Advertisement

ବାଣିଜ୍ୟ

କ୍ରେଡିଟ୍ କାର୍ଡ ଉପରେ ଫି ବଢ଼ାଇଲା ଏସବିଆଇ: ଏହି ତାରିଖରୁ ହେବ ଲାଗୁକ୍ରେଡିଟ୍ କାର୍ଡ ଉପରେ ଫି ବଢ଼ାଇଲା ଏସବିଆଇ: ଏହି ତାରିଖରୁ ହେବ ଲାଗୁ

କ୍ରେଡିଟ୍ କାର୍ଡ ଉପରେ ଫି ବଢ଼ାଇଲା ଏସବିଆଇ: ଏହି ତାରିଖରୁ ହେବ ଲାଗୁ

ନୂଆଦିଲ୍ଲୀ,୮।୧୦: ଖୁବଶୀଘ୍ର ଭାରତୀୟ ଷ୍ଟେଟ ବ୍ୟାଙ୍କ ଏହାର କ୍ରେଡିଟ୍ କାର୍ଡ ସର୍ଭିସ ଉପରେ ଫି ବଢାଇବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ୟୁଟିଲିଟି ବିଲ୍ ପେମେଣ୍ଟ ଏବଂ ଫାଇନାନ୍ସ…

7 months ago
ନଭେମ୍ବର ୧୫ରେ ସରିବ ପିଜିଡିଏସ୍‌ର ଆବେଦନ ପ୍ରକ୍ରିୟାନଭେମ୍ବର ୧୫ରେ ସରିବ ପିଜିଡିଏସ୍‌ର ଆବେଦନ ପ୍ରକ୍ରିୟା

ନଭେମ୍ବର ୧୫ରେ ସରିବ ପିଜିଡିଏସ୍‌ର ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୮।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଫେସର ଘନଶ୍ୟାମ ଦାଶ ସ୍କଲାରଶିପ୍‌ (ପିଜିଡିଏସ୍‌) ର ୨୦ତମ ସଂସ୍କରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି…

7 months ago
ନିବେଶକ ହରାଇଲେ ୯ଲକ୍ଷ କୋଟିନିବେଶକ ହରାଇଲେ ୯ଲକ୍ଷ କୋଟି

ନିବେଶକ ହରାଇଲେ ୯ଲକ୍ଷ କୋଟି

ମୁମ୍ବାଇ,୮।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାର କାରବାର ଉପରେ ପଡୁଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ବଡ…

7 months ago
ବେଦାନ୍ତ ପକ୍ଷରୁ ଜାତୀୟ ପୋଷଣ ମାସବେଦାନ୍ତ ପକ୍ଷରୁ ଜାତୀୟ ପୋଷଣ ମାସ

ବେଦାନ୍ତ ପକ୍ଷରୁ ଜାତୀୟ ପୋଷଣ ମାସ

ଭୁବନେଶ୍ୱର,୮।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ପୋଷଣ ମାସ ନିକଟରେ ପାଳିତ ହୋଇଯାଇଛି। ଏପରିକି ଏହା ସମ୍ପୂର୍ଣ୍ଣ ଗୋଷ୍ଠୀ…

7 months ago
ଡ୍ରିମ୍‌ସରେ ହ୍ୟୁଣ୍ଡାଇ ମୋଟର୍ସର କ୍ୟାମ୍ପସ ଚୟନଡ୍ରିମ୍‌ସରେ ହ୍ୟୁଣ୍ଡାଇ ମୋଟର୍ସର କ୍ୟାମ୍ପସ ଚୟନ

ଡ୍ରିମ୍‌ସରେ ହ୍ୟୁଣ୍ଡାଇ ମୋଟର୍ସର କ୍ୟାମ୍ପସ ଚୟନ

ଭୁବନେଶ୍ୱର,୮।୧୦ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଶିଳ୍ପ ତାଲିମ କେନ୍ଦ୍ର (ଡ୍ରିମ୍‌ସ ଆଇଟିଆଇ)ର ସଂଖ୍ୟାଧିକ ଛାତ୍ର ରେକର୍ଡସଂଖ୍ୟକ କ୍ୟାମ୍ପସ ନିଯୁକ୍ତି ହାସଲ…

7 months ago
ସଚିନ ବିଓବିର ଗ୍ଲୋବାଲ ବ୍ରାଣ୍ଡ୍‌ ଆମ୍ବାସାଡରସଚିନ ବିଓବିର ଗ୍ଲୋବାଲ ବ୍ରାଣ୍ଡ୍‌ ଆମ୍ବାସାଡର

ସଚିନ ବିଓବିର ଗ୍ଲୋବାଲ ବ୍ରାଣ୍ଡ୍‌ ଆମ୍ବାସାଡର

ନୂଆଦିଲ୍ଲୀ,୮।୧୦: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଗ୍ଲୋବାଲ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ କିମ୍ବଦନ୍ତୀ କ୍ରିକେଟିୟର ସଚିନ ତେନ୍ଦୁଲକରଙ୍କୁ ଚୟନ କରାଯାଇଛି। ଏପରିକି ସଚିନଙ୍କୁ ନେଇ ବ୍ୟାଙ୍କ ପକ୍ଷରୁ ‘ପ୍ଲେ…

7 months ago

ଜି୬ ହସ୍ପିଟାଲିଟିକୁ ଅଧିଗ୍ରହଣ କରିବ ଓରାଭେଲ ଷ୍ଟେଜ

ନୂଆଦିଲ୍ଲୀ,୮।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଓରାଭେଲ ଷ୍ଟେଜ୍‌ ଏବଂ ଜି୬ ହସ୍ପିଟାଲିଟି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଏହା ଏକ ନଗଦ…

7 months ago
ପୁଣି ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ: ଖୁବଶୀଘ୍ର ପାର କରିଯିବ ୮୦ ହଜାରପୁଣି ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ: ଖୁବଶୀଘ୍ର ପାର କରିଯିବ ୮୦ ହଜାର

ପୁଣି ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ: ଖୁବଶୀଘ୍ର ପାର କରିଯିବ ୮୦ ହଜାର

ମୁମ୍ବାଇ,୭।୧୦: ବଢିଚାଲିଛି ସୁନା ଦାମ୍। ସୋମବାର ପୁଣି ରେକର୍ଡ ଭାଙ୍ଗିଛି ସୁନା ମୂଲ୍ୟ। ସୋମବାର ସୁନା ମୂଲ୍ୟରେ ୨୫୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମକୁ ୭୮…

7 months ago
ଯୁଦ୍ଧ ପରେ ଚାଇନା ପ୍ରଭାବ: ତଳମୁହାଁ ଭାରତୀୟ ପୁଞ୍ଜି ବଜାର, ଲକ୍ଷାଧିକ କୋଟି ଟଙ୍କା ହରାଇଲେଣି ନିବେଶକଯୁଦ୍ଧ ପରେ ଚାଇନା ପ୍ରଭାବ: ତଳମୁହାଁ ଭାରତୀୟ ପୁଞ୍ଜି ବଜାର, ଲକ୍ଷାଧିକ କୋଟି ଟଙ୍କା ହରାଇଲେଣି ନିବେଶକ

ଯୁଦ୍ଧ ପରେ ଚାଇନା ପ୍ରଭାବ: ତଳମୁହାଁ ଭାରତୀୟ ପୁଞ୍ଜି ବଜାର, ଲକ୍ଷାଧିକ କୋଟି ଟଙ୍କା ହରାଇଲେଣି ନିବେଶକ

ମୁମ୍ବାଇ,୭।୧୦: ମଧ୍ୟପ୍ରାଚ୍ୟ ବଡ଼ ଯୁଦ୍ଧାମୁହାଁ ହେଉଥିବା ବେଳେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ପ୍ରଭାବରେ ଆମେରିକା, ୟୁରୋପ ସମେତ ଏସିଆ ପୁଞ୍ଜି ବଜାରରେ…

7 months ago
କୋଇଲାରୁ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ କରିବାରେ ଇଂଲଣ୍ଡ ପ୍ରଥମକୋଇଲାରୁ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ କରିବାରେ ଇଂଲଣ୍ଡ ପ୍ରଥମ

କୋଇଲାରୁ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ କରିବାରେ ଇଂଲଣ୍ଡ ପ୍ରଥମ

ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ଅକ୍ଟୋବର ପହିଲାରେ ଇଂଲଣ୍ଡ (ୟୁକେ) ଏହାର ଶେଷ କୋଇଲା ଭିତ୍ତିକ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ର ବନ୍ଦ କରି କୋଇଲାରୁ ବିଦ୍ୟୁତ୍‌ ଉତ୍ପାଦନକୁ ସମ୍ପୂର୍ଣ୍ଣ ରୂପେ…

7 months ago