ବାଣିଜ୍ୟ

ପୋଷ୍ୟ ସନ୍ତାନ ଗ୍ରହଣ କ୍ଷେତ୍ରରେ ଲାଗିବନି ଜିଏସ୍‌ଟି

ନୂଆଦିଲ୍ଲୀ,୨-୧୧: ପୋଷ୍ୟ ସନ୍ତାନ ଗ୍ରହଣ ଲାଗି ଦେବାକୁ ପଡୁଥିବା ଫିସ୍‌ ଉପରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଲାଗିବନି। ଅଥରିଟି ଫର ଆଡଭାନ୍ସ ରୁଲିଂ(ଏଏଆର୍‌)ର ମହାରାଷ୍ଟ୍ର…

5 years ago

୬ ବର୍ଷରେ କମିଛି ୯୦ ଲକ୍ଷ ନିଯୁକ୍ତି

ନୂଆଦିଲ୍ଲୀ,୨-୧୧: ୨୦୧୧-୧୨ଠାରୁ ୨୦୧୭-୧୮ ମଧ୍ୟରେ ସାରା ଦେଶରେ ୯୦ ଲକ୍ଷ ନିଯୁକ୍ତି କମିଛି। ଅଜୀମ ପ୍ରେମଜୀ ବିଶ୍ୱବିଦ୍ୟାଳୟର ସେଣ୍ଟର ଅଫ୍‌ ସଷ୍ଟେନେବୁଲ ଏମ୍ପ୍ଲଏମେଣ୍ଟ ପକ୍ଷରୁ ପ୍ରକାଶିତ ଏକ…

5 years ago

୯୭ ବିମାନର ଇଞ୍ଜିନ ପରିବର୍ତ୍ତନ ଲାଗି ଇଣ୍ଡିଗୋକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨-୧୧: ୨୭ ବିମାନର ପୁରୁଣା ଇଞ୍ଜନକୁ ତୁରନ୍ତ ପରିବର୍ତ୍ତନ କରିବା ଲାଗି ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ଇଣ୍ଡିଗୋ କମ୍ପାନୀକୁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବିମାନଗୁଡିକ…

5 years ago

ଏସ୍‌ଏଫ୍‌ଆଇଓକୁ ଡିଏଚ୍‌ଏଫ୍‌ଏଲ୍‌ ତଦନ୍ତ ଭାର

ନୂଆଦିଲ୍ଲୀ,୨-୧୧: ଦଓ୍ବୋନ ହାଉସିଂ ଫାଇନାନ୍ସ ଲିମିଟେଡ(ଡିଏଚ୍‌ଏଫ୍‌ଏଲ୍‌) ଆର୍ଥତ୍କ ଅନୀୟମିତତା ମାମଲାର ତଦନ୍ତ ଭାର ସିରିୟସ ଫ୍ରଡ ଇନଭେଷ୍ଟିଗେସନ ଲିମିଟେଡ(ଏସ୍‌ଏଫ୍‌ଆଇଓ)କୁ ସରକାର ପ୍ରଦାନ କରିଛନ୍ତି। ଏହି ମାମଲାରେ ଅର୍ଥ…

5 years ago

ଦୁଇ ବର୍ଷର ନିମ୍ନ ସ୍ତରରେ ମାନୁଫାକଚରିଂ ପିଏମ୍‌ଆଇ

ନୂଆଦିଲ୍ଲୀ,୨-୧୧: ଅକ୍ଟୋବରରେ ଦେଶର ମାନୁଫାକଚରିଂ କାର୍ଯ୍ୟକଳାପ ଦୁର୍ବଳ ସ୍ଥିତିରେ ରହିଛି। ଶିଳ୍ପୟୁନିଟରୁ ଉତ୍ପାଦନ ଏବଂ ଅର୍ଡର ଲାଭ ଦୁଇ ବର୍ଷର ନିମ୍ନ ସ୍ତରକୁ ଖସିଥିବା ଶୁକ୍ରବାର ପ୍ରକାଶିତ…

5 years ago

୧୨ ହଜାର କର୍ମଚାରୀ ଛଟେଇ କରିବ କଗ୍‌ନିଜାଣ୍ଟ

ନୂଆଦିଲ୍ଲୀ,୧-୧୧: ପ୍ରମୁଖ ଆଇଟି କମ୍ପାନୀ କଗ୍‌ନିଜାଣ୍ଟ ଆଗାମୀ ତ୍ରୈମାସଗୁଡିକରେ ଏହାର ୧୨ ହଜାର କର୍ମଚାରୀଙ୍କୁ ଛଟେଇ କରିବ। ଖର୍ଚ୍ଚ କାଟ ଯୋଜନାରେ କମ୍ପାନୀ ଏଭଳି ପଦକ୍ଷେପ ନେବ…

5 years ago

ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଲା ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧-୧୧: ଦେଶର ବିତ୍ତୀୟ ନିଅଣ୍ଟ ବଜେଟ ହୋଇଥିବା ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଛି। ଚଳିତ ଆର୍ଥତ୍କ ବର୍ଷର ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହା ୬.୫୨ ଲକ୍ଷ…

5 years ago

ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ୫.୨% ହ୍ରାସ

ନୂଆଦିଲ୍ଲୀ,୧-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବରରେ ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ହାର ୫.୨% ହ୍ରାସ ଘଟିଛି। ଗତ ବର୍ଷ ସମାନ…

5 years ago

ଗୋଲ୍ଡ ଆମ୍‌ନେଷ୍ଟି ସ୍କିମ୍‌ ନେଇ ସରକାରଙ୍କ ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ,୧-୧୧: ଚୋରା ସୁନା ଉପରେ କାର୍ଯ୍ୟାନଷ୍ଠାନ ଅନ୍ତର୍ଗତ ଗୋଲ୍ଡ ଆମ୍‌ନେଷ୍ଟି ସ୍କିମ୍‌ ଆଣିବା ଲାଗି ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। ଏଭଳି ଏକ ସ୍କିମଖ ଆସିବ ବୋଲି…

5 years ago

ଡିଡିଟି, କ୍ୟାପିଟାଲ ଗେନ୍ସ ଟାକ୍ସ କମିବନି

ନୂଆଦିଲ୍ଲୀ,୧-୧୧: ସରକାର ପୁଞ୍ଜିବଜାର ନିବେଶକଙ୍କୁ ଖୁସି କରାଇବା ଲାଗି ଲଙ୍ଗଟର୍ମ କ୍ୟାପିଟାଲ ଗେନ୍ସ ଏବଂ ଡିଜିଡେଣ୍ଡ ଡିଷ୍ଟ୍ରିବ୍ୟୁଶନ ଟାକ୍ସ(ଡିଡ଼ିଟି)ରେ କିଛିଟା କୋହଳ ବ୍ୟବସ୍ଥା କରିବା ନେଇ ଏକ…

5 years ago