ବାଣିଜ୍ୟ

ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୨୭-୧୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ)ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବ୍ୟାଙ୍କଗୁଡିକର ଆର୍ଥତ୍କ ପରଫରମାନ୍ସ ଏବଂ…

5 years ago

ଟାଟା ସନ୍ସ ଅଧ୍ୟକ୍ଷ ପଦବୀକୁ ଫେରିବାକୁ ଇଚ୍ଛୁକ ନୁହନ୍ତି ମିସ୍ତ୍ରି

ନୂଆଦିଲ୍ଲୀ,୨୬।୧୨: ଟାଟା ସନ୍ସର ଅଧ୍ୟକ୍ଷ ପଦବୀକୁ ପୁଣି ଫେରିବାକୁ ସାଇରସ ମିସ୍ତ୍ରି ଇଚ୍ଛୁକ ନ ଥିବା ଜଣାପଡିଛି। ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମରେ ଏ ସମ୍ପର୍କରେ ଏକ…

5 years ago

ଜିଏସ୍‌ଟି ସ୍ଲାବ୍‌ ୩କୁ ଖସିପାରେ

ନୂଆଦିଲ୍ଲୀ,୨୬।୧୨: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି)ରେ ଏବେ ୪ଟି ସ୍ଲାବ ରହିଛି। ଏହାକୁ ସରକାର ୩କୁ ହ୍ରାସ କରିପାରନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ…

5 years ago

ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ ଉପରେ ୨୩୦ କୋଟି ଟଙ୍କାର ଜରିମାନା

ନୂଆଦିଲ୍ଲୀ,୨୬।୧୨: ଜନ୍‌ସନ ଆଣ୍ଡ ଜନ୍‌ସନ୍‌ କମ୍ପାନୀ ଉପରେ ନ୍ୟାଶନାଲ ଆଣ୍ଟି ପ୍ରଫିଟିୟରିଂ ଅଥରିଟି (ଏନ୍‌ଏଏ) ୨୩୦.୪୧ କୋଟି ଟଙ୍କାର ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଏସ୍‌ଟି ହ୍ରାସ…

5 years ago

ରେଳ ଯାତ୍ରୀ ଭଡା ବଢିବା ସମ୍ଭାବନା

ନୂଆଦିଲ୍ଲୀ,୨୫-୧୨: ଭାରତୀୟ ରେଲଓ୍ବେ ପକ୍ଷରୁ ଚଳିତ ସପ୍ତାହରେ ଯାତ୍ରୀ ଭଡା ବଢାଇବା ନେଇ ସମ୍ଭାବନା ରହିଛି। କିଲୋମିଟର ପିଛା ଏହା ୫ରୁ ୪୦ ପଇସା ମୂଲ୍ୟ ବଢିପାରେ…

5 years ago

ଏମ୍‌ଏସ୍‌ଏମ୍‌ଙ୍କ ଯୋଗଦାନ ୨ ଟ୍ରିଲିୟନ ଡଲାର ବୃଦ୍ଧି ଲକ୍ଷ୍ୟ

ନୂଆଦିଲ୍ଲୀ,୨୫-୧୨: ଆଗାମୀ ୨୦୨୪ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଲକ୍ଷ କୋଟି ଡଲାର କରିବାକୁ ସରକାର ଯୋଜନା ରଖିଛନ୍ତି। ଏହି ସମୟ ମଧ୍ୟରେ ଦେଶର ଅଣୁ,କ୍ଷୁଦ୍ର…

5 years ago

ବର୍ଷକରେ ୭୧,୫୪୩ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୨୫-୧୨: ୨୦୧୮-୧୯ ଆର୍ଥତ୍କ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ୭୪% ବଢିଛି। ଏହି ଠକେଇରେ ୭୧,୫୪୩ କୋଟି ଟଙ୍କା ଜଡିତ ଥିବା ଜଣାପଡିଛି। ୨୦୧୭-୧୮ରେ ବ୍ୟାଙ୍କଗୁଡିକରେ ଠକେଇ…

5 years ago

ଏମ୍‌ଏସ୍‌ଏମ୍‌ଇ ପାଇଁ ଆସିପାରେ ଷ୍ଟ୍ରେସ୍‌ ଆସେଟ୍‌ ଫଣ୍ଡ

ନୂଆଦିଲ୍ଲୀ,୨୫-୧୨: ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ଏକ ଷ୍ଟ୍ରେସ ଆସେଟ୍‌ ଫଣ୍ଡ ସରକାର ଗଠନ କରିପାରନ୍ତି। ଏହାକୁ ୫୦୦୦ କୋଟି ଟଙ୍କା ପୁଞ୍ଜି ସହାୟତାରେ ଗଠନ…

5 years ago

କ୍ଷୁଦ୍ର ଡିଜିଟାଲ ନେଣଦେଣ ପାଇଁ ଆର୍‌ବିଆଇର ନୂଆ ବ୍ୟବସ୍ଥା

ନୂଆଦିଲ୍ଲୀ,୨୫-୧୨: କ୍ଷୁଦ୍ର ଡିଜିଟାଲ ନେଣଦେଣ ଲାଗି ରିଜର୍ଭ ବ୍ୟାଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା ଆରମ୍ଭ ହୋଇଛି। ସାମଗ୍ରୀ ଓ ସେବା କ୍ରୟ ଲାଗି ନୂଆ ସେମି କ୍ଲୋଜଡ…

5 years ago

ଦେବାଳିଆ ଆଇନରେ ସଂଶୋଧନ ଲାଗି ଅଧ୍ୟାଦେଶକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୧୨: ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ବା ଦେବାଳିଆ ଆଇନରେ ସଂଶୋଧନ ଆଣିବା ଲାଗି କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଙ୍ଗଳବାର ଅଧ୍ୟାଦେଶକୁ ମଞ୍ଜୁରୀ ଦିଆଯାଇଛି। ଇଜ୍‌ ଅଫ୍‌…

5 years ago