ବାଣିଜ୍ୟ

ଗ୍ରାମାଞ୍ଚଳ ଏଫ୍‌ଏମ୍‌ସିଜି ଅଭିବୃଦ୍ଧି ୫%କୁ ହ୍ରାସ

ନୂଆଦିଲ୍ଲୀ,୧୯-୧୦: ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ଦେଶର ଗ୍ରାମାଞ୍ଚଳରେ ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ୍‌ସ (ଏଫ୍‌ଏମ୍‌ସିଜି) ଅଭିବୃଦ୍ଧି ୫%କୁ ହ୍ରାସ ଘଟିଛି। ସହରାଞ୍ଚଳ ଅଭିବୃଦ୍ଧି ତୁଳନାରେ…

5 years ago

ଭାରତ-ୟୁଏସ୍‌ ବାଣିଜ୍ୟ ଚୁକ୍ତି ନେଇ ଆଶାବାଦୀ:ସୀତାରାମନ

ନୂଆଦିଲ୍ଲୀ,୧୯-୧୦: ଭାରତ ଏବଂ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌) ମଧ୍ୟରେ ରହିଥିବା ବାଣିଜି୍ୟକ ମତଭେଦ କମ୍‌ ହୋଇଛି। ଶୀଘ୍ର ଦୁଇ ଦେଶ ବାଣିଜ୍ୟ ଚୁକ୍ତିରେ ସାମିଲ ହେବା ନେଇ…

5 years ago

ପାସେଞ୍ଜର ଯାନ ବିକ୍ରି ୨୦% କମିଲା

ନୂଆଦିଲ୍ଲୀ,୧୯-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ପାସେଞ୍ଜର ଯାନ ବିକ୍ରି ୨୦% ହ୍ରାସ ଘଟିଛି। ଏହି ସମୟରେ ଯାନ ବିକ୍ରି ୨୦.୧% ହ୍ରାସ ଘଟି ୧,୫୭,୯୭୨…

5 years ago

ମାନ୍ଦାବସ୍ଥାରୁ ଘର ବିକ୍ରି ୨୫% କମିଲା

ନୂଆଦିଲ୍ଲୀ,୧୮-୧୦: ମାନ୍ଦାବସ୍ଥା ପ୍ରଭାବରୁ ଦେଶର ୯ ପ୍ରମୁଖ ସହରରେ ଘର ବିକ୍ରି ୨୫% ହ୍ରାସ ଘଟିଛି। ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଏହା ୬୫,୭୯୯ ୟୁନିଟ…

5 years ago

ନିବେଶ ଲାଗି ଭାରତ ପ୍ରକୃଷ୍ଟ ସ୍ଥାନ:ସୀତାରାମନ

ନୂଆଦିଲ୍ଲୀ,୧୮-୧୦: ନିବେଶ ଲାଗି ଭାରତ ଭଳି ପ୍ରକୃଷ୍ଟ ସ୍ଥାନ ନିବେଶକମାନେ ଅନ୍ୟ କେଉଁଠାରେ ପାଇବେ ନାହିଁ। ଭାରତରେ ଗଣତନ୍ତ୍ର ଏବଂ ପୁଞ୍ଜିବାଦକୁ ସମ୍ମାନ ଦେବା ଭଳି ପରିବେଶ…

5 years ago

ନୀରବ ମୋଦିଙ୍କ ରିମାଣ୍ଡ ବଢିଲା

ନୂଆଦିଲ୍ଲୀ,୧୮-୧୦: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ରିମାଣ୍ଡ ଅବଧିକୁ ନଭେମ୍ବର ୧୧ଯାଏ ବଢାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ୧୩,୫୦୦ କୋଟିରୁ ଉର୍ଦ୍ଧ୍ୱ ଋଣ ଠକେଇ ମାମଲାରେ…

5 years ago

ସଙ୍କଟ ସ୍ଥିତିରେ ଅର୍ଥନୀତି: ମନମୋହନ ସିଂ

ନୂଆଦିଲ୍ଲୀ,୧୮-୧୦: ଦେଶର ପ୍ରତି ଅର୍ଥନୈତିକ ଅସୁବିଧା ଲାଗି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ସରକାର ଉପା ସରକାରଙ୍କୁ ନିନ୍ଦା କରିବା ବନ୍ଦ କରନ୍ତୁ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ…

5 years ago

ବାଣିିଜ୍ୟିକ ଋଣ କ୍ଷେତ୍ରରେ ମନ୍ଥରତା

ମୁମ୍ବାଇ,୧୮-୧୦: ଜୁନ୍‌ ତ୍ରୈମାସ ଶେଷ ସୁଦ୍ଧା ବାଣିଜି୍ୟକ ଋଣ ଚାହିଦା ୨.୬%କୁ ହ୍ରାସ ଘଟି ୬୩.୮୦ ଲକ୍ଷ କୋଟି ଟଙ୍କା ରହିଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଏବଂ…

5 years ago

୨୦୦୮ ତୁଳନାରେ ବଡ ଏବେର ମାନ୍ଦାବସ୍ଥା

ମୁମ୍ବାଇ,୧୮-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ବଜାରରେ ଚାହିଦା କମିବା ଅର୍ଥ ବ୍ୟବସ୍ଥା ଲାଗି ଏକ ପ୍ରମୁଖ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଆଇଏଲ ଆଣ୍ଡ…

5 years ago

ଦେଶରେ ବଢୁଛି ଆର୍ଥିକ ଅସମାନତା

ମୁମ୍ବାଇ,୧୮-୧୦: ଦେଶରେ ଲୋକମାନଙ୍କ ମଧ୍ୟରେ ଆୟର ଆକାଶ ପାତାଳ ତାରତମ୍ୟ ରହିଥିବା ଆଲୋଚନା ହେଉଥିବା ବେଳେ ଏହାକୁ ନେଇ ଅକେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥାଏ। ଅତି ଧନୀ…

5 years ago