ଭୁବନେଶ୍ୱର,୩୦।୧: ଦେଶରେ ଚିନି ଉତ୍ପାଦନ ବାର୍ଷିକ ପ୍ରାୟ ୪ ପ୍ରତିଶତ ହ୍ରାସ ପାଇ ୨୦୨୩-୨୪ରେ (ଅକ୍ଟୋବର-ସେପ୍ଟେମ୍ବର) ୩୧.୬ ନିୟୁତ ଟନରେ ପହଞ୍ଚତ୍ବ ବୋଲି ଆକଳନ କରାଯାଇଛ। ଏହାର ପ୍ରଥମ ଉତ୍ପାଦନ ଆକଳନ ପ୍ରକାଶ କରି ଚିନି ବାଣିଜ୍ୟ ସଂସ୍ଥା ଅଲ ଇଣ୍ଡିଆ...
ଭୁବନେଶ୍ୱର,୩୦।୧(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ ଡ୍ରୋନ ମାଧ୍ୟମରେ ସ୍ପ୍ରେ କରିବାର ଧାରା ଯୋଗୁଁ ଡ୍ରୋନ ପାଇଲଟ ଚାହିଦା ବୃଦ୍ଧି ପାଇଛି। ଯୁବକମାନେ ଡ୍ରୋନ ପାଇଲଟକୁ ଏକ ବୃତ୍ତି ଭାବରେ ବିଚାର କରିବା ଆରମ୍ଭ କରିଛନ୍ତ। କୃଷିର ପରିବର୍ତ୍ତିତ ବ୍ୟବସ୍ଥାରେ ଝିଅମାନେ ମଧ୍ୟ...
ନୂଆଦିଲ୍ଲୀ,୩୦।୧: ଆକ୍ସିସ୍ ବ୍ୟାଙ୍କ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି।...
Archives
Model This Week
ପିଲାଙ୍କ ଧରିତ୍ରୀ