ବାଣିଜ୍ୟ

ସାଲୁ ଜିନ୍ଦଲଙ୍କୁ ମହାତ୍ମା ପୁରସ୍କାର

ନୂଆଦିଲ୍ଲୀ,୨-୧୦: ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ସହଅଧ୍ୟକ୍ଷା ସାଲୁ ଜିନ୍ଦଲଙ୍କୁ ମହାତ୍ମା ଆଓ୍ବାର୍ଡ ଫର ଲିଡରଶିପ ଇନ୍‌ କର୍ପୋରେଟ ସୋସିଆଲ ରେସପନ୍ସବିଲିଟି ସମ୍ମାନରେ ସମ୍ମାନୀତ କରାଯାଇଛି। ଗୁରୁଗ୍ରାମଠାରେ ଅନୁଷ୍ଠିତ ଏକ…

5 years ago

ଜିଏସ୍‌ଟି ସଂଗ୍ରହ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ

ନୂଆଦିଲ୍ଲୀ,୨-୧୦: ସେପ୍ଟେମ୍ବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ପରିମାଣ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ ଘଟିଛି। ଜିଏସ୍‌ଟି ସଂଗ୍ରହ ୧୯ ମାସର ସର୍ବନିମ୍ନ ସ୍ତରକୁ ଖସି…

5 years ago

ଆଜିଠାରୁ ବଦଳିଯିବ ଏସବୁ ନିୟମ

ନୂଆଦିଲ୍ଲୀ,୧-୧୦: ଅକ୍ଟୋବର ୧ଠାରୁ ସରକାର କିଛି ପରିବର୍ତ୍ତିତ ଆର୍ଥତ୍କ ନିୟମ ଲାଗୁ କରିବେ। ଖାଉଟିଙ୍କ ଉପରେ ଏହାର କି ପ୍ରଭାବ ରହିବ ତାହା ବିଚାର କରିବାକୁ ହେବ।…

5 years ago

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୨%

ଭୁବନେଶ୍ୱର,୧-୧୦(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁଲାଇରେ ୩୧୯ ପଏଣ୍ଟ ଥିଲା। ଏହା ଅଗଷ୍ଟରେ ୧ ପଏଣ୍ଟ ବଢି…

5 years ago

ବିତ୍ତୀୟ ନିଅଣ୍ଟ ୭୮% ଟପିଲା

ନୂଆଦିଲ୍ଲୀ,୧-୧୦: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଦେଶର ବିତ୍ତୀୟ ନିଅଣ୍ଟ ପରିମାଣ ଅଗଷ୍ଟ ମାସ ଶେଷ ସୁଦ୍ଧା ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୭୮.୭% ଟପି ୫.୫୪ ଲକ୍ଷ…

5 years ago

ପାର୍ବଣରେ ଋଣ ଯୋଗାଣ ଲକ୍ଷ୍ୟ;୩ରୁ ବ୍ୟାଙ୍କଗୁଡିକର ଗ୍ରାହକ ସମ୍ପର୍କ ଅଭିଯାନ

  ନୂଆଦିଲ୍ଲୀ,୧-୧୦:ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଘରୋଇ କ୍ଷେତ୍ର ବିତ୍ତ ପ୍ରତିଷ୍ଠାନଗୁଡିକ ପକ୍ଷରୁ ଋଣ ଯୋଗାଣ ପାଇଁ ପ୍ରଥମ ପର୍ଯ୍ୟାୟ ଗ୍ରାହକ ସମ୍ପର୍କ ଅଭିଯାନ ଅକ୍ଟୋବର ୩ରୁ ଆରମ୍ଭ…

5 years ago

ଇ-ସିଗାରେଟ ରପ୍ତାନି ଉପରେ କଟକଣା

ନୂଆଦିଲ୍ଲୀ,୧-୧୦: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଇ-ସିଗାରେଟ ସମେତ ଇ-ହୁକା ଏବଂ ଏଭଳି ଅନ୍ୟ ଡିଭାଇସଗୁଡିକର ରପ୍ତାନିକୁ ସୋମବାର ନିଷେଧ କରାଯାଇଛି। ଚଳିତ ମାସ ୧୮ରେ ସରକାର ଅଧ୍ୟାଦେଶ…

5 years ago

ପିଏମ୍‌ସି ବ୍ୟାଙ୍କ ଠକେଇ ଆଖି ଖୋଲିଛି: ଅନୁରାଗ

ନୂଆଦିଲ୍ଲୀ,୧-୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ (ପିଏମ୍‌ସି) ବ୍ୟାଙ୍କରେ ହୋଇଥିବା ବଡ ଧରଣର ଠକେଇ ବ୍ୟାଙ୍କ ଶିଳ୍ପର ଆଖି ଖୋଲିଛି। ରିଜର୍ଭ ବ୍ୟାଙ୍କ ଏସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ…

5 years ago

ଜାନୁୟାରୀ ୮ରେ ଧର୍ମଘଟକୁ ଓହ୍ଲାଇବେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ

ନୂଆଦିଲ୍ଲୀ,୧-୧୦: କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ଆସନ୍ତା ବର୍ଷ ଜାନୁୟାରୀ ୮ରେ ଦେଶବ୍ୟାପୀ ଧର୍ମଘଟକୁ ଓହ୍ଲାଇବେ ବୋଲି ସୋମବାର ଜଣାପଡିଛି। ଶ୍ରମିକଙ୍କ ବିଭିନ୍ନ ଦାବୀ ପୂରଣ ଲାଗି ସରକାର…

5 years ago

ପୁଞ୍ଜି ବଜାରରେ ସୂଚୀଭୁକ୍ତ ହେବାକୁ ଗଡକରୀଙ୍କ ଏମ୍‌ଏସ୍‌ଏମ୍‌ଇଙ୍କୁ ଆହ୍ବାନ

ନୂଆଦିଲ୍ଲୀ,୧-୧୦: ଦେଶର ଅଣୁ,କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ନିଜକୁ ପୁଞ୍ଜି ବଜାରରେ ସୂଚୀଭୁକ୍ତ କରାଇବା ଲାଗି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇମନ୍ତ୍ରୀ ନୀତିନ ଗଡକରୀ ସୋମବାର ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ସଂସ୍ଥାଗୁଡିକରୁ…

5 years ago