ବାଣିଜ୍ୟ

ପ୍ରାକ ବଜେଟ ପରାମର୍ଶ ପ୍ରକ୍ରିୟା;ଆଜି ଅଂଶୀଦାରଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୬-୧୨: ଆର୍ଥତ୍କ ବର୍ଷ ୨୦୨୦-୨୧ର ସାଧାରଣ ବଜେଟ ଲାଗି ପ୍ରାକ୍‌ ବଜେଟ ପରାମର୍ଶ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହେଉଛି। ଏଥିଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅଂଶୀଦାରଙ୍କୁ ଭେଟିବେ।…

5 years ago

ସତର୍କ କରାଇଲେ ପୂର୍ବତନ ସିଇଏ;ଆଇସିୟୁକୁ ଯାଉଛି ଅର୍ଥ ବ୍ୟବସ୍ଥା

କେମ୍ବ୍ରିଜ,୧୫-୧୨: ଭାରତ ଏବେ ମାନ୍ଦାବସ୍ଥା ସହ ଜୁଝୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପୂର୍ବତନ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ ସତର୍କ କରାଇଛନ୍ତି।…

5 years ago

ଶିଳ୍ପ ସଂଘ ଫିକିର ଦାବି;ଆୟକର ସ୍ଲାବରେ ସଂଶୋଧନ ହେଉ

ନୂଆଦିଲ୍ଲୀ,୧୫-୧୨: ୨୦୨୦-୨୧ ଆର୍ଥତ୍କ ବର୍ଷର ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଆସିପାରେ। ଏହି ସମୟରେ ୩୧ ଜାନୁୟାରୀରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ ବୋଲି ଅର୍ଥ ମନ୍ତ୍ରଣାଳୟର…

5 years ago

୨୧ ଗୁରୁତ୍ୱପୂର୍ଣ୍ଣ ଔଷଧର ମୂଲ୍ୟ ବଢିବ

ନୂଆଦିଲ୍ଲୀ,୧୫-୧୨: ଆଣ୍ଟି ବାୟୋଟିକ, ଆଣ୍ଟି ଆଲର୍ଜିକ, ମ୍ୟାଲେରିଆ ଏବଂ ଭିଟାମିନ ସି ଭଳି ୨୧ ଗୁରୁତ୍ୱପୂର୍ଣ୍ଣ ଔଷଧର ମୂଲ୍ୟ ବଢିବ। ଏହି ଔଷଧର ମୂଲ୍ୟ ୫୦% ବଢାଇବା…

5 years ago

ରପ୍ତାନିରେ ହ୍ରାସ ଧାରା ଜାରି

ନୂଆଦିଲ୍ଲୀ,୧୫-୧୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ପଞ୍ଚମ ଥର ଲାଗି ରପ୍ତାନିରେ ହ୍ରାସ ଘଟିଛି। ଚଳିତ ବର୍ଷ ନଭେମ୍ବରରେ ଦେଶ ମଧ୍ୟରୁ ରପ୍ତାନି ୦.୩୨% ଖସିଛି।…

5 years ago

ଚାହିଦା ବୃଦ୍ଧି ଉପରେ କେନ୍ଦ୍ରର ଫୋକସ

ନୂଆଦିଲ୍ଲୀ,୧୪-୧୨: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଜିଡ଼ିପି ଅଭିବୃଦ୍ଧି ସେପ୍ଟେମ୍ବର ତ୍ରୈମାସରେ ୬ ବର୍ଷର ସର୍ବନିମ୍ନ ସ୍ତର ୪.୫%କୁ ଖସିଛି। ଏଭଳି ସ୍ଥିତିରେ ଘରୋଇ ବଜାରରେ…

5 years ago

ଜାନୁୟାରୀରୁ ଯାନ ଦର ବଢାଇବ ହିରୋ ମୋଟୋକର୍ପ

ନୂଆଦିଲ୍ଲୀ,୧୪-୧୨: ଆସନ୍ତା ଜାନୁୟାରୀରୁ ଯାନ ଦର ବଢାଇବା ନେଇ ହିରୋମୋଟୋକର୍ପ ପକ୍ଷରୁ ଘୋଷଣା କରାଯାଇଛି। ଏହା ଦ୍ୱାରା କମ୍ପାନୀର ବିଭିନ୍ନ ମଡେଲଗୁଡିକ ପ୍ରାୟ ୨୦୦୦ ଟଙ୍କା ମହଙ୍ଗା…

5 years ago

ଫୋର୍ବସ ପ୍ରଭାବଶାଳୀ ମହିଳା ତାଲିକାରେ ସୀତାରାମନ

ନୂଆଦିଲ୍ଲୀ,୧୪-୧୨: ଫୋର୍ବସ ପକ୍ଷରୁ ପ୍ରକାଶିତ ବିଶ୍ୱର ୧୦୦ ସବୁଠାରୁ ପ୍ରଭାବଶାଳୀ ମହିଳା ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୩୪ତମ ସ୍ଥାନରେ ରହିଛନ୍ତି। ସେହିଭଳି ଅନ୍ୟ ଭାରତୀୟ ମହିଳାଙ୍କ…

5 years ago

ଜିଏସ୍‌ଟି ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରୟା ରଖିଲେ ନିର୍ମଳା

ନୂଆଦିଲ୍ଲୀ,୧୪-୧୨: ଜିଏସ୍‌ଟି କାଉନସିଲ ବୈଠକ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଅର୍ଥମନ୍ତ୍ରୀ ସୀତାରାମନ ଜିଏସ୍‌ଟି ବୃଦ୍ଧି ପ୍ରସଙ୍ଗକୁ ନେଇ ପ୍ରତିକ୍ରୟା ରଖିଛନ୍ତି। ସେ କହିଛନ୍ତି,…

5 years ago

ଜିଡ଼ିପିି ପୂର୍ବାନୁମାନ କମାଇଲେ ମୁଡିସ୍‌,ଡିବିଏସ୍‌

ନୂଆଦିଲ୍ଲୀ,୧୪-୧୨: ମୁଡିସ ଇନଭେଷ୍ଟର୍ସ ସର୍ଭିସ ଶୁକ୍ରବାର ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଜିଡ଼ିପି ଅଭିବୃଦ୍ଧି ପୂର୍ବାନୁମାନକୁ ୫.୬%କୁ ଖସାଇଛି। ନିବେଶ ଏବଂ ନିଯୁକ୍ତି ହାର ମନ୍ଥରକୁ…

5 years ago