ବାଣିଜ୍ୟ

ବିଦେଶୀ କାରବାର ନେଇ ଚିନ୍ତାରେ ଇଣ୍ଡିଆ ଇଙ୍କ

ନୂଆଦିଲ୍ଲୀ, ୧୫। ୪ : ବିଦେଶରେ ନିଜର ୟୁନିଟ ସ୍ଥାପନା କରିଥିବା କମ୍ପାନୀଗୁଡିକ ଏବେ ଚିନ୍ତାରେ ଅଛନ୍ତି। କରୋନା ପାଇଁ ସାରା ବିଶ୍ୱ ଏବେ ଲକ୍‌ଡାଉନ ହୋଇଥିବା…

4 years ago

ପ୍ୟାକେଜ୍‌ ଆଶାରେ ଶିଳ୍ପଜଗତ

ନୂଆଦିଲ୍ଲୀ, ୧୫। ୪ : କରୋନା ଜନିତ ସଙ୍କଟକୁ କମ୍‌ କରିବା ଲାଗି ସାରା ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧିର ଆବଶ୍ୟକତାକୁ ଶିଳ୍ପ ଜଗତ ପକ୍ଷରୁ ସମର୍ଥନ…

4 years ago

ଦୋହଲିଯିବ ଅର୍ଥ ବ୍ୟବସ୍ଥାର ମେରୁଦଣ୍ଡ

ମୁମ୍ବାଇ, ୧୫। ୪ : କରୋନା ଭାଇରସ ପ୍ରଭାବକୁ କମାଇବା ଲାଗି ସରକାର ଗତ ୨୧ ଦିନ ଧରି ସାରା ଦେଶକୁ ଲକ୍‌ଡାଉନ କରି ରଖିଥିଲେ। ଏବେ…

4 years ago

୧.୯%କୁ ଖସିବ ଅଭିବୃଦ୍ଧି: ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ, ୧୫। ୪ : ୨୦୨୦-୨୧ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ହାର ୧.୯%କୁ ଖସିଯିବ ବୋଲି ଅନ୍ତର୍ଜାତୀୟ ମୁଦ୍ରପାଣ୍ଠି(ଆଇଏମ୍‌ଏଫ୍‌) ମଙ୍ଗଳବାର ଏହାର ପୂର୍ବାନୁମାନେ କହିଛି। ଚଳିତ…

4 years ago

ଲକ୍‌ଡାଉନ୍‌ର ପ୍ରଭାବ: ଭାରତର ଅଭିବୃଦ୍ଧି ହାର ରହିବ ଶୂନ ପ୍ରତିଶତ; ୨୩୪,୦୦ କୋଟି ଡଲାର କ୍ଷତି ସହିବ ଦେଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍‌ଡାଉନ୍‌ରେ ଜାରି ହୋଇଛି। ତେବେ ଏହାଦ୍ୱାରା ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଦୋହଲି ଯିବାର ଆଶଙ୍କା ରହିଛି ବୋଲି ବ୍ରିଟିଶ୍‌…

4 years ago

ସେକ୍ଟର ଭିତ୍ତିରେ ଆର୍ଥତ୍କ କାର୍ଯ୍ୟକଳାପ ଚାଲୁ ରଖିବାକୁ ପ୍ରସ୍ତାବ

ଭୁବନେଶ୍ୱର,୧୪।୪: କୋଭିଡ୍‌-୧୯ ମାମଲାଗୁଡିକୁ ବିଚାର କରି ସାରା ଦେଶକୁ ପ୍ରଥମେ ରେଡ୍‌, ଗ୍ରୀନ୍‌ ଭଳି ଅଞ୍ଚଳରେ ବିଭକ୍ତ କରିବାର ଆବଶ୍ୟକତା ରହିଛି। ଗ୍ରୀନ୍‌ ଅଞ୍ଚଳଗୁଡିକରେ ଆର୍ଥତ୍କ କାର୍ଯ୍ୟକଳାପକୁ…

4 years ago

ଗ୍ରାହକଙ୍କୁ ରେନୋର ସହାୟତା

ଭୁବନେଶ୍ୱର,୧୪।୪: କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ଚ୍ୟାଲେଞ୍ଜିଂ ସମୟରେ ରେନୋ ଇଣ୍ଡିଆ ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ବର୍ତ୍ତମାନ ଲକ୍‌ଡାଉନ ପାଇଁ ଗ୍ରାହକ ବିଭିନ୍ନ ସମସ୍ୟା ସାମ୍ନା…

4 years ago

କୋଭିଡ୍‌-୧୯ ଟିକା ପାଇଁ ଆଇଆଇଏଲ୍‌, ଗ୍ରିଫିଥ ବିଶ୍ୱବିଦ୍ୟାଳୟ ଚୁକ୍ତି

ଭୁବନେଶ୍ୱର,୧୪।୪: ଜାତୀୟ ଡେଏରୀ ବିକାଶ ବୋର୍ଡ(ଏନ୍‌ଡିଡିବି)ର ସହାୟକ ସଂସ୍ଥା ଇଣ୍ଡିଆନ ଇମ୍ୟୁନୋଲୋଜିକାକାଲ ଲିମିଟେଡ୍‌(ଆଇଆଇଏଲ୍‌), ହାଇଦ୍ରାବାଦ କୋଭିଡ୍‌-୧୯ ଟିକା ବିକାଶ କରିବା ଲାଗି ଆଗେଇ ଆସିଛି। ଏହା ଅଷ୍ଟ୍ରେଲିଆର…

4 years ago

ଜେଏସ୍‌ପିଏଲ୍‌ର ସହାୟତା

ଭୁବନେଶ୍ୱର,୧୪।୪: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସ୍ଥିତି ମୁକାବିଲା ଲାଗି ସରକାର,ସ୍ଥାନୀୟ ପ୍ରଶାସନ ଏବଂ ଲୋକମାନଙ୍କୁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ୍‌(ଜେଏସ୍‌ପିଏଲ୍‌) ସହାୟତାର ହାତ ବଢାଇଛି। ଓଡ଼ିଶାର ୩…

4 years ago

୪୭୦ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୪।୪: ସୋମବାର ଭାରତୀୟ ଶେୟାର ବଜାରରେ କାରବାର ପ୍ରଭାବିତ ସ୍ଥିତିରେ ରହିଛି। ଏହି ସମୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ କାରବାର ୪୭୦ ପଏଣ୍ଟ ଖସିଥିବା ବେଳେ ନ୍ୟାଶନାଲ…

4 years ago