ବାଣିଜ୍ୟ

ଅମୂଲ କ୍ଷୀର ମୂଲ୍ୟ ବୃଦ୍ଧି: ମେ ୧ ରୁ ଲାଗୁ ହେବ ନୂଆ ଦର

ଅହମଦାବାଦ, ୩୦।୪: ମଦର ଡେରୀ ପରେ ଅମୂଲ ମଧ୍ୟ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି। ଗୁଜରାଟ କୋ-ଅପରେଟିଭ ମିଲ୍କ ମାର୍କେଟିଂ ଫେଡେରେସନ (ଜିସିଏମଏମଏଫ) ଘୋଷଣା କରିଛି ଯେ…

8 months ago

ମାର୍ଚ୍ଚରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୩.୭୩%କୁ ହ୍ରାସ: ଖାଦ୍ୟ ମୂଲ୍ୟ ବଦଳାଇଲା ସ୍ଥିତି

ନୂଆଦିଲ୍ଲୀ,୩୦।୪: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମାର୍ଚ୍ଚ ୨୦୨୫ରେ ୩.୭୩%କୁ ହ୍ରାସ ପାଇଛି, ଯାହା ଫେବୃଆରୀର ୪.୦୧% ତୁଳନାରେ କମ୍ ଅଟେ। ଏହା ଗତ ପାଞ୍ଚ ବର୍ଷରେ ସର୍ବନିମ୍ନ…

8 months ago

PM Kisan Yojana: ଅଟକିଯିବ ପିଏମ୍‌ କିଷାନର ୨୦ କିସ୍ତି ଟଙ୍କା? ଜାଣି ନିଅନ୍ତୁ କାରଣ…

ନୂଆଦିଲ୍ଲୀ,୩୦।୪: ଦେଶର କୋଟି କୋଟି ଚାଷୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ପାଉଛନ୍ତି। ଏହି ଯୋଜନା ଅଧୀନରେ ଚାଷୀମାନଙ୍କୁ ପ୍ରତିବର୍ଷ ୬,୦୦୦ ଟଙ୍କା ସହାୟତା…

8 months ago

ଭାରତ-ପାକିସ୍ତାନ ଯୁଦ୍ଧ ହେଲେ କେତେ ଖର୍ଚ୍ଚ କରିବ ଭାରତ? କାରଗିଲବେଳେ କରିଥିଲା ୧୦ହଜାର କୋଟି ଯାଏ ଖର୍ଚ୍ଚ!

ନୂଆଦିଲ୍ଲୀ,୩୦।୪: ଭାରତ ଓ ପାକିସ୍ତାନ ମଧ୍ୟରେ ଯଦି ଯୁଦ୍ଧ ହୁଏ, ତେବେ ଭାରତକୁ କେତେ ଖର୍ଚ୍ଚ ଉଠାବାକୁ ପଡିବ। ଏକ ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଏହି ଯୁଦ୍ଧର…

8 months ago

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ ୦.୫%…

8 months ago

ଟାଟା ପ୍ଲାଣ୍ଟରେ ଭାରତରେ ଆଇଫୋନ ଉତ୍ପାଦନ ଆରମ୍ଭ, ଟାରିଫ୍ ପ୍ରଭାବିତ ଚାଇନାଠୁ ଦୂରାଉଛି ଆପଲ

ନୂଆଦିଲ୍ଲୀ, ୨୯।୪: ଆପଲ ତାମିଲନାଡୁରେ ଟାଟା ଇଲେକ୍ଟ୍ରୋନିକ୍ସର ଏକ ନୂତନ ପ୍ଲାଣ୍ଟରେ ଆଇଫୋନ ଉତ୍ପାଦନ ଆରମ୍ଭ କରିଛି, ଏବଂ ବେଙ୍ଗାଲୁରୁରେ ଫକ୍ସକନ ଦ୍ୱାରା ପରିଚାଳିତ ଦ୍ୱିତୀୟ ପ୍ଲାଣ୍ଟ…

8 months ago

Gold Rate: ଅକ୍ଷୟ ତୃତୀୟା ପୂର୍ବଦିନ ଖସିଲା ସୁନାଦର! କାଲି ଏତେ କମିିଯିବ…

ନୂଆଦିଲ୍ଲୀ, ୨୯।୪: ଆନ୍ତର୍ଜାତୀୟ ବଜାରରେ ସୁନା ଦରରେ ବି ହ୍ରାସ ଦେଖାଦେଇଛି। ଏକ ରିପୋର୍ଟ ଅନୁସାରେ, ଗତ ଦୁଇ ଦିନରେ ସୁନାର ମୂଲ୍ୟ ପ୍ରାୟ ୩,୮୦୦ ଟଙ୍କା…

8 months ago

ଲିଟର ପିଛା ୨ ଟଙ୍କା ବଢ଼ିଲା କ୍ଷୀର ମୂଲ୍ୟ, ନୂତନ ଦର ତାଲିକା ଜାଣନ୍ତୁ

ଭୁବନେଶ୍ୱର, ୨୯।୪: ଦେଶର ଅଗ୍ରଣୀ କ୍ଷୀର ଉତ୍ପାଦନ କମ୍ପାନୀ ମଦର ଡେରୀ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ସମସ୍ତ ଅପରେଟିଂ ମାର୍କେଟରେ କ୍ଷୀର ମୂଲ୍ୟ ବୃଦ୍ଧି କରିଛି। କମ୍ପାନୀ…

8 months ago

ଏହି ୧୫ଟି ଦେଶର ଅର୍ଥନୀତି ଭାରତଠାରୁ ତୀବ୍ର ଗତିରେ ବୃଦ୍ଧି ପାଉଛି, ଶୀର୍ଷରେ ଥିବା ଦେଶ ହେଉଛି…

ନୂଆଦିଲ୍ଲୀ, ୨୯।୪: ଭାରତ ହେଉଛି ବିଶ୍ୱର ବୃହତ ଦେଶଗୁଡ଼ିକ ମଧ୍ୟରେ ସବୁଠାରୁ ଦ୍ରୁତ ବୃଦ୍ଧି ପାଉଥିବା ଅର୍ଥନୀତି। କିନ୍ତୁ ଯଦି ଆମେ ଛୋଟ ଦେଶଗୁଡ଼ିକୁ ମଧ୍ୟ ଅନ୍ତର୍ଭୁକ୍ତ…

8 months ago

ବଢିବ ATM ଫି ବୃଦ୍ଧି, ଗ୍ରାମୀଣ ବ୍ୟାଙ୍କ ଏକୀକରଣ: ଜାଣନ୍ତୁ ୨୦୨୫ ମେ ୧ ରୁ କ’ଣ ବଦଳିବ

ନୂଆଦିଲ୍ଲୀ,୨୮।୪: ୨୦୨୫ ମେ ୧ ରୁ ଦେଶବ୍ୟାପୀ ନାଗରିକଙ୍କୁ ପ୍ରଭାବିତ କରୁଥିବା କିଛି ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବ। ସବୁଠାରୁ ଉଲ୍ଲେଖନୀୟ ପରିବର୍ତ୍ତନ ହେଉଛି ଏଟିଏମ…

8 months ago