ମୁମ୍ବାଇ,୧୮-୩ : ଦେଶର ପୁଞ୍ଜିବଜାରରେ କରୋନା ଆତଙ୍କ ଲାଗି ରହିଛି। ମଙ୍ଗଳବାର ମଧ୍ୟ ସେନ୍ସେକ୍ସରେ ଏହାର ନକାରାତ୍ମକ ପ୍ରଭାବ ପରିଲକ୍ଷିତ ହୋଇଛି। କରୋନା ଯୋଗୁ ମାନ୍ଦାବସ୍ଥା ସ୍ଥିତି…
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮-୩ :ପୂର୍ବତଟ ରେଳପଥ ଯାତ୍ରୀ ପରିବହନ କ୍ଷେତ୍ରରେ ବୃହତ୍ ସଂଖ୍ୟାରେ ହ୍ରାସ ଘଟିଛି। ଲୋକମାନେ ବୁକିଂ କରିଥିବା ସେମାନଙ୍କ ଟିକେଟ ବାତିଲ କରି ଦେଉଛନ୍ତି। ଗତ ୬…
ମୁମ୍ବାଇ,୧୮-୩: କରୋନା ଲାଗି ସତର୍କ ରହିବାକୁ ବିମାନ ଚଳାଚଳ କ୍ଷେତ୍ର ନିୟାମକ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ବିମାନ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇଛି। ପ୍ରତି ୨୪…
ମୁମ୍ବାଇ,୧୮-୩: କରୋନା ଯୋଗୁ ଅଟୋମୋବାଇଲ ଶିଳ୍ପରେ ପ୍ରତିଷେଧମୂଳକ ବ୍ୟବସ୍ଥା ଆରମ୍ଭ ହୋଇଛି। ଆମେରିକା ଭିତ୍ତିକ ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଫୋର୍ଡ ଏହାର ୧୦ ହଜାର କର୍ମଚାରୀଙ୍କୁ ଘରୁ…
ମୁମ୍ବାଇ,୧୮-୩: କରୋନା ଭାଇରସ୍ର ପ୍ରଭାବ ବିମାନ କମ୍ପାନୀଗୁଡିକ ଉପରେ ପରିଲକ୍ଷିତ ହୋଇଛି। ଗୋ ଏୟାର ଏହାର ଅନ୍ତର୍ଜାତୀୟ ଉଡାଣକୁ ବାତିଲ କରିଦେଇଛି। ଏହାବାଦ କମ୍ପାନୀ କେତେଜଣ କର୍ମଚାରୀଙ୍କୁ…
ମୁମ୍ବାଇ,୧୮-୩: କରୋନା ଯୋଗୁ ଉତ୍ପାଦନ ହ୍ରାସ ଏବଂ ସାମଗ୍ରୀର ଦରଦାମ ବଢ଼ିବା ଭଳି ସମସ୍ୟାକୁ କମ୍ କରିବା ଲାଗି ଅର୍ଥ ବ୍ୟବସ୍ଥାକୁ ସହାୟତା କରିବାର ଆବଶ୍ୟକତା ରହିଛି।…
ନୂଆଦିଲ୍ଲୀ,୧୮-୩: କରୋନା ମହାମାରୀର ପ୍ରଭାବ ଯୋଗୁ ସାରା ବିଶ୍ୱରେ ବିମାନ ଶିଳ୍ପ ଏବେ ପ୍ରଭାବିତ ସ୍ଥିତିରେ ରହିଛି। ଏଭଳି ସମସ୍ୟା ଆଗାମୀ ମେ’ ମାସ ଯାଏ ଯଦି…
ନୂଆଦିଲ୍ଲୀ,୧୮-୩: କରୋନାର ପ୍ରଭାବରେ ଆମେରିକା ଅର୍ଥ ବ୍ୟବସ୍ଥା ଉପରେ ସଙ୍କଟ ସ୍ଥିତି ମାଡି ଆସୁଛି। ଷ୍ଟକ ବଜାର କାରବାର ଏବଂ ଅର୍ଥନୈତିକ କାର୍ଯ୍ୟକଳାପ ଗଭୀର ଭାବେ ପ୍ରଭାବିତ…
ମୁମ୍ବାଇ,୧୮-୩: ଶେୟାର ବଜାରରେ କାରବାର ଖସିବା ଯୋଗୁ ୨ ଦିନରେ ନିବେଶକ ୯.୭୪ ଲକ୍ଷ କୋଟି ଟଙ୍କା କ୍ଷତି ସହିଛନ୍ତି। ବଜାରର ସୁରକ୍ଷିତ ନିବେଶ ଏବେ ଅସୁରକ୍ଷିତ…
ନୂଆଦିଲ୍ଲୀ,୧୮-୩: ଆଇସ୍କ୍ରିମ ଦ୍ୱାରା କରୋନା ସଂକ୍ରମଣ ହେବାର ଗୁଜବ ହେଉଛି। ଏହା ଦ୍ୱାରା ଆଇସ୍କ୍ରିମ ଶିଳ୍ପ ବିକ୍ରି ପ୍ରଭାବିତ ହୋଇଛି। ଏହାକୁ ନେଇ ଶିଳ୍ପ ପକ୍ଷରୁ ଉଦ୍ବେଗ…