚାପ୍ଟର ପକ୍ଷରୁ ପ୍ରଥମ ଥର ପାଇଁ ଓଡ଼ିଶାର ଝାରସୁଗୁଡ଼ାଠାରେ ସିଆଇଆଇ ୨୪ତମ…

9 months ago

ରାମ ମନ୍ଦିର ଉଦଘାଟନ: ଜାନୁଆରୀ ୨୨ରେ ସମସ୍ତ କାର୍ଯ୍ୟାଳୟ ଛୁଟି ଘୋଷଣା କଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍

ନୂଆଦିଲ୍ଲୀ,୧୯ା୧: ଅଯୋଧ୍ୟାରେ ରାମ ମନ୍ଦିର ସମାରୋହର ଅବସରରେ ଜାନୁଆରୀ ୨୨ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହାର ସମସ୍ତ କାର୍ଯ୍ୟାଳୟରେ ଛୁଟି ଘୋଷଣା କରିଛି। ଏହିଦିନ ଅନେକ ରାଜ୍ୟ ଛୁଟି…

9 months ago

ପୂର୍ବତନ ବିଚାରପତିଙ୍କୁ ଖରାପ ସିଟ୍‌ ଦେବା ପଡିଲା ମହଙ୍ଗା: ୨୩ ଲକ୍ଷ ଟଙ୍କା ଜୋରିମନା ଦେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ବିମାନ ଯାତ୍ରା ସମୟରେ ପୂର୍ବତନ ବିଚାରପତିଙ୍କୁ ଖରାପ ସିଟ୍‌ ଦେବା ଏୟାର ଇଣ୍ଡିଆ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବିମାନ କମ୍ପାନୀକୁ ପୂର୍ବତନ ବିଚାରପତିଙ୍କୁ ୨୩…

9 months ago

ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ

ଭୁବନେଶ୍ୱର,୧୯।୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି)କୁ ଜାତୀୟସ୍ତରରେ ସମ୍ମାନିତ ସହ ପୁରସ୍କୃତ ମଧ୍ୟ କରାଯାଇଛି। ବିଶେଷକରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ…

9 months ago

ଓମିକ୍ରନ୍‌ ଜେଏନ୍‌-୧ ଉପରେ ଗବେଷଣା କରିବ ପତଞ୍ଜଳି

ଭୁବନେଶ୍ୱର,୧୯।୧(ଅନୁରାଧା ମହାରଣା): କରୋନା ମହାମାରୀ ସମୟରେ ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନର ବୈଜ୍ଞାନିକମାନେ ବ୍ୟାପକ ଗବେଷଣା ପୂର୍ବକ କରୋନିଲ ଆବିଷ୍କାରକରି ଚିକିତ୍ସା ଓ ସ୍ବାସ୍ଥ୍ୟସେବାରେ ଆୟୁର୍ବେଦର ସଫଳତାକୁ ପ୍ରଦର୍ଶିତ…

9 months ago