ବାଣିଜ୍ୟ

ଗ୍ଲୋବାଲ ବିଜ୍‌ନେସ୍‌ ଫୋରମରେ ମୋଦି: ‘ଭାରତରେ ନିବେଶ ଲାଗି ସୁବର୍ଣ୍ଣ ସୁଯୋଗ’

ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍‌ବର୍ଗ ଗ୍ଲୋବାଲ ଇନ୍‌ଭେଷ୍ଟର ଫୋରମ୍‌ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି ଅନୁକୂଳ…

5 years ago

ମହିନ୍ଦ୍ରାକୁ ସମ୍ପତ୍ତି ବିକି ଦେଶ ଛାଡ଼ିବ ଫୋର୍ଡ

ନୂଆଦିଲ୍ଲୀ,୨୬ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ତଥା ପ୍ରତିଯୋଗିତାର ସମ୍ମୁଖୀନ ହୋଇ ନ ପାରିବା କାରଣରୁ ଫୋର୍ଡ ମୋଟର କମ୍ପାନୀ ଭାରତ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ଏହା…

5 years ago

୧୮ ଭାରତୀୟ କମ୍ପାନୀ ଫୋର୍ବ୍ସ ତାଲିକାରେ

ନୂଆଦିଲ୍ଲୀ,୨୫-୯: ଫୋର୍ବ୍ସର ସମ୍ମାନିତ କମ୍ପାନୀ ତାଲିକାରେ ୧୮ ଭାରତୀୟ କମ୍ପାନୀ ସ୍ଥାନ ପାଇଛି। ତନ୍ମଧ୍ୟରେ ଆଇଟି କମ୍ପାନୀ ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌) ଏବଂ ଏଫ୍‌ଡିଏଫ୍‌ସି ସାମିଲ…

5 years ago

ଥମାସ କୁକ୍‌ ଦେବାଳିଆ ଯୋଗୁ ପ୍ରଭାବିତ ହେବ ଭାରତର ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୨୫-୯: ବିଶ୍ୱର ସର୍ବବୃହତ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବ୍ରିଟେନର ଥମାସ କୁକ୍‌ ରାତାରାତି ନିଜକୁ ଦେବାଳିଆ ଘୋଷଣା କରିବା ଦ୍ୱାରା ସାରାବିଶ୍ୱର ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ…

5 years ago

ପିଏମ୍‌ସି ବ୍ୟାଙ୍କ ଉପରେ ଲାଗିଲା କଟକଣା;ଗ୍ରାହକ ଏକାଥରକେ ଉଠାଇପାରିବେ ୧୦୦୦ ଟଙ୍କା

ମୁମ୍ବାଇ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆର୍ଥିକ ଅନୀୟମିତତା ଅଭିଯୋଗରେ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଲିମିଟେଡ(ପିଏମ୍‌ସି ବ୍ୟାଙ୍କ), ମୁମ୍ବାଇର ଦୈନନ୍ଦିନ କାର୍ଯ୍ୟ ଉପରେ ୬ ମାସ…

5 years ago

ଆଇଆର୍‌ଡିଏ ନେଲା ନିଷ୍ପତ୍ତି;ଏଣିକି ମାସିକ ଭିତ୍ତିରେ ଦେଇ ହେବ ସ୍ବାସ୍ଥ୍ୟ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୨୫-୯: ସ୍ବାସ୍ଥ୍ୟ ବୀମା ନେଉଥିବା ଗ୍ରାହକ ଏଣିକି ମାସିକ ଆଧାରରେ ବୀମା ପ୍ରିମିୟମ ଜମା କରିପାରିବେ। ଇନ୍‌ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ ଡେଭଲପ୍‌ମେଣ୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଆଇଆର୍‌ଡିଏ) ପକ୍ଷରୁ…

5 years ago

୪ ଥାକିଆ ହେବ ପ୍ରତ୍ୟକ୍ଷ ଟିକସ ସ୍ଲାବ୍‌;୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟିକସ ଛାଡ଼ ସୁପାରିସ୍‌

ନୂଆଦିଲ୍ଲୀ,୨୫-୯: ଦେଶରେ ଡାଇରେକ୍ଟ ଟ୍ୟାକ୍ସ କୋଡ୍‌(ଡିଟିସି) ଲାଗୁ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏବେ ପ୍ରତ୍ୟକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣିବାକୁ ଯାଉଛନ୍ତି। ଏହାକୁ କିପରି ଲାଗୁ…

5 years ago

ମୁଦ୍ରାନୀତି ବୈଠକ ପୂର୍ବରୁ ସୀତାରାମନ୍‌ଙ୍କୁ ଭେଟିଲେ ଗଭର୍ନର

ନୂଆଦିଲ୍ଲୀ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆସନ୍ତା ମୁଦ୍ରାନୀତି ସମୀକ୍ଷା ପୂର୍ବରୁ ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ଏଠାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିଛନ୍ତି। ସରକାରଙ୍କ ଆର୍ଥିକ ନୀତି,…

5 years ago

ବିଶ୍ୱ ବଜାରରେ ପହଞ୍ଚିବେ ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୨୫-୯:ଦେଶର ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ପ୍ରସ୍ତୁତ କରୁଥିବା ସାମଗ୍ରୀ ବିଦେଶୀ ବଜାରରେ ଏବେ ସହଜରେ ପହଞ୍ଚିବ। କ୍ଷୁଦ୍ର ଶିଳ୍ପକୁ ଏହି ସୁବିଧା ପ୍ରଦାନ ଲକ୍ଷ୍ୟରେ ଏମ୍‌ଏସ୍‌ଏମ୍‌ଇ…

5 years ago

ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା ମଧ୍ୟରେ…

5 years ago