ବାଣିଜ୍ୟ

କମିଲା କର୍ପୋରେଟ୍‌ ଟ୍ୟାକ୍ସ

ନୂଆଦିଲ୍ଲୀ, ୨୦।୯: ଗୋଆରେ ବସିବାକୁ ଥିବା ଜିଏସ୍‌ଟି ବୈଠକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ ଘୋଷଣା କରିଛନ୍ତି। କମ୍ପାନୀ ଏବଂ ବ୍ୟବସାୟୀଙ୍କୁ ଖୁସି କରିବା…

5 years ago

ଗ୍ରାହକଙ୍କ ୪୧ ବର୍ଷର ବିଶ୍ୱାସ ସହ ବଢୁଛୁ

ଆସିଛି ପାର୍ବଣ ଋତୁ। ଏହି ସମୟରେ ବିଭିନ୍ନ ପ୍ରଡକ୍ଟ କ୍ରୟ କଲେ ଶୁଭ ବୋଲି ସାଧାରଣରେ ବିଶ୍ୱାସ ରହିଛି। ବିଭିନ୍ନ ପ୍ରଡକ୍ଟ ମଧ୍ୟରେ କଞ୍ଜ୍ୟୁମର ଡ୍ୟୁରେବଲ୍‌ର ଗୁରୁତ୍ୱ…

5 years ago

ନୀରବ ମୋଦିଙ୍କ ହାଜତ ମିଆଦ ବୃଦ୍ଧି

ଲଣ୍ଡନ,୨୦-୯: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ହାଜତ ମିଆଦକୁ ସ୍ଥାନୀୟ ଅଦାଲତ ଗୁରୁବାର ଅକ୍ଟୋବର ୧୭ ଯାଏ ବୃଦ୍ଧି କରିଛନ୍ତି। ଗୁରୁବାର ତାଙ୍କର ହାଜତ ମିଆଦ…

5 years ago

ଖାଲି ପଡିଛି ଆର୍‌ବିଆଇ ଡେପୁଟି ଗଭର୍ନର ପଦ;ଅର୍ଥ ମନ୍ତ୍ରଣାଳୟକୁ ମିଳିଛି ୧୦୦ ଆବେଦନ

ନୂଆଦିଲ୍ଲୀ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ପଦ ଦୀର୍ଘ ଦିନ ହେଲା ଖାଲିପଡିଛି। ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ବିରାଲ ଆଚାର୍ଯ୍ୟଙ୍କ ଅଚାନକ ଇସ୍ତଫା…

5 years ago

ନିବେଶକ ହରାଇଲେ ୧.୬୫ ଲକ୍ଷ କୋଟି

ମୁମ୍ବାଇ,୨୦-୯: ଆମେରିକା ଫେଡେରାଲ ରିଜର୍ଭ ପକ୍ଷରୁ ସୁଧ ହାର ହ୍ରାସ ସମ୍ପର୍କରେ ଘୋଷଣା ବିଦେଶ ସମେତ ଭାରତୀୟ ଷ୍ଟକ୍‌ ବଜାରରେ ଏହାର ପ୍ରତିକୂଳ ପ୍ରଭାବ ଦେଖିବାକୁ ମିଳିଥିଲା।…

5 years ago

ଅର୍ଥନୀତିକୁ ନେଇ ଟୁଇଟରରେ ଅର୍ଥମନ୍ତ୍ରୀ-ବାୟୋକନ ମୁଖ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୨୦-୯: ଦେଶର ଆର୍ଥିକ ପରିସ୍ଥିତିକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ବାୟୋକନ ଲିମିଟେଡ ମୁଖ୍ୟ କିରଣ ମଜୁମଦାର ସ’ ଗୁରୁବାର ଟୁଇଟରରେ ମୁହାଁମୁହିଁ ହୋଇଥିଲେ। ମିଡିଆ…

5 years ago

ମାନ୍ଦାବସ୍ଥାକୁ ନେଇ କ୍ରେଡିଟ୍‌ ସୁଇସ୍‌ ରିପୋର୍ଟ: ସାଂଘାତିକ ହେବ ଏଫ୍‌ଏମ୍‌ସିଜି ସେକ୍ଟର ପ୍ରଦର୍ଶନ

ନୂଆଦିଲ୍ଲୀ,୨୦-୯: ମାନ୍ଦାବସ୍ଥାର ପ୍ରଭାବ ଦେଶର ଅର୍ଥନୀତିକୁ ଏଭଳି ଘେରିଛି ଯେ, ଆର୍ଥିକ ଅଭିବୃଦ୍ଧିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ଼୍ସ(ଏଫ୍‌ଏମ୍‌ସିଜି) ସେକ୍ଟରର ପ୍ରଦର୍ଶନ…

5 years ago

ଓଲା-ଉବର ଯୋଗୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା: ଅର୍ଥମନ୍ତ୍ରୀଙ୍କୁ ସମର୍ଥନ କଲା ମାରୁତି

ନୂଆଦିଲ୍ଲୀ,୨୦-୯:ଓଲା ଓ ଉବର କ୍ୟାବ୍‌ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବୟାନକୁ ଶେଷରେ ମାରୁତି…

5 years ago

ଆଜି ଜିଏସ୍‌ଟି କାଉନସିଲ୍‌ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦-୯:ଜିଏସ୍‌ଟି କାଉନସିଲ୍‌ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ ହ୍ରାସ…

5 years ago

ଭାରତର ଅର୍ଥନୀତି ମଜବୁତ୍‌: ଶକ୍ତିକାନ୍ତ

ମୁମ୍ବାଇ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଦେଶର ବାଣିଜ୍ୟ ହ୍ରାସକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ତେବେ ସେ ଏହା ମଧ୍ୟ କହିଛନ୍ତି ଯେ, ବିଶ୍ୱ…

5 years ago