ବାଣିଜ୍ୟ

ଆପୋଲୋରେ ଜାତୀୟ ଅସ୍ଥି-ଗଣ୍ଠି ଦିବସ

ଭୁବନେଶ୍ୱର,୫।୮: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଆପୋଲୋ ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଜାତୀୟ ଅସ୍ଥି ଏବଂ ଗଣ୍ଠି ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସଡ଼କ ଦୁର୍ଘଟଣା…

1 year ago

ସୋନାଲିକାର ୧୦,୬୮୩ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୫।୮: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର ଚଳିତ ଆର୍ଥିକ ବର୍ଷର ୪ର୍ଥ ମାସରେ ମଧ୍ୟ ୫୦,୦୦୦ ଟ୍ରାକ୍ଟର ବିକ୍ରି ଅତିକ୍ରମ କରିଛି।…

1 year ago

ରେକର୍ଡ ପରିମାଣର ସୁନା କ୍ରୟ

ଭୁବନେଶ୍ୱର,୫।୮(ଅଭୟ ଦାଶ): ଗତ କିଛି ମାସ ହେବ ବିଶ୍ୱ ସୁନା ବଜାର ଓ ବଜାର କାରବାରରେ ଅନ୍ତର ସୃଷ୍ଟି ହୋଇଛି। ବିଶେଷକରି ବିଶ୍ୱ ବଜାରରେ ସୁନା କ୍ରୟର ଚାହିଦା…

1 year ago

ସୋନିର ନ୍ୟୁ ଫୁଲ୍‌ ଫ୍ରେମ୍‌ ଭ୍ଲଗ୍‌ କ୍ୟାମେରା

ଭୁବନେଶ୍ୱର,୫।୮: ସୋନିର ନ୍ୟୁ ଫୁଲ୍‌ ଫ୍ରେମ୍‌ ଭ୍ଲଗ୍‌ କ୍ୟାମେରା ‘ଜେଡ୍‌ଭି-ଇ୧’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଏହା କନ୍‌ଟେଂଟ୍‌ କ୍ରିଏଟରମାନଙ୍କୁ ଉଚ୍ଚ ମାନର ଅନୁଭୂତି…

1 year ago

ଶେୟାର ବଜାରରେ ଉତ୍ସାହ

ଭୁବନେଶ୍ୱର,୫।୮: ଗତ କିଛିଦିନ ହେବ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର…

1 year ago

୩୦୦ କର୍ମଚାରୀଙ୍କ ଛଟେଇ କଲା ସ୍ପିନି

ନୂଆଦିଲ୍ଲୀ,୪।୮: ଛଟେଇ କରିଛି ଗୁରୁଗାଓଁ ସ୍ଥିତ ବ୍ୟବହାର ହୋଇଥିବା କାର୍‌ ଷ୍ଟାଟ୍‌ଅପ୍‌ ସ୍ପିନି। ପ୍ରାୟ ୩୦୦ କର୍ମଚାରୀଙ୍କୁ କମ୍ପାନୀ ଛଟେଇ କରିସାରିଛି। ଏହା ତାର ମୋଟ କର୍ମଚାରୀଙ୍କ…

1 year ago

ପିଏନ୍‌ବିରେ ଖାତା ଥିଲେ ତୁରନ୍ତ କରନ୍ତୁ ଏହି କାମ, ନଚେତ ଅଗଷ୍ଟ ୩୧ ପରେ ଚାଲିବ ନାହିଁ ଆକାଉଣ୍ଟ

ନୂଆଦିଲ୍ଲୀ,୪।୮: ସରକାରୀ ବ୍ୟାଙ୍କ ପିଏନ୍‌ବି(ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ) ନିଜର ଗ୍ରାହକଙ୍କୁ ଆରବିଆଇ ନିୟମାନୁଯାୟୀ ଅଗଷ୍ଟ ୩୧ ପୂର୍ବରୁ ନିଜର କଓ୍ବୋଇସି ଡିଟେଲ ଅପଡେଟ୍‌ କରିବାକୁ କୁହାଯାଇଛି। ଅଗଷ୍ଟ…

1 year ago

ବିଜିୟୁର ନବାଗତ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୪।୮:ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ପକ୍ଷରୁ ଆୟୋଜିତ ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ନୂତନ ଭାବେ…

1 year ago

ଓଡ଼ିଆ ସାମ୍ବାଦିକତା ଦିବସ

ଓଡ଼ିଶାର ପ୍ରଥମ ଓଡ଼ିଆ ଖବରକାଗଜ ଭାବେ ‘ଉକତ୍ଳ ଦୀପିକା’ ୧୮୬୬ ମସିହା ଅଗଷ୍ଟ ୪ରେ ଆମତ୍ପ୍ରକାଶ କରିଥିଲା। ଏହାର ପ୍ରଥମ ସମ୍ପାଦକ ଥିଲେ ଗୌରୀଶଙ୍କର ରାୟ। ପ୍ରଥମେ…

1 year ago

କେଏଚ୍‌ଏଲ୍‌ର ଗୋଲ୍ଡେନ ଜେନେରଶନ ହେଲ୍ପଲାଇନ

ଭୁବନେଶ୍ୱର,୪।୮:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ‘କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌’ (କେଏଚ୍‌ଏଲ୍‌) ଭୁବନେଶ୍ୱର ପକ୍ଷରୁ ଗୋଲ୍ଡେନ ଜେନେରଶନ (ବରିଷ୍ଠ ନାଗରିକ) ହେଲ୍ପଲାଇନ ‘୧୮୦୦୫୭୨୫୦୦୦’ ସେବା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ…

1 year ago