ବାଣିଜ୍ୟ

ଜାନୁଆରୀ ୨୨ରେ ବନ୍ଦ ରହିବ କି ବ୍ୟାଙ୍କ? ଆରବିଆଇ କଲା ବଡ ଘୋଷଣା

ନୂଆଦିଲ୍ଲୀ,୨୦।୧: ଆଉ କେଇଟା ଦିନ ପରେ ଅଯୋଧ୍ୟାରେ ବିଜେ କରିବେ ଶ୍ରୀରାମ। ଏଥିପାଇଁ ସାରା ଅଯୋଧ୍ୟାରେ ଖୁସିର ମାହୋଲ ଜାରି ରହିଛି। ଏହି ଦିନକୁ ଅନେକ ରାଜ୍ୟ ଛୁଟି ଘୋଷଣା କରିଥିାବେଳେ କେନ୍ଦ୍ର ସରକାର ଓ ଓଡିଶା ସରକାର ଏହିଦିନକୁ...

୫୦୦ଟଙ୍କିଆ ନୋଟ୍‌ରେ ରହିବ ଶ୍ରୀରାମଙ୍କ ଫଟୋ! ୨୨ରେ ଜାରି କରିବ ଆରବିଆଇ

ନୂଆଦିଲ୍ଲୀ,୨୦।୧: ସବୁ ଅଶା ଆକାଂକ୍ଷାର ଅବସାନ ଘଟାଇ ପ୍ରତିଷ୍ଠା ହେବାକୁ ଯାଉଛି ରାମ ମନ୍ଦିର। ଏହାରି ଭିତରେ ଶ୍ରୀରାମଙ୍କ କମନୀୟ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଆରବିଆଇ ପକ୍ଷରୁ ରାମଙ୍କ ପ୍ରତିମୂର୍ତ୍ତି ଥିବା ୫୦୦ଟଙ୍କିଆ ନୋଟ୍‌...

ଆରବିଆଇର ଘୋଷଣା: ଏହି ଦିନ ବଦଳାଇ ପାରିବେନି ୨୦୦୦ ଟଙ୍କିଆ ନୋଟ

ମୁମ୍ବାଇ,୨୦।୧: ୨୨ ଜାନୁଆରୀ ସୋମବାର ଅଯୋଧ୍ୟାରେ ରାମ ମନ୍ଦିରର ଉଦ୍ଘାଟନ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ ସୂଚନା ଦେଇଛି ଯେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ଥିବାରୁ ୨୦୦୦ ଟଙ୍କା ନୋଟ ବଦଳାଇବା ସୁବିଧା ଉପଲବ୍ଧ...

ବ୍ୟବସାୟ ସମ୍ପ୍ରସାରଣ କରିବ ଅଶୋକ ଲେଲାଣ୍ଡ

ଭୁବନେଶ୍ୱର,୨୦।୧: ହିନ୍ଦୁଜା ଗ୍ରୁପ୍‌ର ଅଂଶ ତଥା ଦେଶର ଅଗ୍ରଣୀ ବାଣିଜି୍ୟକ ଯାନ ନିର୍ମାତା ଅଶୋକ ଲେଲାଣ୍ଡ ପୂର୍ବ ଭାରତରେ ଅର୍ଥନୈତିକ ଅଭିବୃଦ୍ଧି ତଥା ଭିତ୍ତିଭୂମି ସମ୍ପ୍ରସାରଣ କରିବାକୁ ଲକ୍ଷ୍ୟ ରଖିଛି। ବଜାର ସ୍ଥିତିକୁ ସୁଦୃଢ଼ କରିବା ଏବଂ ଗ୍ରାହକମାନଙ୍କ ନିର୍ଦ୍ଦିଷ୍ଟ...

‘ବ୍ୟାଙ୍କମାନେ ରେରା ନିୟମ ଅନୁପାଳନ କରିବା ଉଚିତ୍‌’

ଭୁବନେଶ୍ୱର,୨୦।୧(ଅନୁରାଧା ମହାରଣା): ବ୍ୟାଙ୍କମାନେ ଗୃହ ର୍ନିମାଣ ପ୍ରକଳ୍ପ ଗୁଡିକର ହିସାବ ରଖିବା ବେଳେ ରେରା ନିୟମ ଅନୁପାଳନ କରିବାକୁ ପରାମର୍ଶ ଦିଆଯାଇଛି। ରିଅଲ୍‌ ଇଷ୍ଟେଟ୍‌ ରେଗୁଲାର ଅଥରିଟି (ରେରା) ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ ବ୍ୟାଙ୍କମାନଙ୍କ ସହ ଏକ...

ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭରେ ୧୦.୯% ବୃଦ୍ଧି

ଭୁବନେଶ୍ୱର,୨୦।୧: ଭାରତର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ପକ୍ଷରୁ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ୨୨୩ ଅକ୍ଟୋବରରୁ ଡିସେମ୍ବର ତ୍ରୈ ମାସରେ କମ୍ପାନୀର ନେଟ ଲାଭ ପୂର୍ବ ବର୍ଷ ସମାନ...

ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ଯଶସ୍ବୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୨୦।୧: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ଂଶସ୍ବୀ ବଉତ୍ତି ପ୍ରଦାନ କରାଯାଇଛି। ଏପଣିକି ଫାଉଣ୍ଡେଶନର ଫ୍ଲାଗସିପ୍‌ କାର୍ଯ୍ୟକ୍ରମ ଯଶସ୍ବୀର ୩ୟ ସଂସ୍କରଣକୁ ଶୁଭାରମ୍ଭ କରି ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ର ସାମାଜିକ-ଅର୍ଥନୈତିକ...

ସିପେଟ-ଏଲ୍‌ଏଆର୍‌ପିଏମ୍‌ ପକ୍ଷରୁ ‘ଇନୋଇନସାଇଟ୍‌-୨୦୨୪’

ଭୁବନେଶ୍ୱର,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬ ଜାନୁଆରୀକୁ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ଭାବେ ଘୋଷଣା କରିଛନ୍ତି। ଏହି କ୍ରମରେ ପଟିଆସ୍ଥିତ ସିପେଟ-ଏଲ୍‌ଏଆର୍‌ପିଏମ୍‌ ପକ୍ଷରୁ କର୍ମଶାଳା ଇନୋଇନସାଇଟ୍‌-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳା ଯୁବକଯୁବତୀମାନଙ୍କୁ ଦୃଷ୍ଟିରେ ରଖି ନୂତନ ଉଦ୍ୟମର ସୃଷ୍ଟି,...

ଝାରସୁଗୁଡ଼ାରେ ୨୩,୩୮୯.୪୩ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୨୦।୧ (ଅଭୟ ଦାଶ): ଓଡ଼ିଶା ସରକାରଙ୍କ ସହଯୋଗରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ଓଡ଼ିଶା ଚାପ୍ଟର ପକ୍ଷରୁ ପ୍ରଥମ ଥର ପାଇଁ ଓଡ଼ିଶାର ଝାରସୁଗୁଡ଼ାଠାରେ ସିଆଇଆଇ ୨୪ତମ ଏଣ୍ଟରପ୍ରାଇଜ୍‌ ଓଡ଼ିଶା ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଏହି ମହତ୍ତ୍ୱକାଂକ୍ଷୀ କାର୍ଯ୍ୟକ୍ରମରେ ଓଡ଼ିଶା...

ରାମ ମନ୍ଦିର ଉଦଘାଟନ: ଜାନୁଆରୀ ୨୨ରେ ସମସ୍ତ କାର୍ଯ୍ୟାଳୟ ଛୁଟି ଘୋଷଣା କଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍

ନୂଆଦିଲ୍ଲୀ,୧୯ା୧: ଅଯୋଧ୍ୟାରେ ରାମ ମନ୍ଦିର ସମାରୋହର ଅବସରରେ ଜାନୁଆରୀ ୨୨ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହାର ସମସ୍ତ କାର୍ଯ୍ୟାଳୟରେ ଛୁଟି ଘୋଷଣା କରିଛି। ଏହିଦିନ ଅନେକ ରାଜ୍ୟ ଛୁଟି ଘୋଷଣା କରି କର୍ମଚାରୀ ମାନଙ୍କୁ ଏଥିରେ ଅଂଶଗ୍ରହଣ କରିବାକୁ ଉତ୍ସାହିତ କରିଛନ୍ତି।...

ପୂର୍ବତନ ବିଚାରପତିଙ୍କୁ ଖରାପ ସିଟ୍‌ ଦେବା ପଡିଲା ମହଙ୍ଗା: ୨୩ ଲକ୍ଷ ଟଙ୍କା ଜୋରିମନା ଦେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ବିମାନ ଯାତ୍ରା ସମୟରେ ପୂର୍ବତନ ବିଚାରପତିଙ୍କୁ ଖରାପ ସିଟ୍‌ ଦେବା ଏୟାର ଇଣ୍ଡିଆ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବିମାନ କମ୍ପାନୀକୁ ପୂର୍ବତନ ବିଚାରପତିଙ୍କୁ ୨୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପଡିବ। ରାଜ୍ୟ ଗ୍ରାହକ ଆୟୋଗ ଏହି...

ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ

ଭୁବନେଶ୍ୱର,୧୯।୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି)କୁ ଜାତୀୟସ୍ତରରେ ସମ୍ମାନିତ ସହ ପୁରସ୍କୃତ ମଧ୍ୟ କରାଯାଇଛି। ବିଶେଷକରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ ହୋଇଛି। ଏପରିକି ପୂର୍ବ ଭାରତରେ ବ୍ୟାଙ୍କ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri