ବାଣିଜ୍ୟ

ଦେବଦତ୍ତ ବିଓବିର ନୂତନ ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ୱର,୨।୭: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ନୂତନ ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦେବଦତ୍ତ ଚାନ୍ଦ ଶନିବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଚାନ୍ଦ…

1 year ago

ଲକ୍ଷାଧିକ ଭକ୍ତଙ୍କୁ ଜେଏସ୍‌ପି ଫାଉଣ୍ଡେଶନର ସହାୟତା

ଭୁବନେଶ୍ୱର,୨।୭: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସ୍‌ପି)ର ସମାଜ କଲ୍ୟାଣ ସଂସ୍ଥା ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କୁ ରନ୍ଧାଖାଦ୍ୟ, ଥଣ୍ଡା ପାନୀୟ…

1 year ago

ରିଜର୍ଭ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨।୭: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଓଡ଼ିଶା କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ ଭାବେ ଡ. ସାରଦା ପ୍ରସନ୍ନ ମହାନ୍ତି ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି।…

1 year ago

ଜୁନରେ ରେକର୍ଡ ଜିଏସଟି ସଂଗ୍ରହ: ୧୨ ପ୍ରତିଶତ ବୃଦ୍ଧି ହୋଇ ଛୁଇଁଲା ୧.୬୧ ଲକ୍ଷ କୋଟି…

ନୂଆଦିଲ୍ଲୀ,୧।୭ : ଜିଏସଟି ସଂଗ୍ରହରେ ଜୁନ ୨୦୨୩ ରେ ରେକର୍ଡ ପରିମାଣରେ ବୃଦ୍ଧି ଘଟିଛି। ଅର୍ଥ ମନ୍ତ୍ରଣାଳୟ କହିଛି ଜୁନ ୨୦୨୩ରେ ମୋଟ ୧,୬୧,୪୯୭ କୋଟି ଟଙ୍କାର…

1 year ago

ପିଏସୟୁ ବ୍ୟାଙ୍କର ଲାଭ ୯ ବର୍ଷରେ ୩ ଗୁଣା ହୋଇ ୧.୦୪ ଲକ୍ଷ କୋଟି ଛୁଇଁଲା…

ନୂଆଦିଲ୍ଲୀ,୧।୭ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କହିଛନ୍ତି ସରକାରୀ ପଦକ୍ଷେପ ଯୋଗୁଁ ଗତ ନଅ ବର୍ଷ ମଧ୍ୟରେ ସରକାରୀ କ୍ଷେତ୍ର ବ୍ୟାଙ୍କ(ପିଏସୟୂ)ଗୁଡିକର ଲାଭ ୧.୦୪ ଲକ୍ଷ…

1 year ago

ଏଲ୍‌ଆଇସିର ନୂତନ ଉତ୍ପାଦ

ଭୁବନେଶ୍ୱର,୧।୭(ଅଭୟ ଦାଶ): ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ନୂତନ ଉତ୍ପାଦ ‘ଧନବୃଦ୍ଧି’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି ଏଲ୍‌ଆଇସିର ଉକ୍ତ ଯୋଜନା ସୀମିତ ସମୟ ପାଇଁ…

1 year ago

ଏନ୍‌ଏମ୍‌ଡିସି-ଆଇଏମ୍‌ଏମ୍‌ଟି ଭୁବନେଶ୍ୱର ମଧ୍ୟରେ ଚୁକ୍ତିନାମା

ଭୁବନେଶ୍ୱର,୧।୭: ଦେଶର ପ୍ରମୁଖ ଖଣି ଖନନ କମ୍ପାନୀ ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି) ହାଇଦ୍ରାବାଦ ଏବଂ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଭୁବନେଶ୍ୱର ମଧ୍ୟରେ ଏକ ଦ୍ୱିପାକ୍ଷିକ ଚୁକ୍ତିନାମା ନିକଟରେ…

1 year ago

୯ମିଲିୟନ ଡଲାରର ଗ୍ଲୋବାଲ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧।୭: ଟୋୟୋଟା ମୋବିଲିଟି ଫାଉଣ୍ଡେଶନ ଏବଂ ଚ୍ୟାଲେଞ୍ଜ ୱାର୍କସ୍‌ ଆଣ୍ଡ ୱାର୍ଲଡ ରିସୋର୍ସେସ୍‌ ଇନ୍‌ଷ୍ଟିଚ୍ୟୁଟ୍‌ର ମିଳିତ ସହଯୋଗରେ ଏକ ଅଭିନବ କାର୍ଯ୍ୟକ୍ରମ ‘୯ ମିଲିୟନ ଡଲାର ଗ୍ଲୋବାଲ…

1 year ago

ଖରିଆର ରୋଡ୍‌ରେ ବିଓଏମ୍‌ର ନୂତନ ଶାଖା

ଭୁବନେଶ୍ୱର,୧।୭: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ଆଉ ଏକ ନୂତନ ଶାଖା ନୂଆପଡ଼ା ଜିଲାର ଖରିଆର ରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ନୂଆପଡ଼ାର ସୁପରିଣ୍ଟେଣ୍ଡେଣ୍ଟ ଅଫ୍‌…

1 year ago

ଆର୍ଥିକ ବିକାଶ ପାଇଁ ଜିଏସ୍‌ଟି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧।୭: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୁଲାଇ ୧ରେ ଅର୍ଥମନ୍ତ୍ରାଳୟ ପକ୍ଷରୁ ଜିଏସ୍‌ଟି ଦିବସ ପାଳନ କରାଯାଉଛି। ଏପରିକି ଭାରତର ଅର୍ଥ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ…

1 year ago