Advertisement

ବାଣିଜ୍ୟ

ନଭେମ୍ବରରେ ରପ୍ତାନି କ୍ଷେତ୍ରର ବୃଦ୍ଧି ୬୪.୪%ନଭେମ୍ବରରେ ରପ୍ତାନି କ୍ଷେତ୍ରର ବୃଦ୍ଧି ୬୪.୪%

ନଭେମ୍ବରରେ ରପ୍ତାନି କ୍ଷେତ୍ରର ବୃଦ୍ଧି ୬୪.୪%

ନୂଆଦିଲ୍ଲୀ,୩୦।୧୨: କ୍ରମାଗତ ଭାବେ ଘରୋଇ ବଜାର ରପ୍ତାନି କ୍ଷେତ୍ରର ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହୋଇଥିବା ବାଣିଜି୍ୟକ ଚୁକ୍ତି ଅନୁଯାୟୀ ଭାରତ ୨୦୨୪…

4 months ago
ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ

ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୨(ତପନ ସ୍ବାଇଁ): ଚଳିତବର୍ଷ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶାର ସୁଇମିଂ ସେନ୍‌ସେଶନ ପ୍ରତ୍ୟାଶା ରାୟ ଚେନ୍ନାଇରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂ ଓ…

4 months ago
ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ ଜାତୀୟ…

4 months ago
ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍‌ ପ୍ଲାଟ୍‌ଫର୍ମ ‘ଗ୍ରୀନ୍‌ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍‌ ରୋଡ୍‌ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ…

4 months ago
ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର ବୁଧବାର…

4 months ago
ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ। ସେହିପରି…

4 months ago
୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ କରିଛି।…

4 months ago
କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତିକାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

ନୂଆଦିଲ୍ଲୀ,୨୬ା୧୨: ଯେଉଁମାନେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ଆଗାମୀ ବଜେଟରେ ଏକ ବଡ ଉପହାର ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ ଦେଶର…

4 months ago
Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲOnline Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌ ରୁ…

4 months ago
ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତାହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି ଇଣ୍ଡିଆନ…

4 months ago