ବାଣିଜ୍ୟ

ଟ୍ରେଡ ଡିଲ୍‌ ଲାଗି ଆମେରିକା-ଚାଇନାର ସହମତି

ନୂଆଦିଲ୍ଲୀ,୧୪-୧୨: ପ୍ରଥମ ପର୍ଯ୍ୟାୟ ଟ୍ରେଡ ଡିଲ ଲାଗି ଆମେରିକା ଏବଂ ଚାଇନା ସହମତି ପ୍ରକାଶ କରିଛନ୍ତି। ଏହି ଚୁକ୍ତି ସମ୍ପାଦିତ ହେଲେ ଗତ ୧୭ ମାସ ଧରି…

5 years ago

ଭୁବନେଶ୍ୱର ମିନି ଅଟୋ ଏକ୍ସପୋ -୨୦୧୯

ଭୁବନେଶ୍ୱର,୧୪-୧୨: ମିନି ଅଟୋ ଏକ୍ସପୋ ୨୦୧୯ ସ୍ଥାନୀୟ ଶହୀଦନଗରସ୍ଥିତ ଦୁର୍ଗାପୂଜା ପଡିଆଠାରେ ଶୁକ୍ରବାର ଶୁଭାରମ୍ଭ ହୋଇଛି। ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଏକ୍ସପୋ…

5 years ago

ଆର୍‌ବିଆଇ କେନ୍ଦ୍ରୀୟ ବୋର୍ଡର ବୈଠକ;ଅର୍ବାନ କୋଅପରେଟିଭ ବ୍ୟାଙ୍କ ପରିଚାଳନା ନେଇ ସମୀକ୍ଷା

ଭୁବନେଶ୍ୱର,୧୪-୧୨(ପି.ଟି): ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) କେନ୍ଦ୍ରୀୟ ବୋର୍ଡ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଅର୍ବାନ କୋଅପରେଟିଭ ବ୍ୟାଙ୍କଗୁଡିକର ପରିଚାଳନା ଧାରା ଏବଂ ଏ…

5 years ago

ୟୁନୋ ଉପଭୋକ୍ତାଙ୍କ ସଂଖ୍ୟା ୧୬ ନିୟୁତ ଟପିଲା

ଭୁବନେଶ୍ୱର,୧୪-୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଡିଜିଟାଲ ପ୍ଲାଟଫର୍ମ ୟୋନୋର ୟୁଜର ବେସ୍‌ ବା ଉପଭୋକ୍ତା ସଂଖ୍ୟା ୧୬ ନିୟୁତ ଟପିଥିବା ଜଣାପଡିଛି। ଶୁଭାରମ୍ଭ ହେବାର…

5 years ago

୩ ବର୍ଷର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୩-୧୨: ନଭେମ୍ବରରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୩ ବର୍ଷର ସର୍ବୋଚ୍ଚ ସ୍ତର ୫.୫୪% ସ୍ତର ଛୁଇଁଛି। ଖାଦ୍ୟ ସାମଗ୍ରୀ ଦର ବଢିବାରୁ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି।…

5 years ago

ଶିଳ୍ପ କ୍ଷେତ୍ର ଉତ୍ପାଦନ ହ୍ରାସ ଧାରା ଜାରି

ନୂଆଦିଲ୍ଲୀ,୧୩-୧୨: ମାନ୍ଦାବସ୍ଥା ଦେଶର ଅର୍ଥ ବ୍ୟବସ୍ଥାକୁ ଏବେ ମଧ୍ୟ ଜାବୁଡି ଧରିଛି। ଏହାର ପ୍ରଭାବରେ ଲଗାତର ତୃତୀୟ ମାସ ଲାଗି ଦେଶର ଉଦ୍ୟୋଗଗୁଡିକର ଉତ୍ପାଦନ ଖସିଛି। ଚଳିତ…

5 years ago

ଜିଡିପି ହ୍ରାସକୁ ନେଇ ଚିନ୍ତିତ ନୁହେଁ:ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ,୧୩-୧୨: ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ଏବେ ହ୍ରାସ ଘଟିଛି। ହେଲେ ଏହାକୁ ନେଇ ବିଶେଷ ଚିନ୍ତିତ ନୁହେଁ ବୋଲି ପୂର୍ବତନ ରାଷ୍ଟ୍ରପତି…

5 years ago

ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକିବେ ସରକାର

ନୂଆଦିଲ୍ଲୀ,୧୩-୧୨: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନର ଅଂଶଧନ ବିକ୍ରି ନେଇ ରହିଥିବା ପ୍ରସ୍ତାବ ଅନ୍ତର୍ଗତ ଏଭଳି କାର୍ଯ୍ୟକ୍ରମ…

5 years ago

କଲ୍‌,ଡାଟା ଉପରେ ନ୍ୟୂନତମ ଚାର୍ଜ ଉପରେ ବିଚାର ହେବ

ନୂଆଦିଲ୍ଲୀ,୧୩-୧୨: କଲ୍‌ ଏବଂ ଡାଟା ଉପରେ ନୂ୍ୟନତମ ଚାର୍ଜ ଲାଗୁ କରିବା ଲାଗି ଟେଲିକମ ଶିଳ୍ପ ପକ୍ଷରୁ ହୋଇଥିବା ଦାବିକୁ ନିୟାମକ ଟ୍ରାଇ ବିଚାର କରିବ ବୋଲି…

5 years ago

ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ ଲାଗି କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ:ସୀତାରାମନ

ନୂଆଦିଲ୍ଲୀ,୧୩-୧୨: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ରାଜ୍ୟଗୁଡିକୁ କ୍ଷତିପୂରଣ ପ୍ରଦାନ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଗୁରୁବାର କହିଛନ୍ତି।…

5 years ago