ବାଣିଜ୍ୟ

୨୦୨୩-୨୪ ଆର୍ଥିକ ବର୍ଷରେ ୮.୧୮ କୋଟି ଆଇଟିଆର୍‌ ଦାଖଲର ରେକର୍ଡ

ନୂଆଦିଲ୍ଲୀ,୨।୧: ୨୦୨୩ରେ ଆୟକର ବିଭାଗ ବଡ଼ ଉପଲବ୍ଧି ହାସଲ କରିଛି। ଆର୍ର୍ଥିକ ବର୍ଷ ୨୦୨୩-୨୪ ଲାଗି ଡିସେମ୍ବର ୩୧ ଯାଏ ଦାଖଲ କରାଯାଇଥିବା ଆୟକର ରିଟର୍ନ(ଆଇଟିଆର୍‌) ସଂଖ୍ୟା ୮.୧୮ କୋଟି ଯାଏ ପହଞ୍ଚି ରେକର୍ଡ ସୃଷ୍ଟି ହୋଇଛି। ତେବେ ୨୦୨୨ରେ...

ରପ୍ତାନିରେ ଏମ୍‌ଏସ୍‌ଆଇଏଲର ସର୍ବକାଳୀନ ରେକର୍ଡ

ନୂଆଦିଲ୍ଲୀ,୨।୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌) ଗାଡ଼ି ରପ୍ତାନିରେ ଉଲ୍ଲେଖନୀୟ ଅଭିବୃଦ୍ଧି ସହ ସର୍ବକାଳୀନ ରେକର୍ଡ କରିଛି। ଏପରିକି ୨୦୨୩ ଡିସେମ୍ବରରେ କମ୍ପାନୀର ଗାଡ଼ି ବିକ୍ରି ସଂଖ୍ୟା ୨୦୨୨ର ସମାନ...

ଡିସେମ୍ବରରେ ୧.୬୫ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୯ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା...

ଅଶୋକ କେଏମ୍‌ବିର ନୂଆ ଏମ୍‌ଡି

ନୂଆଦିଲ୍ଲୀ,୨।୧: କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ (କେଏମ୍‌ବି)ର ନୂଆ ଏମ୍‌ଡି ତଥା ସିଇଓ ଭାବେ ବରିଷ୍ଠ ବ୍ୟାଙ୍କର ଅଶୋକ ଭାସ୍‌ଓ୍ବାନୀ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ଅକ୍ଟୋବରରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅଶୋକଙ୍କ ନିଯୁକ୍ତିକୁ ଅନୁମୋଦନ କରିଥିଲା। ସେ ଆସନ୍ତା...

ଡିସେମ୍ବରରେ ଟାଟା ମୋଟର୍ସର ଘରୋଇ ବିକ୍ରି ୪% ବୃଦ୍ଧି

ନୂଆଦିଲ୍ଲୀ,୨।୧: ଟାଟା ମୋଟର୍ସର ମୋଟ ଘରୋଇ ବିକ୍ରି ବର୍ଷ ତୁଳନାରେ ୪% (ବାର୍ଷିକ ଭିତ୍ତିରେ)କୁ ବୃଦ୍ଧି ଘଟିଛି। ଏପରିକି ୨୦୨୩ ଡିସେମ୍ବରରେ କମ୍ପାନୀ ମୋଟ ୭୬,୧୩୮ୟୁନିଟ୍‌ ଯାନ ବିକ୍ରି କରିଥିଲାବେଳେ ୨୦୨୨ ଡିସେମ୍ବରରେ ଏହି ସଂଖ୍ୟା ୭୨,୯୯୭ ୟୁନିଟ୍‌ ଥିଲା ବୋଲି...

ବଫର୍ ଷ୍ଟକ୍ ପାଇଁ ୨୫,୦୦୦ ଟନ୍ ପିଆଜ କିଣିଲେଣି ସରକାର

ନୂଆଦିଲ୍ଲୀ,୧ା୧: ଘରୋଇ ଉପଲବ୍ଧତା ବୃଦ୍ଧି ତଥା ମୂଲ୍ୟ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ବଫର ଷ୍ଟକ୍ ବଜାୟ ରଖିବା ଏବଂ ବଜାରରେ ହସ୍ତକ୍ଷେପ କରିବା ପାଇଁ ବିପୁଳ ପରିମାଣରେ ପିଆଜ କ୍ରୟ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସରକାର...

ଫେରିଲାଣି ୯୭.୩୮ ପ୍ରତିଶତ ଦୁଇ ହଜାର ଟଙ୍କିଆ ନୋଟ୍, ସୂଚନା ଦେଲା ଆରବିଆଇ

ନୂଆଦିଲ୍ଲୀ,୧ା୧(ପି.ଟି): ୨୦୨୩ ମେ ମାସ ୨୦ ତାରିଖରେ ୨,୦୦୦ ଟଙ୍କା ନୋଟ ପ୍ରତ୍ୟାହାର ଲରିବାକୁ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ। ଘୋସଣା ସମୟରେ ୨,୦୦୦ ବ୍ୟାଙ୍କ ନୋଟ୍ ମୋଟ ମୂଲ୍ୟ ୩.୫୬ ଲକ୍ଷ କୋଟି ଥିଲା, ଯାହା...

୮୦୬ କୋଟି ଟଙ୍କା ଜିଏସ୍‌ଟି ବକେୟା ଜମା ପାଇଁ ଏଲଆଇସିକୁ ନୋଟିସ

ନୂଆଦିଲ୍ଲୀ,୧।୧: ଭାରତୀୟ ଜୀବନ ବୀମା କମ୍ପାନୀ(ଏଲଆଇସି)କୁ ୮୦୬ କୋଟି ଟଙ୍କାର ଜିଏସ୍‌ଟି ବକେୟା ପୈଠ କରିବାକୁ ମିଳିଛି ନୋଟିସ। ୨୦୧୭-୧୮ ବର୍ଷରୁ ଏଲଆଇସି ଏହି ଟଙ୍କା ଦେଇ ନଥିବା ଜଣାପଡିଛି। ମହାରାଷ୍ଟ୍ର ରାଜ୍ୟ ପାଇଁ ଏହି ଜିଏସ୍‌ଟି ସହିତ ସୁଧ...

ଡିସେମ୍ବରରେ ୧.୬୫ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ କଲେ ଭାରତ ସରକାର, ଓଡ଼ିଶାର ନୂଆ ରେକର୍ଡ

ଭୁବନେଶ୍ୱର,୧।୧: ଡିସେମ୍ବର ୨୦୨୩ରେ ୧.୬୫ ଲକ୍ଷ କୋଟି ଟଙ୍କା ହୋଇଛି ଜିଏସ୍‌ଟି ସଂଗ୍ରହ। ସୋମବାର କେନ୍ଦ୍ର ଅର୍ଥ ମନ୍ତ୍ରାଳାୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ବର୍ଷ ଡିସେମ୍ବର ତୁଳନାରେ ଏହା ୧୦ ପ୍ରତିଶତ ବୃଦ୍ଧି ପାଇଥିଲା ବେଳେ ଚଳିତବର୍ଷ...

ଆଦୌ ଡାଉନଲୋଡ୍‌ କରନ୍ତୁ ନାହିଁ ଏହିସବୁ ଆପ୍‌: ନରେତ୍‌ ଠକାମିର ହେବେ ଶିକାର

ସମୟ ସହିତ ସାଇବର ଅପରାଧର ପଦ୍ଧତି ମଧ୍ୟ ହାଇ-ଟେକ ହୋଇଯାଉଛି। ପୂର୍ବରୁ ସାଇବର ଠକମାନେ ଫୋନ କଲ କରି ଲୋକଙ୍କୁ ଠକୁଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମଧ୍ୟ ବହୁ ପରିମାଣରେ ଟେକ୍ନୋଲୋଜି ବ୍ୟବହାର କରି ଠକିବା ଆରମ୍ଭ କରିଦେଇଛନ୍ତି। ଜାଲ୍‌...

ନୂଆବର୍ଷରୁ ବଦଳିଲା ସିମ କାର୍ଡ-ବ୍ୟାଙ୍କିଙ୍ଗ-ଆଧାର ନିୟମ…

ନୂଆଦିଲ୍ଲୀ,୧।୧ : ନୂଆବର୍ଷ ୨୦୨୪ ଆରମ୍ଭ ହୋଇଛି। ନୂଆବର୍ଷରେ, ସାଧାରଣ ଲୋକଙ୍କୁ ପ୍ରଭାବିତ କରୁଥିବା ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି । ଇନକମ ଟ୍ୟାକ୍ସ ରିଟର୍ନ (ଆଇଟିଆର), ସିମ କାର୍ଡ ସହିତ ଜଡିତ ଥିବା ନିୟମରେ ପରିବର୍ତ୍ତନ କରାଯାଇଛି।...

ନୂଆବର୍ଷରେ ଗ୍ରାହକଙ୍କୁ ଉପହାର: କମିଲା ସିଲିଣ୍ଡର ଦାମ…

ନୂଆବର୍ଷ,୧।୧ : ସରକାରୀ ତୈଳ କମ୍ପାନୀଗୁଡିକ ଗ୍ରାହକଙ୍କୁ ନୂଆବର୍ଷର ଉପହାର ଦେଇଛନ୍ତି। ଇଣ୍ଡିଆନ ଅଏଲ (ଆଇଓସି), ଭରତ ପେଟ୍ରୋଲିୟମ (ବିପିସିଏଲ) ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ (ଏଚପିସିଏଲ) ଭଳି ସରକାରୀ ତୈଳ କମ୍ପାନୀ ନୂଆବର୍ଷର ପ୍ରଥମ ଦିନରୁ ହାଲୱାଇ ସିଲିଣ୍ଡର ନାମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri