ବାଣିଜ୍ୟ

ସରକାରଙ୍କ ଉପରେ ବର୍ଷିଲେ ରଘୁରାମ ରାଜନ

ନୂଆଦିଲ୍ଲୀ, ୯ା୧୨:ଦେଶର ଅର୍ଥ ବ୍ୟବସ୍ଥା ଏବେ ମାନ୍ଦାବସ୍ଥା କବଳରେ ରହିଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି। ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ…

5 years ago

ଏୟାରଟେଲ୍‌ ଉପଭୋକ୍ତା ଏବେ ସମସ୍ତ ନେଟଓ୍ବର୍କକୁ କରିପାରିବେ ଅନ୍‌ଲିମିଟେଡ୍‌ ଫ୍ରି କଲ୍‌

ନୂଆଦିଲ୍ଲୀ,୭।୧୨: ଟେଲିକମ କମ୍ପାନୀଙ୍କ କଲ୍‌ ରେଟ୍‌କୁ ନେଇ ଏବେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଉଛନ୍ତି। ଏତିକି ବେଳେ କିନ୍ତୁ ଏୟାରଟେଲ ତା’ ଉପଭୋକ୍ତାଙ୍କ ପାଇଁ ଆଣିଛି…

5 years ago

ସରକାରୀ ପ୍ରୋତ୍ସାହନ ନ ମିଳିଲେ ବନ୍ଦ ହୋଇଯିବ ଭୋଡାଫୋନ-ଆଇଡିଆ

ନୂଆଦିଲ୍ଲୀ,୭-୧୨: ଟେଲିକମ୍‌ କମ୍ପାନୀଗୁଡିକ ଏବେ ପ୍ରଭାବିତ ସ୍ଥିତିରେ ରହିଛନ୍ତି। କମ୍ପାନୀଗୁଡିକ ଉପରେ ଏବେ ବୃହତ୍‌ ଋଣ ବୋଝ ରହିଥିବାରୁ କାର୍ଯ୍ୟ ପରିଚାଳନା କରିବା କଷ୍ଟକର ହୋଇପଡିଛି। ଏଭଳି…

5 years ago

ଚାହିଦା ପୂରଣ ଲାଗି ପିଆଜ ଆମଦାନୀ କରୁଛି ଏମ୍‌ଏମ୍‌ଟିସି

ନୂଆଦିଲ୍ଲୀ,୭-୧୨: ରାଷ୍ଟ୍ରାୟତ୍ତ ଟ୍ରେଡିଂ କମ୍ପାନୀ ଏମ୍‌ଏମ୍‌ଟିସି ବିଦେଶରୁ ପିଆଜ ଆମଦାନୀ କରୁଛି। ଚାହିଦା ପୂରଣ ଏବଂ ଦରବୃଦ୍ଧିକୁ ରୋକିବା ଲାଗି ଏମଏମ୍‌ଟିସି ଏଭଳି ପଦକ୍ଷେପ ଗ୍ରହଣ କରୁଥିବା…

5 years ago

୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କଲା ମାରୁତି

ନୂଆଦିଲ୍ଲୀ,୭-୧୨: କେତେକ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାରୁତି ସୁଜୁକି ଇଣ୍ଡିଆ ଏହାର ୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କରି ନେଇଛି। ଏହି ଯାନଗୁଡିକ ସିଆଜ, ଏର୍ଟିଗା ଏବଂ…

5 years ago

ଚବିଶ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୭-୧୨: ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ନୂଆ ପଦକ୍ଷେପ ହାତକୁ ନେଇଛି। ଏହି ଯୋଜନା ଅନ୍ତର୍ଗତ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ୍‌ସ ଟ୍ରାନ୍ସଫର (ଏନ୍‌ଇଏଫ୍‌ଟି)…

5 years ago

ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ନିଯୁକ୍ତି ହରାଇଲେ ୧ ଲକ୍ଷ

ନୂଆଦିଲ୍ଲୀ,୭-୧୨: ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ଗତ ବର୍ଷେ ମଧ୍ୟରେ ୧ ଲକ୍ଷ ଅସ୍ଥାୟୀ କର୍ମଚାରୀ ନିଯୁକ୍ତି ହରାଇଛନ୍ତି। ଅକ୍ଟୋବର ୨୦୧୮ ଠାରୁ ଚଳିତ ବର୍ଷ ଜୁଲାଇ ମଧ୍ୟରେ…

5 years ago

ପିଏମ୍‌ସି ଠକେଇର ଫୋରେନସିକ ଅଡିଟ୍‌ ରିପୋର୍ଟ ଶୀଘ୍ର

ମୁମ୍ବାଇ,୬-୧୨: ଠକେଇ ଦ୍ୱାରା ପ୍ରଭାବିତ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କର ଫରେନସିକ ରିପୋର୍ଟ ଚଳିତ ମାସ ଶେଷ ସୁଦ୍ଧା ଆସିବ ବୋଲି ରିଜର୍ଭ ବ୍ୟାଙ୍କ କହିଛି।…

5 years ago

ରେକର୍ଡ ସ୍ତରରେ ବିଦେଶୀ ମୁଦ୍ରା ଭଣ୍ଡାର

ମୁମ୍ବାଇ,୬-୧୨: ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ନୂଆ ରେକର୍ଡ ସ୍ତର ଛୁଇଁଛି। ଏହି ସମୟରେ ଏହା ୪୫୧.୭ ବିଲିୟନ ଡଲାରକୁ ବୃଦ୍ଧି ଘଟିଛି। ଚଳିତ ଆର୍ଥତ୍କ ବର୍ଷ…

5 years ago

ନୂଆ ପ୍ରିପେଡ କାର୍ଡ ଆଣିବାକୁ ଆର୍‌ବିଆଇର ପ୍ରସ୍ତାବ

ମୁମ୍ବାଇ,୬-୧୨: କେନ୍ଦ୍ରୀୟ ବ୍ୟାଙ୍କ ନୂଆ ପ୍ରିପେଡ ପେମେଣ୍ଟ ଇନଷ୍ଟ୍ରୁମେଣ୍ଟ (ପିପିଆଇ) ଲାଗୁ କରିବାକୁ ପ୍ରସ୍ତାବ ଦେଇଛି। ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ସାମଗ୍ରୀ ଏବଂ ସେବା କ୍ଷେତ୍ରରେ…

5 years ago