ନୂଆଦିଲ୍ଲୀ, ୩।୪: କୋଭିଡ-୧୯ ବିରୋଧୀ ଲଢେଇରେ ରାମ୍କୋ ସିମେଣ୍ଟ ଯୋଗଦାନ ରଖିଥିବା ସୂଚନା ଦେଇଛି। କମ୍ପାନୀ ଓଡିଶା ସମେତ ତାମିଲନାଡୁ, କେରଳ, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା, କର୍ନାଟକ…
ଭୁବନେଶ୍ୱର, ୩।୪: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ (ନାଲ୍କୋ) ୨୦୧୯-୨୦ ଆର୍ଥିକ ବର୍ଷରେ ବକ୍ସାଇଟି ଏବଂ ଆଲୁମିନା ଉତ୍ପାଦନ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି। କମ୍ପାନୀ ୧୦୦%ରୁ…
ଭୁବନେଶ୍ୱର, ୩।୪: ବର୍ତ୍ତମାନର କରୋନା ଜନିତ ଲକ୍ଡାଉନ ସମୟରେ ଏଏସ୍ବିଏମ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନ୍ଲାଇନ କ୍ଲାସ ଶୁଭାରମ୍ଭ ହୋଇଛି।…
ମୁଡିସ୍ ଇନଭେଷ୍ଟର୍ସ ସର୍ଭିସ ଗୁରୁବାର ଭାରତୀୟ ବ୍ୟାଙ୍କଗୁଡିକ ଲାଗି ଆଉଟଲୁକ୍କୁ ନେଗେଟିଭ୍ କରିଛି। ଏହା ପୂର୍ବରୁ ଆଉଟଲୁକ୍ ଷ୍ଟେବଲ ବୋଲି ମୁଡିସ କହିଥିଲା। ବ୍ୟାଙ୍କଗୁଡିକର ଆସେଟ କ୍ୱାଲିଟି…
ଦେଶର ଆବାସ ରିୟଲ ଇଷ୍ଟେଟ କରୋନା ଯୋଗୁ କ୍ଷତିଗ୍ରସ୍ତ ହୋଇଛି। ଲକ୍ଡାଉନ ଯୋଗୁ ଏହି ଶିଳ୍ପର କାର୍ଯ୍ୟ ଏବେ ବନ୍ଦ ରହିଛି। ଏଥିଯୋଗୁ ୨୦୨୦ କ୍ୟାଲେଣ୍ଡର ବର୍ଷରେ…
କରୋନା ପ୍ରଭାବରେ ଯାତ୍ରୀବାହୀ ଯାନ ବିକ୍ରି ବୃହିତ ପରିମାଣର ହ୍ରାସ ଘଟିଛି। ଏହାବାଦ ୨ ଚକିଆ ବିକ୍ରି ଉପରେ ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଛି। ରିପୋର୍ଟ…
ବଜାରରୁ ଲକ୍ଡାଉନ ଉଠାଇ ଦେବାକୁ ଏଭଳି ସ୍ଥିତିରେ କେତେଜଣ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଆର୍ଥତ୍କ ସ୍ଥିତିକୁ ବିଚାର କରି ଲକ୍ଡାଉନ ଉଠାଇବା ନେଇ ସରକାର ବିଚାର…
ଭୁବନେଶ୍ୱର, ୩।୪: କୋଭିଡ୍-୧୯ ମୁକାବିଲା ଅଂଶସ୍ବରୂପ ଶୁକ୍ରବାରଠାରୁ ଜନଧନ ଖାତାରେ ମହିଳାଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରାଯିବା ନେଇ ସରକାର ପଦକ୍ଷେପ ନେଇଛନ୍ତି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ…
ଲଣ୍ଡନ,୨ା୪(ପି.ଟି.): ପ୍ରବାସୀ ଭାରତୀୟ କୋଟିପତି ଲକ୍ଷ୍ମୀ ଏନ୍. ମିତ୍ତଲ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଠିତ ପିଏମ୍-କେୟାର୍ସ ପାଣ୍ଠିକୁ ୧୦୦ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା କରିଛନ୍ତି।…
ନୂଆଦିଲ୍ଲୀ, ୨।୪: ୨୦୨୦-୨୧ ଆର୍ଥତ୍କ ବର୍ଷର ପ୍ରଥମ ଦିନରେ ଦେଶର ପୁଞ୍ଜି ବଜାର କାରବାର କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ କାରବାର ନିମ୍ନରେ…